Browsing Category

Odisha

ଆଜି ଭୁବନେଶ୍ୱରରୁ ୩୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୩୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୨୦୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ଭୁବନେଶ୍ୱର ମହାନଗର ନିଗମ…
Read More...

ଆଜି କଟକରୁ ୧୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ସହରର ବିଭିନ୍ନ ସଂଗରୋଧରୁ ୧୦୦ ଜଣଙ୍କ ସମେତ ମୋଟ ୧୬୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏସ୍‌ସିବି ଆଇସୋଲେସନରୁ ୪ ଜଣ କୋଭିଡ ଯୋଦ୍ଧା (ଜଣେ ପୁରୁଷ ଓ ୩ ଜଣ ମହିଳା)ଙ୍କ ସମେତ ଆଜି ମୋଟ ୨୬ ଜଣ କରୋନା…
Read More...

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି, ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବୁଧବାର ସକାଳେ ଉତର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଉତର-ପଶ୍ଚିମ ଦିଗ ଓ ଏହାର ଆଖପାଖ ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଥିବା କାରଣରୁ ଉପକୂଳ ଏବଂ ଉତର ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି…
Read More...

ଗୋଣ୍ଡମହାସଭା ଓ ଆଦିବାସୀ ସମାଜ ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

କୋଲାବିରା: କୋଲାବିରା ବ୍ଲକ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡମହାସଭା ଓ ଆଦିବାସୀ ସମାଜ ପକ୍ଷରୁ ବିିଭିନ୍ନ ଦାବୀକୁ ନେଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କୋଲାବିରା ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ସମ୍ମିଳିତ…
Read More...

ଡାବୁଗାଁ ବିଧାୟକଙ୍କୁ ପ୍ରଶଂସା କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ତିନି ଥର ବିଧାୟକ ହୋଇ ମଧ୍ୟ ବର୍ଷକୁ ଅନ୍ୟୂନ ଦୁଇ ମାସ ଧାନବିଲରେ ଚାଷକାମ କରୁଥିବା ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ବିଧାୟକ  ମନୋହର ରାନ୍ଧାରୀଙ୍କୁ ପ୍ରଶଂସା କରି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ପ୍ରେରଣାଦାୟୀ…
Read More...

ରାଜ୍ୟର ଜଳ ସଂକଟକୁ ଦୂର କରିବା ପାଇଁ କାର୍ଯ୍ୟରତ ମୋଦି ସରକାର: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜ୍ୟରେ ବର୍ଷ ବର୍ଷ ଧରି ଜଳର ଅଭାବ ଏବଂ ପିଇବା ପାଇଁ ବିଶୁଦ୍ଧ ପାଣି ଓ ଜଳସେଚନ ଓଡ଼ିଶା ପାଇଁ ବଡ ଆହ୍ୱାନ ସଦୃଶ ହୋଇଛି । ମୋଦି ସରକାର ଏହି ଆହ୍ୱାନକୁ ଦୂର କରିବା ସହ ରାଜ୍ୟର ସବୁ ଗାଁର ପ୍ରତ୍ୟେକ…
Read More...

ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ, ପାସହାର ୭୪.୯୫ ପ୍ରତିଶତ

ଭୁବନେଶ୍ୱର: ଯୁକ୍ତ ଦୁଇ ବାଣିଜ୍ୟ ଫଳ ପ୍ରକାଶିତ । ଚଳିତ ବର୍ଷ ପାସ ହାର ୭୪.୯୫ ପ୍ରତିଶତ ରହିଛି । ତେବେ ପୂର୍ବ ବର୍ଷ ଅପେକ୍ଷା ପାସ୍‌ ହାର ୪.୬୯ ପ୍ରତିଶତ ବୃଦ୍ଧି ପାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…
Read More...

ସେପ୍ଟେମ୍ବର ୩୦ ପୂର୍ବରୁ ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ମାସ ୩୦ ତାରିଖ ପୂର୍ବରୁ ବସିବ। ଏ ନେଇ ଆଜି ଟୁଇଟ ଯୋଗେ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।ତେବେ କରୋନା ମହାମାରୀ ସମୟରେ ବୈଠକ…
Read More...

ଆଜି ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତଦୁଇ ବାଣିଜ୍ୟ ପରୀକ୍ଷା ଫଳ । ପୂର୍ବାହ୍ନ ୧୧ ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ପ୍ରଥମେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…
Read More...

ପୋର୍ଟାଲ୍ କୁ ସରଳ ଓ ଦ୍ୱିଭାଷୀ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ‘୫-ଟି’ ସିଦ୍ଧାନ୍ତ କାର୍ଯ୍ୟାନ୍ୱୟନ ଦିଗରେ ଅନ୍ୟ ଏକ ପଦକ୍ଷେପ ଭାବେ ବିଜୁଳି ସଂଯୋଗ ଓ ବିଦ୍ୟୁତ ସେବା ଯୋଗାଣ ସମ୍ବନ୍ଧିତ ସମସ୍ତ କାର୍ଯ୍ୟ ଖୁବ୍ ଶିଘ୍ର ଅନ୍‌ଲାଇନ୍‌ ବ୍ୟବସ୍ଥା ମାଧ୍ୟମରେ କରାଯିବ । ଏଥି ପାଇଁ…
Read More...

ପ୍ରବାସୀ ଶ୍ରମିକଙ୍କ ପାଇଁ କମ୍ ମୂଲ୍ୟର ଘର ନିର୍ମାଣରେ ଭାରତ ସରକାରଙ୍କ ସହଯୋଗୀ ହୁଅନ୍ତୁ ଇସ୍ପାତ ଶିଳ୍ପର ପ୍ରମୁଖ:…

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରବାସୀ ଶ୍ରମିକଙ୍କ ଘର ସମସ୍ୟାର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ଗୃହ ନିର୍ମାଣ ଓ ସହରାଚଂଳ ବ୍ୟାପାର ମନ୍ତ୍ରଣାଳୟ ଅଭିନବ ପଦକ୍ଷେପ ନେଇଛନ୍ତି । ଇସ୍ପାତ୍…
Read More...

ରାଜ୍ୟକୁ ଅଧିକ ୟୁରିଆ ସାର ଯୋଗାଇଦେବା ପାଇଁ ଭିଡିଓ କନ୍‌ଫନ୍ସେିଂ ବୈଠକରେ କୃଷିମନ୍ତ୍ରୀ ଡ. ସାହୁଙ୍କ କେନ୍ଦ୍ରକୁ…

ଭୁବନେଶ୍ୱର: ଚଳିତ ଖରିଫ ଚାଷ ନିମନ୍ତେ ରାଜ୍ୟକୁ ଅଧିକ ୟୁରିଆ ସାର ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ…
Read More...

ଆଜି ଭୁବନେଶ୍ୱରରୁ ୨୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗୋବିନ୍ଦ ନଗର ବସ୍ତିରୁ ୧୫ ଜଣ, ୭ମ ବାଟାଲିଅନ ଓ ରିଜର୍ଭ କଲୋନିରୁ ୭ ଜଣଙ୍କ ସମେତ ଆଜି ଭୁବନେଶ୍ୱର ମହାନଗର ନିଗମ ଅଚଂଳରୁ ୨୨୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୧୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ…
Read More...

ପୁଣି ଦାନା ବାନ୍ଧୁଛି ଲଘୁଚାପ; ୨୩ ଯାଏ ପ୍ରବଳ ବର୍ଷା !

ଭୁବନେଶ୍ୱର: ସଂପ୍ରତି ଉତ୍ତର- ପୂର୍ବ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟରରୁ ୭.୬ କିଲୋମିଟର ମଧ୍ୟରେ ଏକ ସାଇକ୍ଲୋନିକ୍‌ ସଞ୍ଚାର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର…
Read More...