Browsing Category
Odisha
ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଭିସ୍ତାରା ବିମାନ
ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଭିସ୍ତାରା ବିମାନ । କୁଆପଥର ମାଡ କାରଣରୁ ବିମାନର ସମ୍ମୁଖ ପାଶ୍ୱର୍ରେ ଆଂଶିକ କ୍ଷତି ଦେଖାଯାଇଥିଲା । ଉଡାଣର କିଛି ସମୟ ମଧ୍ୟରେ ପୁଣିଥରେ ରନୱେକୁ ଫେରିଥିଲା ବିମାନ । ତେବେ…
Read More...
Read More...
ଆସନ୍ତା ୬ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ
ମେ ୬ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ । ବ୍ରହ୍ମପୁର ଓ ନବରଙ୍ଗପୁର ଜନସଭାରେ ସମ୍ଭୋଧନ କରିବା ସହ ରୋଡ ସୋ କରିବା କାର୍ୟ୍ୟକ୍ରମ ରହିଛି । ବିଜେପି ସୂତ୍ରରୁ ଏହି ସୂଚନା ମିଳିଛି । ପ୍ରଥମ ପର୍ୟ୍ୟାୟ ନିର୍ବାଚନ…
Read More...
Read More...
ପୋଲିସ-ମାଓବାଦୀ ଗୁଳିବିନିମୟ, ୪ ମାଓବାଦୀ ନିହତ
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ପୋଲିସ-ମାଓବାଦୀ ଗୁଳିବିନିମୟ ଫଳରେ ୪ ମାଓବାଦୀ ନିହତ ହୋଇଛନ୍ତି । ଆବୁଝାମାଡ଼ ଜଙ୍ଗଲରେ ପୋଲିସର କୁମ୍ବିଙ୍ଗ ଅପରେସନ ବେଳେ ଏହି ସଫଳତା ମିଳିଛି । ଘଟଣା…
Read More...
Read More...
ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ୭୫ଲକ୍ଷ ଟଙ୍କା
ସାଧାରଣ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରାଯାଉଛି। ଗୋଟିଏ ଦିନରେ ରାଜଧାନୀରୁ ୭୫ଲକ୍ଷ ଟଙ୍କା ଜବତ କରିଛି ପୁଲିସ। ଭୁବନେଶ୍ୱର ବିମାନ ବନ୍ଦରରୁ ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ…
Read More...
Read More...
ମହୁମାଛି ଆକ୍ରମଣରେ ୩୦ ଛାତ୍ରଛାତ୍ରୀ ଆହତ
ମହୁମାଛି ଆକ୍ରମଣରେ ୩୦ ଛାତ୍ରଛାତ୍ରୀ ଆହତ, ୨ ଗୁରୁତର । ଢେଙ୍କାନାଳ କଙ୍କଡାହାଡ ବ୍ଲକରେ ଥିବା ସଂସ୍କାର ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସମର କ୍ୟାମ୍ପ ପାଇଁ ପିଲାମାନେ ରାମିଆଳ ନଦୀର ସାପୁଆ ଡ୍ୟାମରେ…
Read More...
Read More...
ଛାତ୍ରାବସ୍ଥାରୁ ସମ୍ବଲପୁରୀ ଭାଷା, ସାହିତ୍ୟ ଓ ସଂସ୍କୃତି ପ୍ରତି ମୋର ଆକର୍ଷଣ ଅଛି – ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର(ବ୍ୟୁରୋ): ସମ୍ବଲପୁରୀ ଭାଷା, ସାହିତ୍ୟ, ସଂସ୍କୃତି, ଲୋକକଳା, ଲୋକପରମ୍ପରା, ଖାଦ୍ୟପେୟ ପ୍ରତି ମୋର ଛାତ୍ରାବସ୍ଥାରୁ ଆବେଗ ଓ ଆକର୍ଷଣ ଅଛି । ସମ୍ବଲପୁରୀ ସାହିତ୍ୟର ମୁଁ ଜଣେ ପାଠକ, ଅନୁଗତ ଓ ବିଶ୍ୱାସୀ ବୋଲି…
Read More...
Read More...
ବିଜେପିର ସାମାଜିକ ନ୍ୟାୟ ଆନ୍ଦୋଳନ ବ୍ୟାପକ ହେବ – ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର(ବ୍ୟୁରୋ): ସମ୍ବଲପୁରରେ ରବିବାର ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବିଜେଡିର ସମ୍ବଲପୁର ଜିଲ୍ଲା ଏସଟି-ଏସସି ସେଲ୍ ସଭାପତି ମୋତିଲାଲ ତନ୍ତୀ ଓ ତାଙ୍କ ଧର୍ମପତ୍ନୀ ତଥା…
Read More...
Read More...
ସମ୍ବଲପୁରର ପୂର୍ବତନ ବିଧାୟିକା ଡା.ରାସେଶ୍ୱରୀ ପାଣିଗ୍ରାହୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ୍ କଲେ କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର(ବ୍ୟୁରୋ): ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ପ୍ରତିଷ୍ଠିତ ଚିକିତ୍ସିକ ଡା.ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ରବିବାର ତାଙ୍କ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ଆଶୀର୍ବାଦ କାମନା କରିଛନ୍ତି…
Read More...
Read More...
ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି
ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗରେ ସାଲେପୁର ଯାଉଛନ୍ତି ରାହୁଲ ଗାନ୍ଧି ।…
Read More...
Read More...
ପୁରୀ ରେଳ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ୪ ଶ୍ରମିକ ଆହତ
ପୁରୀ ରେଳ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା । ଯାହାଫଳରେ ଏହି ଦୁର୍ଘଟଣାରେ ୪ ଜଣ ଶ୍ରମିକ ଆହତ ହୋଇଛନ୍ତି । ଆହତ ଅବସ୍ଥାରେ ଶ୍ରମିକଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏବେବି ଘଟଣାସ୍ଥଳରେ…
Read More...
Read More...
ଦିଦି ହେଲେ ଆହତ
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିର୍ବାଚନ ପ୍ରଚାର ବେଳେ ଲାଗିଛି ଆଘାତ। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଲୋକସଭା ନିର୍ବାଚନ ପ୍ରଚାର ପାଇଁ ଦୁର୍ଗାପୁରରେ ଥିଲେ। ସେଠାରୁ ଆଉ ଏକ ନିର୍ବାଚନ ରାଲିକୁ…
Read More...
Read More...
ଆରମ୍ଭ ହେଲା ମେଟ୍ରୋ ପ୍ରକଳ୍ପ ପାଇଁ ସର୍ଭେ
ଆରମ୍ଭ ହେଲା ମେଟ୍ରୋ ପ୍ରକଳ୍ପ ପାଇଁ ସର୍ଭେ । ଶିଶୁଭବନ ଛକରୁ ବାଣୀବିହାର ପର୍ଯ୍ୟନ୍ତ ଭୁବନେଶ୍ୱର ମେଟ୍ରୋ ରେଳ ନିଗମ ସମେତ ଏକ ସ୍ବତନ୍ତ୍ର ଟିମ୍ ସର୍ଭେ ଆରମ୍ଭ କରିଛି । ଏହି ଟିମରେ ବିଏମ୍ସି, ବିଡିଏ, ଭୁବନେଶ୍ବର…
Read More...
Read More...
ଆହୁରି ଏକ ସପ୍ତାହ ଜାରି ରହିବ ପ୍ରଚଣ୍ଡ ଖରା ତାତି
ଭୁବନେଶ୍ୱର(ବ୍ୟୁରୋ): ଓଡ଼ିଶାରେ ଆହୁରି ଏକ ସପ୍ତାହ କିମ୍ବା ୧୦ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ପାକିସ୍ତାନ ଏବଂ ଆଫଗାନିସ୍ତାନର ଜଳବାୟୁ ପ୍ରଭାବରେ ଏଭଳି ପରିସ୍ଥିତି ସୃ୍ଷ୍ଟି ହୋଇଥିବା ଗୁରୁବାର ଶିକ୍ଷା ଓ…
Read More...
Read More...
ଏପ୍ରିଲ୍ ୨୮ରେ ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ମାଗଣା ମଧୁମେହ ଚିକିତ୍ସା ଶିବିର
ବ୍ରହ୍ମପୁର(ବ୍ୟୁରୋ): ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ସ୍ଥାନୀୟ ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ଆସନ୍ତା ଏପ୍ରିଲ୍ ୨୮ ତାରିଖ ଦିନ ମଧୁମେହ ରୋଗୀଙ୍କ ନିମନ୍ତେ ସମ୍ପୂର୍ଣ୍ଣ ମାଗଣାରେ ଏକ…
Read More...
Read More...
