Browsing Category

Odisha

କାଲିଠୁ ପ୍ରବଳ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ…
Read More...

କାଳିଆ ଟଙ୍କା ଫେରସ୍ତ ନିଷ୍ପତ୍ତିକୁ ସ୍ଥଗିତ ରଖିଲେ ସରକାର

ଭୁବନେଶ୍ୱର: କରୋନା ସ୍ଥିତି ଓ ଖରିଫ୍‌ ଫସଲକୁ ଦୃଷ୍ଟିରେ ରଖି ବର୍ତ୍ତମାନ ପାଇଁ ଚାଷୀଙ୍କୁ ଆଉ କାଳିଆ ଟଙ୍କା ଫେରାଇବାକୁ ପଡ଼ିବ ନାହିଁ। ରାଜ୍ୟ ସରକାରଙ୍କର ଏ ନିଷ୍ପତ୍ତି ସଂପର୍କରେ ରବିବାର କୃଷି ବିଭାଗ ପକ୍ଷରୁ ସମସ୍ତ…
Read More...

ଆଜି ଭୁବନେଶ୍ୱରରୁ ୧୯୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ସ୍ଥାନୀୟ କପିଳେଶ୍ୱର କଞ୍ଚା ସାହିରୁ ୨୧ ଜଣଙ୍କ ସମେତ ଭୁବନେଶ୍ୱରରୁ ଆଜି ୧୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୧୩୮ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୨ ଜଣ ହେଉଛନ୍ତି…
Read More...

ଆଜି କଟକରେ ୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନ୍‌ରୁ ଆଜି ପୁଣି ୬୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୧୬ ଜଣ ପୁରୁଷ ହୋଇଥବା ବେଳେ ୩୦ ଜଣ ମହିଳା। ଏଥି ସହିତ କଟକ ସହରର ବିଭିନ୍ନ ଅଂଚଳରେୁ ଆଜି ମୋଟ ୭୬ ଜଣ…
Read More...

ସାଂସଦ ସୁରେଶ ପୂଜାରୀଙ୍କୁ କରୋନା

ଭୁବନେଶ୍ୱର : ବରଗଡ଼ ସାଂସଦ ତଥା ବରିଷ୍ଠ ବିଜେପି ନେତା ସୁରେଶ ପୂଜାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି।#COVID19 ର ଲକ୍ଷଣ ନ ଥାଇ ମଧ୍ୟ ମୁଁ ଗତକାଲି ପରୀକ୍ଷା କରିଥିଲି II…
Read More...

ଗଗନଯାନ ମିଶନରେ ଓଡ଼ିଆ ପୁଅ ନିଖିଳ ରଥ

ଭୁବନେଶ୍ୱର : ଓଡ଼ିଆ ପୁଅ ଓ୍ଵିଙ୍ଗ କମାଣ୍ଡର ନିଖିଲ ରଥ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ମାନବ ମହାକାଶ ମିଶନ ଗଗନଯାନରେ ସାମିଲ ହେବା ଏକ ରକମ ନିଶ୍ଚିତ ହୋଇଯାଇଛି । ୨୦୨୨ରେ ହେବାକୁ ଥିବା ଏହି ମିଶନ ପାଇଁ…
Read More...

ଗଞ୍ଜାମରେ ୭୮% ଆରୋଗ୍ୟ ହାର, ହ୍ରାସ ପାଇଛି ସକ୍ରିୟ ସଂଖ୍ୟା

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ କରୋନା ଆରୋଗ୍ୟ ହାର ୭୮ ପ୍ରତିଶତକୁ ବୃଦ୍ଧି ପାଇଛି। ତିନି ଦିନ ତଳେ ଜିଲ୍ଲାରେ ଆକ୍ଟିଭ୍‌ କେସ୍‌ ଥିଲା ୩୭ ଶହରୁ ଅଧିକ। ଆଜି ଜିଲ୍ଲାରେ ଆକ୍ଟିଭ୍‌ କେସ୍‌ ସଂଖ୍ୟା ୨ ହଜାର ପାଖପାଖି ରହିଛି।…
Read More...

ହୀରାକୁଦ ଡ୍ୟାମ୍‌ର ଖୋଲିଲା ଗୋଟିଏ ଗେଟ୍

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ର ଗୋଟିଏ ଗେଟ୍ ଖୋଲିଲା। ଏବେ ମୋଟ ୮ଟି ଗେଟ୍ ଦେଇ ଡ୍ୟାମ୍‌ ଜଳ ନିଷ୍କାସନ ଜାରି। ବର୍ତ୍ତମାନ ହୀରାକୁଦର ଜଳସ୍ତର ରହିଛି ୬୦୮.୩୧ ଫୁଟ୍।ଡ୍ୟାମ୍‌ ମଧ୍ୟକୁ ୧ ଲକ୍ଷ ୪୮ ହଜାର ୧୨ କ୍ୟୁସେକ୍ ଜଳ…
Read More...

ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରୁ କରୋନା ସଂକ୍ରମିତ ଫେରାର

ଝାରସୁଗୁଡା: କୋଭିଡ ଡାକ୍ତରଖାନା ଯିବା ପାଇଁ  ୯ ଘଣ୍ଟା ଅପେକ୍ଷା କଲେ,କେହି ନ ଆସିବାରୁ ଫେରାର ମାରିଲେ । ଏହିଭଳି ଏକ ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟରେ।ଝାରସୁଗୁଡା ଜିଲ୍ଲା କୋରୋନା…
Read More...

କରୋନା ମୁକାବିଲାରେ ଆଗଧାଡିରେ ସୋଆ

ଭୁବନେଶ୍ୱର : ସାରା ବିଶ୍ୱ ଏବେ କରୋନା ମହାମାରୀର କବଳରେ ଆଜି ଆତଙ୍କିତ । ଅଦୃଶ୍ୟ ଶତ୍ରୁର ଭୟରେ ଭୟଭୀତ ସାରା ବିଶ୍ୱବାସୀ । ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆମେରିକା, ଇଟାଲୀ ଓ…
Read More...

କୋଭିଡ୍ ସମ୍ପର୍କିତ ମିଛ ଓ ମନଗଢା ଖବର ପ୍ରସାରଣ ପାଇଁ ସବୁଠୁ ଅଧିକ ଟିଆରପି ଥିବା ଏକ ଓଡିଆ ଟିଭି ଚ୍ୟାନେଲକୁ ନୋଟିସ…

ଭୁବନେଶ୍ୱର, : ମିଥ୍ୟା, ଅଯୁକ୍ତିକର ତଥା ଉଦ୍ଦେଶ୍ୟ ପ୍ରଣୋଦିତ ଖବର ପ୍ରସାରଣ ଲାଗି ଏକ ଓଡିଆ ଚ୍ୟାନେଲ କୁ ନୋଟିସ୍ ପଠାଇଛି ବିଏମସି । ଏହାସହ ସଂପୃକ୍ତ ଟିଭି କର୍ତ୍ତୃପକ୍ଷଙ୍କ ନାଁରେ ଥାନାରେ ମଧ୍ୟ ଏଫଆଇଆର ହୋଇଛି । ବିଏମସି…
Read More...

ଓଡ଼ିଶା କ୍ୟାଡ଼ରର ଦୁଇ ବରିଷ୍ଠ ଆଇପିଏସଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର: ଓଡ଼ିଶା କ୍ୟାଡ଼ରର ଦୁଇ ବରିଷ୍ଠ ଆଇପିଏସଙ୍କୁ ଆଜି କେନ୍ଦ୍ର ସରକାରରେ ନୂଆ ଦାୟିତ୍ୱ ମିଳିଛି। ୨୦୧୫ ମସିହା ମେ' ମାସରୁ ସିବିଆଇ ଯୁଗ୍ମ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ୧୯୮୯ ବ୍ୟାଚ୍ ଆଇପିଏସ ଅମ୍ରିତ ମୋହନ…
Read More...

ଆଜି ଭୁବନେଶ୍ୱରରୁ ୧୦୧ କରୋନା ପଜିଟିଭ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ୧୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୫୨ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ…
Read More...

ଆଜି କଟକରୁ ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନ୍‌ରୁ ୩୮ ଜଣଙ୍କ ସମେତ ଆଜି କଟକ ସହରର ବିଭିନ୍ନ ଅଂଚଳରେୁ ମୋଟ ୮୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି। କଣ୍ଟେନମେଣ୍ଟ…
Read More...