Browsing Category

Odisha

ନିଲମ୍ବିତ ହେଲେ ଜଳେଶ୍ୱର ଥାନା ଆଇଆଇସି

ଭୁବନେଶ୍ୱର: ବାଲେଶ୍ୱରରେ ପୁଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାରେ ପୁଲିସ୍ ଡିଜି ଅଭୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ଥାନା ଆଇଆଇସି ଧନେଶ୍ୱର ସାହୁଙ୍କୁ ପୁଲିସ ଡିଜି ଅଭୟ…
Read More...

ବାଲୁକା କଳାରେ ସ୍ୱାଧୀନତା ଦିବସର ବାର୍ତ୍ତା

ପୁରୀ: ବାଲୁକା କଳାରେ ୭୪ତମ ସ୍ୱାଧୀନତା ଦିବସର ବାର୍ତ୍ତା । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଦେଶର ଫ୍ରଣ୍ଟ…
Read More...

ଦୈନିକ କୋଭିଡ୍ ଟେଷ୍ଟିଂ ମାମଲା: ପ୍ରଥମ ପାଞ୍ଚ ରାଜ୍ୟ ତାଲିକାରେ ଓଡିଶା

ଭୁବନେଶ୍ୱର : ସର୍ବାଧିକ କୋଭିଡ୍ ନମୁନା ପରୀକ୍ଷାରେ ଦେଶର ପ୍ରଥମ ପାଞ୍ଚଟି ରାଜ୍ୟ ମଧ୍ୟରେ ଓଡିଶା ସ୍ଥାନ ପାଇଛି। ଦେଶରେ ପ୍ରତି ୧୦ଲକ୍ଷ ଲୋକରେ ଓଡ଼ିଶାରେ ୮୬୭ଜଣଙ୍କର କୋଭିଡ୍ ଟେଷ୍ଟ୍ କରାଯାଉଛି। ଆନ୍ଧ୍ରପ୍ରଦେଶରେ ଏହି…
Read More...

କ୍ୱାରେଣ୍ଟାଇନ‌ରେ ରହିବେ ୨ ମନ୍ତ୍ରୀ, ଜିଲ୍ଲାପାଳ କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର: ଗଞ୍ଜାମ ଓ ପୁରୀରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସାମିଲ ହେବାକୁ ଥିବା ୨ଜଣ କ୍ୟାବିନେଟ ମନ୍ତ୍ରୀ ପଦ୍ମନାଭ ବେହେରା ଓ ନିରଞ୍ଜନ ପୂଜାରୀଙ୍କୁ କ୍ୱାରେଣ୍ଟାଇନରେ ରହିବା ନିମନ୍ତେ…
Read More...

ଆଜି କଟକରୁ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ସହରରୁ ୩ ଜଣ କୋଭିଡ ଯୋଦ୍ଧାଙ୍କ ସମେତ ୬୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସରକାରୀ ସଂଗରୋଧରୁ ୧୯ ଜଣଙ୍କ ସମେତ ମୋଟ ୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନ୍‌ରୁ ୧୩ ଜଣ ଓ…
Read More...

ବି.ଏମ୍‌.ସି. କୋଭିଡ଼୍ ମନିଟରିଂ ସେଲ୍‌ର ସଫଳପୂର୍ଣ୍ଣ ଭୂମିକା

ଭୁବନେଶ୍ୱର: ମହାମାରୀ କରୋନା ରାଜଧାନୀର ବିଭିନ୍ନ ସ୍ଥାନକୁ ଏହାର କାୟା ବିସ୍ତାର କରିଥିଲେ ମଧ୍ୟ ଏଠାରେ ଥିବା କୋଭିଡ଼୍‌-୧୯ ସଂକ୍ରମିତଙ୍କ ଯତ୍ନ ବ୍ୟବସ୍ଥାରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଏବଂ ରାଜ୍ୟ ବାହାରୁ ଅନେକ ଉପକୃତ…
Read More...

ବିଧ୍ୟାୟକଙ୍କ କିଶୋର ମହାନ୍ତିଙ୍କ ନେତୃତ୍ୱରେ ବ୍ରଜରାଜନଗରରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ :୧୦୦ ୟୁନିଟ ରକ୍ତ ସଂଗ୍ରହ

ଝାରସୁଗୁଡା: ଓଡିଶା ମୋ ପରିବାର ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଆଜି ସକାଳ ୧୦ ଘଟିକାରୁ ଝାରସୁଗୁଡା ଜିଲ୍ଲାର ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ଲଖନପୁର ବ୍ଲକ ଅନ୍ତର୍ଗତ ବନ୍ଧବାହାଲ MCL କଲ୍ୟାଣ ମଣ୍ଡପ ଠାରେ…
Read More...

ଆଜି ଭୁବନେଶ୍ୱରରୁ ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରର ୨ଟି ସଙ୍ଗରୋଧରୁ ୧୧-୧୧ ଜଣଙ୍କ ସମେତ ଆଜି ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୧୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୯ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ।…
Read More...

ଆସନ୍ତାକାଲି ପାଇଁ ଗାଇଡଲାଇନ୍‌ ଜାରି କଲେ ନବରଙ୍ଗପୁର ଜିଲ୍ଲାପାଳ

ନବରଙ୍ଗପୁର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲାପାଳ ଅଜିତ କୁମାର ମିଶ୍ର ଜିଲ୍ଲାକୁ ୪୧ ଘଣ୍ଟିଆ ସଟଡାଉନ ଘୋଷଣା କରିଛନ୍ତି। ଅର୍ଥାତ ଅଗଷ୍ଟ ୧୫ ତାରିଖ ଦିନ ୧୨ଟାରୁ ଅଗଷ୍ଟ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ…
Read More...

କୋଭିଡ-୧୯ର ୭୩ଟି ପ୍ରକାର ଷ୍ଟ୍ରେନ୍ ଚିହ୍ନଟ କଲେ ଭାରତୀୟ ଗବେଷକ

ଭୁବନେଶ୍ୱର: ପ୍ରଥମ ଥର ପାଇଁ କୋଭିଡ୍‌-୧୯ ସଂକ୍ରମଣର ୭୩ଟି ପ୍ରକାର ଷ୍ଟ୍ରେନ୍ ଚିହ୍ନଟ କରିବାରେ ସଫଳ ହୋଇଛନ୍ତି ଭାରତୀୟ ଜେନୋମିକ୍ ଗବେଷକ । ନୂଆଦିଲ୍ଲୀ ସ୍ଥିତ ଇନଷ୍ଟିଚ୍ୟୁଟ ଅଫ ଜେନୋମିକ୍ସ ଆଣ୍ଡ ଇଂଟିଗ୍ରେଟିଭ ବାୟୋଲଜି…
Read More...

ମା’ କରୋନା ପଜିଟିଭ, ଶିଶୁ ସୁସ୍ଥ; ଟ୍ୱିଟ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ସଂକ୍ରମିତ ମା' ଙ୍କ ଠାରୁ ଜନ୍ମ ହେଉଛନ୍ତି ସୁସ୍ଥ ଶିଶୁ । ଶିଶୁଙ୍କ ଦେହରେ କରୋନାର କୌଣସି ଲକ୍ଷଣ ଦେଖିବାକୁ ମିଳିନାହିଁ । ଗଞ୍ଜାମ ଜିଲ୍ଲାର କୋଭିଡ ଡାକ୍ତରଖାନାରେ ଏପର୍ଯ୍ୟନ୍ତ ମୋଟ ୫୭ଟି ଶିଶୁ ଜନ୍ମ…
Read More...

ଓଡ଼ିଶାର ୧୪ଜଣ ପାଇବେ ପୁଲିସ ପଦକ

ଭୁବନେଶ୍ୱର: ଆସନ୍ତାକାଲି ସାରା ଦେଶରେ ସ୍ୱାଧୀନତା ଦିବସ ପାଳନ କରାଯିବାକୁ ଥିବା ବେଳେ ଏହାର ଅବ୍ୟବହିତ ପୂର୍ବରୁ ଦେଶର ସୁରକ୍ଷା ପାଇଁ କାମ କରୁଥିବା  ପୁଲିସ କର୍ମଚାରୀଙ୍କୁ ସ୍ୱତନ୍ତ୍ର ପଦକ ପ୍ରଦାନ କରାଯାଇ ସମ୍ମାନିତ…
Read More...

ପୁଣି ଖୋଲିବ ଆର୍‌ଟିଓ

ଭୁବନେଶ୍ୱର: ଦୀର୍ଘ ଦିନର ବନ୍ଦ ପରେ ଲୋକଙ୍କୁ ସେବା ଯୋଗାଇବା ପାଇଁ ପୁଣି ଖୋଲିବ ଆର୍‌ଟିଓ । କରୋନା କଟକଣା ଭିତରେ ଆର୍‌ଟିଓ ଅଫିସ୍ ଖୋଲିବ । ଏନେଇ ରାଜ୍ୟ ପରିବହନ କମିଶନର ନିର୍ଦ୍ଦେଶନାମା ଜାରି କରିଛନ୍ତି ।ସାମାଜିକ…
Read More...

ଓଡ଼ିଶା ଉନ୍ନୟନ କର୍ତୃପକ୍ଷ (ଯୋଜନା ଏବଂ ନିର୍ମାଣ ମାନକ) ନିୟମ ୨୦୨୦ ବିଜ୍ଞପ୍ତି ଜାରି

ଭୁବନେଶ୍ୱର: ସରକାର ଓଡ଼ିଶା ଉନ୍ନୟନ କର୍ତୃପକ୍ଷ (ଯୋଜନା ଏବଂ ନିର୍ମାଣ ମାନକ) ନିୟମ, ୨୦୨୦ କାର୍ଯ୍ୟକାରୀ କରିବା ନିମନ୍ତେ ତା-୧୨.୦୮.୨୦୨୦ରେ ବିଜ୍ଞପ୍ତି ଜାରିକରିଛନ୍ତି । ଏହି ନିୟମ ମାଧ୍ୟମରେ ପ୍ରଚଳିତ ବ୍ୟବସ୍ଥା ଏବଂ…
Read More...