Browsing Category

Odisha

ଜେଇଇ ଓ ନିଟ୍ ପରୀକ୍ଷା ପାଇଁ ଲାଗୁ ହେବନି ଲକଡାଉନ-ସଟଡାଉନ ନିୟମ

ଭୁବନେଶ୍ୱର: ପରୀକ୍ଷା ସମୟରେ ସଟଡାଉନ୍ ନିୟମରେ କୋହଳ କରାଯିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଆଗାମୀ ଜେଇଇ ଓ ନିଟ୍ ପରୀକ୍ଷା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି । ଅକ୍ଟୋବର ୧ ରୁ ୬ ତାରିଖ ମଧ୍ୟରେ ହେବାକୁ ଥିବା…
Read More...

ଆଜି କଟକରୁ ୨୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ସହରରୁ ମୋଟ ୨୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସରକାରୀ ସଂଗରୋଧରୁ ୫୬ ଜଣ, ଗୃହ ସଂଗରୋଧରୁ ୭୪ ଜଣ ଓ ସ୍ଥାନୀୟ ଅଂଚଳରୁ ୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ମହାନଗର ନିଗମ ପକ୍ଷରୁ…
Read More...

ଆଜି ଭୁବନେଶ୍ୱରରୁ ୩୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ୩୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୫୪ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ‌ବେଳେ ୨୦୨ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି।…
Read More...

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍‌

ସମ୍ବଲପୁର : ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀର ଜଳସ୍ତର ବଢିଚାଲିଛି । ତେଣୁ ଆଜି ଅପରାହ୍ନରେ ପୁଣି ୪ଟି ଗେଟ୍ ଖୋଲା ହୋଇଛି । ହୀରାକୁଦ ଡ୍ୟାମ୍‌ରୁ ବର୍ତ୍ତମାନ ୪୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି ।…
Read More...

ନନ୍ଦନକାନନରେ ହଳଦିଆ ଆନାକୋଣ୍ଡାର ମୃତ୍ୟୁ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ହୋଇଛି । ତେବେ ପୋଷ୍ଟମର୍ଟମ ରିପୋର୍ଟ ଆସିବାପରେ ମୃତ୍ୟୁର କାରଣ ଜଣାପଡିବ । ବର୍ତ୍ତମାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଟି ଆନାକୋଣ୍ଡା…
Read More...

ଘୁଞ୍ଚିଲା ଓଡ଼ିଶା ସିଭିଲ ସର୍ଭିସ ମେନ୍‌ ପରୀକ୍ଷା

ଭୁବନେଶ୍ୱର: ଓଡିଶା ପବ୍ଲିକ୍ ସର୍ଭିସ୍ କମିଶନ (ଓପିଏସସି) ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ଓଡିଶା ସିଭିଲ୍ ସର୍ଭିସ୍‌-୨୦୧୯ ମେନ୍ ଲିଖିତ ପରୀକ୍ଷାକୁ ନଭେମ୍ବରକୁ ଘୁଞ୍ଚାଇ ଦିଆଯାଇଛି ।ଏହି ପରୀକ୍ଷା ସେପ୍ଟେମ୍ବର ମାସରେ…
Read More...

ଦଶନ୍ଧି ଦଶନ୍ଧିର ପ୍ରତିଶ୍ରୁତିକୁ ପୂରଣ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦଶନ୍ଧି ଦଶନ୍ଧି ଧରି ବିଚାରଧୀନ ଥିବା ଅନେକ ପ୍ରତିଶ୍ରୁତିକୁ ପୂରଣ କରାଯାଉଛି ଏବଂ ଏହା ହିଁ ନୂଆ ଭାରତକୁ ନିର୍ମାଣ କରାଯିବାର ପ୍ରମାଣ ବୋଲି…
Read More...

ବଢିଲା ପିଜି ନାମଲେଖା ପାଇଁ ସମୟ ସୀମା

ଭୁବନେଶ୍ୱର: ପୋଷ୍ଟ ଗ୍ରାଜୁଏଟ (ପିଜି) ଓ ଅଣ୍ଡର ଗ୍ରାଜୁଏଟ (ୟୁଜି) ଶ୍ରେଣୀରେ ଫାଇନାଲ ପରୀକ୍ଷା ଶେଷ କରି ଫଳ ପ୍ରକାଶନ କରିବାକୁ ୟୁଜିସିର ଜୁଲାଇ ୬ରେ ସଂଶୋଧିତ ଗାଇଡଲାଇନ୍ସ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଚୂଡ଼ାନ୍ତ ରାୟ…
Read More...

ବ୍ୟୁରୋ ଅଫ୍ ସିଭିଲ ଆଭିଏସନ ସିକ୍ୟୁରିଟିର ପ୍ରଥମ ମହିଳା ଡିଜି ହେଲେ ଓଡିଆ ଆଇଏଏସ ଅଧିକାରୀ ଉଷା ପାଢୀ

ଭୁବନେଶ୍ୱର: ଓଡିଶା କ୍ୟାଡର ଆଇଏଏସ ଅଫିସର ଉଷା ପାଢ଼ୀଙ୍କୁ ମିଳିଲା ନୂଆ ଦାୟିତ୍ୱ । କେନ୍ଦ୍ରୀୟ ଡେପୁଟେସନରେ ଯାଇଥିବା ଉଷାଙ୍କୁ ପଦୋନ୍ନତି ପରେ ବ୍ୟୁରୋ ଅଫ୍ ସିଭିଲ୍ ଏଭିଏସନ୍ ସିକ୍ୟୁରିଟିର ଡିଜି ଭାବେ ଦାୟିତ୍ୱ ମିଳିଛି…
Read More...

ଦୀର୍ଘ ୩୫ ବର୍ଷ ପୂର୍ବେ ପରିବାରରୁ ବିଚ୍ଛିନ୍ନ ହୋଇଥିବା ବ୍ୟକ୍ତିଙ୍କର ପରିବାର ସହ ପୁନର୍ମିଳନ କରାଇଲା…

ଭୁବନେଶ୍ୱର:କଥାରେ ଅଛି 'ସଂସାର ଭିତରେ ଘର କରିଥିଲେ ପଥର ପଡିଲେ ସହି' | ଆମଭିତରେ ଏପରି ବହୁତ କମ ଲୋକ ଅଛନ୍ତି ଯେଉଁମାନେକି ଏ ସଂସାରରେ ତ ଅଛନ୍ତି କିନ୍ତୁ ଘରଠୁ ସେମାନେ କୋଣସି କାରଣରୁ ବିଛିନ୍ନ ହୋଇଥାନ୍ତି | ବର୍ଷ ବର୍ଷ…
Read More...

ମହାନଦୀରେ ବନ୍ୟା ଆଶଙ୍କା

ଭୁବନେଶ୍ୱର: ହୀରାକୁଦ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେତୁ ମହାନଦୀରେ ମଧ୍ୟମରୁ ବଡ଼ ଧରଣର ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ଏଭଳି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ । ସେ କହିଛନ୍ତି ଯେ,…
Read More...

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପତ୍ନୀ ବିଦ୍ୟାଶ୍ରୀ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି । ଆଦିତ୍ୟଙ୍କ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ କରିବାକୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ । ସେପଟେ,…
Read More...

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ୩ ସହଯୋଗୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଆରମ୍ଭ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଜି ଆଦିତ୍ୟଙ୍କ ତିନି ସହଯୋଗୀଙ୍କର ଲାଇ ଡିଟେକ୍ସନ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୁବନେଶ୍ଵର ଫରେନ୍‌ସିକ୍ ଲ୍ୟାବ୍‌ରେ ସେମାନଙ୍କର ଲାଇ ଡିଟେକ୍ସନ ଟେଷ୍ଟ କରାଯାଉଥିବା…
Read More...

୧୫ଟି ଷ୍ଟାର୍ଟ ଅପ୍‌ ଏବଂ ଇନ୍‌କ୍ୟୁବେଟର୍ସ ପାଇଁ ୧.୨୩ କୋଟି ଟଙ୍କା ପ୍ରଦାନ

ଭୁବନେଶ୍ୱର: ରାଜ୍ୟର ୧୫ଟି ଷ୍ଟାର୍ଟ ଅପ୍‌ ଓ ଗୋଟିଏ ଇନ୍‌କ୍ୟୁବେଟର୍ସ ନିମନ୍ତେ ଷ୍ଟାର୍ଟ ଅପ୍‌ ଓଡ଼ିଶା ଟାସ୍କ ଫୋର୍ସ ସହାୟତା ରାଶି ଭାବେ ୧.୨୩ କୋଟି ଟଙ୍କା ପ୍ରଦାନ କରାଯାଇଛି । ଆଜି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ…
Read More...