Browsing Category

Odisha

ଓଡ଼ିଶା ପୋଲିସର କୋଭିଡ୍ ଯୋଦ୍ଧାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ପୋଲିସର କୋଭିଡ୍ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶଂସା । ବର୍ତ୍ତମାନ ସୁଦ୍ଧା ଶହେ ଜଣ ପୋଲିସ କର୍ମଚାରୀ ପ୍ଲାଜମା ଦାନ କଲେଣି । ଏହି ମହାନତା ପାଇଁ ସେମାନଙ୍କୁ ତାରିଫ କରିଛନ୍ତି…
Read More...

ଆଜି ସନ୍ଧ୍ୟାରେ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ଭିଡିଓ କନଫରେନ୍ ସିଂ ଜରିଆରେ ସନ୍ଧ୍ୟା ୫ଟା ୪୫ ମିନିଟ୍ ରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ କିଛି…
Read More...

କୋଭିଡ୍ ୧୯ ପରିପ୍ରେକ୍ଷୀରେ କାର୍ଯ୍ୟାଳୟ ସ୍ତରୀୟ ସତର୍କତା ଜରୁରୀ

ଭୁବନେଶ୍ୱର:  ମହାମାରୀ କରୋନା ପ୍ରଭାବରେ ଅଳ୍ପେ ବହୁତେ ପ୍ରଭାବିତ ସମସ୍ତ ବର୍ଗର ଜନସମାଜ । ରାଜଧାନୀ ଭୁବନେଶ୍ୱରର କଥା ବିଚାରକୁ ନେଲେ ବର୍ତମାନ ବସ୍ତି, କଲୋନୀ ଏବଂ ଗମନାଗମନ ସଂକ୍ରମଣ ବ୍ୟତୀତ ବିଭିନ୍ନ କାର୍ଯ୍ୟକ୍ଷେତ୍ର ଓ…
Read More...

ଆଜି କଟକରୁ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ସହରରୁ ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସରକାରୀ ସଂଗରୋଧରୁ ୬୭ ଜଣ ଓ ୫୭ ଜଣ ଘରୋଇ ସଂଗରୋଧରୁ ଚିହ୍ନଟ ହୋଇଛନ୍ତି। ସେହିପରି ୭୪ ଆକ୍ରାନ୍ତ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି। କଟକ ମହାନଗର…
Read More...

ସ୍ୱର୍ଗତ ମୁଖାର୍ଜୀଙ୍କ ସ୍ମୃତିଚାରଣ କରିବା ସହ ନୀରବ ପ୍ରାର୍ଥନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର କ୍ୟାବନେଟ୍ ଭର୍ଚୁଆଲ ବୈଠକ ଅବସରରେ ଆଜି ଭାରତ ରତ୍ନ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
Read More...

ବନ୍ୟା ପ୍ରପୀଡିତ ଲୋକଙ୍କୁ ଉଦ୍ଧାର କରି ସେମାନଙ୍କ ପାଖରେ ରିଲିଫ ସାମଗ୍ରୀ ପହଂଚାଇବାର ବ୍ୟବସ୍ଥା କରାଯାଉ : ପ୍ରଦୀପ୍ତ…

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ସମଗ୍ର ରାଜ୍ୟରେ ଭୟଙ୍କର ବନ୍ୟା ପରିସ୍ଥିତି ଦେଖାଦେଇଛି । ବିଶେଷ କରି ଉପକୂଳ ଜିଲ୍ଲା ଗୁଡିକରେ ବନ୍ୟା ପରିସ୍ଥିତିର ପ୍ରଭାବ ଅଧିକ ରହିଛି । ବନ୍ୟାକୁ ୫ ଦିନ ବିତି ଯାଥିଲେ ସୁଦ୍ଧା ପ୍ରଶାସନ…
Read More...

ବରୀ ବିଧାୟିକା ସୁନନ୍ଦା ଦାସ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ଯାଜପୁର ବରୀ ବିଧାୟିକା ସୁନନ୍ଦା ଦାସ କରୋନା ଆକ୍ରାନ୍ତ…
Read More...

ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କୁ କରୋନା

ଭୁବନେଶ୍ୱର: ବିଜେଡି ନେତା ତଥା ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ସେ ସୋସିଆଲ୍ ମିଡିଆରେ ମଙ୍ଗଳବାର ଦିନ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି । ଯେଉଁଥିରେ ସେ…
Read More...

ଆଜି ଭୁବନେଶ୍ୱରରୁ ୩୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମର ବିଭିନ୍ନ ଅଂଚଳରୁ ଗତ ୨୪ ଘଣ୍ଟାରେ  ମୋଟ୍‌  ୩୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା  ୧୦,୭୩୨ ଛୁଇଁଛି । ଏହା ମଧ୍ୟରୁ…
Read More...

ଜେଇଇ (ମେନ୍) ପରୀକ୍ଷାର୍ଥୀଙ୍କ ପାଇଁ ଓଡିଶା-ମୋ ପରିବାରର ‘ହେଲ୍ପ ଡେସ୍କ’ ସ୍ଥାପନ

ଭୁବନେଶ୍ୱର :  କରୋନା ମହାମାରୀ ଏବଂ ସାମ୍ପ୍ରତିକ ବନ୍ୟା ପରିସ୍ଥିତିରେ ସମସ୍ତ ପ୍ରକାର କୋଭିଡ୍ ନିୟମ ଅନୁପାଳନ କରି ବି.ଇ/ବି.ଟେକ, ବି.ଆର୍କିଟେକ, ବି.ପ୍ଲାନିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜିଠାରୁ ସାରା ଦେଶରେ ଜେଇଇ…
Read More...

ସୋଆ ପକ୍ଷରୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶୋକ

ଭୁବନେଶ୍ୱର: ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ଗଭୀର ଶୋକ ବ୍ୟକ୍ତ କରାଯିବା ସହ ସୋଆ ପରିବାର ପକ୍ଷରୁ ତାଙ୍କ ଆତ୍ମାର ସଦଗତି…
Read More...

ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ନୂଆ ମୋଡ: ସାମ୍ନାକୁ ଆସିଲା ‘ସାଇକୋ ଲେଡି’ ର ସିକ୍ରେଟ

ଭୁବନେଶ୍ୱର:ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଟ୍ୱିଷ୍ଟ। ଜଣେ ସାଇକୋ ଲେଡିକୁ ନେଇ ସନ୍ଦେହ ବ୍ୟକ୍ତ କଲେ ଆଦିତ୍ୟଙ୍କ ବାପା। ଜଣେ ଯୁବତୀ ଆଦିତ୍ୟଙ୍କୁ ବାହାଘର ପୂର୍ବରୁ ବ୍ଲାକମେଲିଂ କରୁଥିଲେ। ଏକତରଫା ଭଲ ପାଉଥିଲେ।…
Read More...

ସିଏମ୍‌ସି ଅଫିସ୍‌କୁ ୧୫ ଦିନ ଯାଏଁ ଲୋକଙ୍କୁ ମନା

କଟକ: ଆସନ୍ତା ୧୫ ଦିନ ଯାଏଁ କଟକ ମହାନଗର ନିଗମ ତଥା ସିଏମ୍‌ସି କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କ ପ୍ରବେଶ ମନା । ଏନେଇ କଟକଣା ଜାରି ହୋଇଛି । ସିଏମ୍‌ସି କଣ୍ଟ୍ରୋଲ ରୁମର ଜଣେ ଡାକ୍ତର ପଜିଟିଭ ଚିହ୍ନଟ ହେବା ପରେ ସିଏମ୍‌ସି…
Read More...

ମାସେ ବଢ଼ିଲା ସ୍ୱର୍ଗଦ୍ୱାରରେ ଶବଦାହ କଟକଣା

ପୁରୀ: ପୁଣି ବଢ଼ିଲା ପୁରୀ ସ୍ୱର୍ଗଦ୍ୱାର କଟକଣା । ସ୍ୱର୍ଗଦାରରେ ଦାହ ସଂସ୍କରଣ କଟକଣାକୁ ବୃଦ୍ଧି କରାଯାଇଛି । ପୁଣି ଆଉ ମାସେ ଅର୍ଥାତ ସେପ୍ଟେମ୍ବର ୩୦ ଯାଏଁ ଏହି କଟକଣାକୁ ବଢ଼ାଇଛନ୍ତି ଜିଲ୍ଳାପାଳ । ପୁରୀ ଜିଲ୍ଲା ବାହାର…
Read More...