Browsing Category

Odisha

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ…
Read More...

ଆସନ୍ତାକାଲି ଭୁବନେଶ୍ୱରରେ ମୋଦୀଙ୍କ ରୋଡ ଶୋ’; କମିଶନରେଟ୍ ପୁଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି

ନିର୍ବାଚନୀ ପ୍ରଚାର ପାଇଁ ଆସନ୍ତା ୧୦ ତାରିଖରେ ଭୁବନେଶ୍ଵର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାଷ୍ଟରକାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍ ଶୋ କରିବେ। ଏଥିପାଇଁ କମିଶନରେଟ୍ ପୁଲିସ୍ ପକ୍ଷରୁ ସୁରକ୍ଷା…
Read More...

ଭୁବନେଶ୍ୱରରେ ବ୍ୟବସାୟୀଙ୍କ ଘରେ ଆୟକର ବିଭାଗର ଚଢାଉ, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱରରେ ବ୍ୟବସାୟୀଙ୍କ ଘରେ ଆୟକର ବିଭାଗର ଚଢାଉ । ମିଳିଲା ଦୁଇ କୋଟିରୁ ଅଧିକ ନଗଦ ଟଙ୍କା । ବୁଦ୍ଧେଶ୍ୱରୀ କଲୋନୀର ରଞ୍ଜିତ ଜୈନ ଘରେ ଚଢାଉ ବେଳେ ୨ କୋଟିରୁ ଅଧିକ ନଗଦ ଟଙ୍କା ଜବତ ହୋଇଛି । ଘର ତଳ ମହଲାରେ ଥିବା…
Read More...

ପୁଣି ଅଡୁଆରେ ଅନୁଭବ ମହାନ୍ତି

ବିଜେଡି ଛାଡ଼ି ବିଜେପି ଗଲେ ହେଲେ ମିଳିଲାନି ଟିକେଟ୍ । ଆଉ ଏବେ ପୁଣି ଅଡୁଆରେ ଅଭିନେତା ତଥା ବିଜେପି ନେତା ଅନୁଭବ ମହାନ୍ତି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ…
Read More...

ସମ୍ ଫୁଲନଖରା କ୍ୟାମ୍ପସ୍‌ରେ ବିଶ୍ୱ ହାତ ସ୍ୱଚ୍ଛତା ଦିବସ ପାଳିତ

ଭୁବନେଶ୍ୱର(ବ୍ୟୁରୋ): ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍‌ରେ ଅଣୁଜୀବ ବିଜ୍ଞାନ ବିଭାଗ ପକ୍ଷରୁ ସୋମବାର ‘ବିଶ୍ୱ ହାତ ସ୍ୱଚ୍ଛତା ଦିବସ’ ପାଳିତ ହୋଇଯାଇଛି ।ଆୟୋଜିତ…
Read More...

କାଳବୈଶାଖୀ କାରଣରୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

କାଳ ହେଲା କାଳବୈଶାଖୀ । ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର । ହେଲିକପ୍ଟର ଅବତରଣରେ ବାଧା ଦେଲା ପ୍ରବଳ ବର୍ଷା ପବନ । ଭୁବନେଶ୍ୱରରେ ଓହ୍ଲାଇ ନପାରି ମଝି ଆକାଶରେ ଚକ୍କର କାଟିଲା…
Read More...

ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ଅତ୍ୟାଧୁନିକ ଚିକିତ୍ସା ଓ ଅସ୍ତ୍ରୋପଚାର ଉପଲବ୍ଧ

ବ୍ରହ୍ମପୁର(ବ୍ୟୁରୋ): ଦକ୍ଷିଣ ଓଡ଼ିଶାବାସୀଙ୍କୁ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ବର୍ତ୍ତମାନ…
Read More...

ରାଜଧାନୀର ଭଡ଼ାଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ

ରାଜଧାନୀ ଭୁବନେଶ୍ୱରରେ ଭଡ଼ାଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀଙ୍କ ନାଁ ବିଷ୍ଣୁପ୍ରିୟା ରାଉତ। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।ଭୁବନେଶ୍ୱରର ଭରତପୁର…
Read More...

ଭୁବନେଶ୍ବରରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର

ଭୁବନେଶ୍ବରରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର। ତେବେ ପୂର୍ବ ନିର୍ଦ୍ଧାରିତ ସମୟାନୁଯାୟୀ ରାଜ୍ୟ ବିଜେପିର ବରିଷ୍ଠ ନେତା ଓ କର୍ମକର୍ତ୍ତା ମାନେ ବିମାନବନ୍ଦରରେ ପହଞ୍ଚି ଜୟଶଙ୍କରଙ୍କୁ ଭବ୍ୟ ସ୍ୱାଗତ…
Read More...

ଆଇଏଏସ୍ ସୁଜାତା କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ଵ

ଆଜି ଆଇଏଏସ୍ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି । ୨୦୦୦ ବ୍ୟାଚ୍‌ର ଆଇଏଏସ୍ ଶ୍ରୀମତୀ କାତ୍ତିକେୟନ ମିସନ ଶକ୍ତି ସଚିବ ପଦରେ ଅବସ୍ଥାପିତ ଥିଲେ । ରାଜ୍ୟ ସରକାରଙ୍କ…
Read More...

ଘସିପୁରାରୁ ସ୍ୱାଧିନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟ ରଂଜନ

ଘସିପୁରା ନିର୍ବାଚନ ମଣ୍ଡଳୀରୁ ସ୍ୱାଧିନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟ ରଂଜନ ପଟ୍ଟନାୟକ। ଏନେଇ ଏକ ବୈଠକ ନିଜ ଆନନ୍ଦପୁର ବାସଭବରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭିନ୍ନ ଦଳର କର୍ମୀ, ବୁଦ୍ଧିଜିବୀ ଓ…
Read More...

ଆସନ୍ତା ୯ରେ କନ୍ଧମାଳ ଗସ୍ତରେ ମୁଖ୍ୟମନ୍ତ୍ରୀ

ଆସନ୍ତା ୯ ତାରିଖରେ କନ୍ଧମାଳ ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଫୁଲବାଣୀ ଠାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି…
Read More...

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଟୀକାକରଣ ସପ୍ତାହ ପାଳିତ

ଭୁବନେଶ୍ୱର(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ର ଶିଶୁରୋଗ ବିଭାଗ ଏବଂ ଇଣ୍ଡିଆନ୍ ଏକାଡେମି ଅଫ୍ ପେଡିଆଟ୍ରିକ୍ସ ଭୁବନେଶ୍ୱର ଶାଖାର ମିଳିତ…
Read More...

ନାମାଙ୍କନ ପୂର୍ବରୁ ମା’ ସମଲେଇଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ଲୋକସଭା ପାଇଁ ଆଜି ନାମାଙ୍କନ ଦାଖଲ କରିବେ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନାମାଙ୍କନ ପୂର୍ବରୁ ମା' ସମଲେଇଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଆଜି ବିରାଟ ଶୋଭାଯାତ୍ରାରେ…
Read More...