Browsing Category

Odisha

କଟକରୁ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ସ୍ଥାନୀୟ ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନ୍‌ରୁ ୫୭ ଜଣ ସମେତ ଆଜି କଟକ ସହରର ବିଭିନ୍ନ ଅଂଚଳରେୁ ମୋଟ ୮୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜି…
Read More...

ରାଜ୍ୟରେ ପ୍ରଶାସନିକ ସ୍ତରରେ କେତେକ ଅଦଳ ବଦଳ

ଭୁବନେଶ୍ୱର: ରାଜ୍ୟରେ ପ୍ରଶାସନିକ ସ୍ତରରେ କେତେକ ଅଦଳ ବଦଳ ହୋ୍ଇଥିବା ଜଣାଯାଇଛି । ଓଡ଼ିଶା ସରକାର ଆଜି ଉଭୟ ଆଇଏଏସ୍ ଏବଂ ଓଏଏସ୍ ସ୍ତରରେ ଏକ ଅଦଳ ବଦଳ କରିଛନ୍ତି। ଏଥିରେ ଛଅଜଣ ଆଇଏଏସ୍ ଏବଂ ଓଏଏସ୍ ଅଧିକାରୀଙ୍କ ବଦଳି…
Read More...

ବାଲୁକା କଳାରେ ରାକ୍ଷୀ ପୂର୍ଣ୍ଣିମାର ଅଭିନନ୍ଦନ ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଏହି ପବିତ୍ର ଦିନରେ ଭାଇ ହାତରେ ଭଉଣୀ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ସହ ସମାଜର ସୁରକ୍ଷା କାମନା କରିଥାଏ। ଏହି ଅଵସର ବିଶିଷ୍ଟ ବଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପ୍ରତିବର୍ଷ…
Read More...

ଆଜି ରାକ୍ଷୀ ପୂର୍ଣ୍ଣିମା ଓ ବଳଭଦ୍ରଙ୍କ ଜନ୍ମୋତ୍ସବ

ପୁରୀ: ରାକ୍ଷୀ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବଳଭଦ୍ର ଜନ୍ମ ନୀତି । ସର୍ବବୃହତ ରାକ୍ଷୀ ପିନ୍ଧିବେ ମହାପ୍ରଭୁ । ଗହ୍ମା ପୂର୍ଣ୍ଣମୀରେ ଭୋଗ ମଣ୍ଡପ ବଢିବା ପରେ ଶ୍ରୀଜୀଉମାନଙ୍କର ମଇଲମ ହୋଇ…
Read More...

ଅମିତ ଶାହାଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନାରେ ସଂକ୍ରମିତ ହୋଇଥିବା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ହସ୍ପିଟାଲରେ…
Read More...

କଟକରୁ ଆଜି ୫୫ କରୋନା ପଜିଟିଭ ଚିହ୍ନଟ

କଟକ: ଆଜି କଟକ ସହରର ବିଭିନ୍ନ ଅଂଚଳରେୁ ମୋଟ ୫୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୪୯ ଜଣ କ୍ୱାରେଣ୍ଟାଇନରୁ ହୋଇଥିଲା ବେଳେ ୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି…
Read More...

କଟକରେ ବଢ଼ିବ ଶଯ୍ୟା ସଂଖ୍ୟା

କଟକ: ସିଲଭର ସିଟିରେ ଦିନକୁ ଦିନ ବଢ଼ୁଛି ସଂକ୍ରମଣ । ଗତ ୫ ଦିନ ମଧ୍ୟରେ କଟକରେ କରୋନା ଗ୍ରାଫ ଉପର ମୁହାଁ ରହିଛି । ଏହାର ମୁକାବିଲା ପାଇଁ କଟକରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା…
Read More...

ଏ.ଏନ.ଏମ କର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାରିପଦା: ବାରିପଦାର ୧୯ନଂ ୱାର୍ଡ, ବାଘରାରୋଡ଼ ଅଞ୍ଚଳରେ ରହୁଥିବା ଜଣେ ଏ.ଏନ.ଏମ. କର୍ମୀ ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।  ମୃତା ମହିଳାଙ୍କ ଶଶୁର ଘର ପକ୍ଷରୁ ଏହାକୁ ଆତ୍ମହତ୍ୟା କହୁଥିବା ବେଳେ ତାଙ୍କ ବାପଘର ପକ୍ଷରୁ ଏହାକୁ…
Read More...

ଅଗଷ୍ଟ ୩ ରୁ ଆରମ୍ଭ ହେବ ଅନଲାଇନ ସାଟ ଆଡ଼ମିସନ ପରୀକ୍ଷା

ଭୁବନେଶ୍ୱର: ସୋମବାର ଠାରୁ ଆରମ୍ଭ ହେବ ଶିକ୍ଷା ଓ ଅନୁସନ୍ଧାନ ଆଡ଼ମିସନ ଟେଷ୍ଟ (ସାଟ-୨୦୨୦) | ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ଟୁ ବି ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଏହି ଅନଲାଇନ ପରୀକ୍ଷା ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା…
Read More...

୪ ବର୍ଷର ଶିଶୁ ପାଟିରେ ପଶିଲା ଲୁହା ରଡ୍‌

ବ୍ରହ୍ମପୁର: ୪ ବର୍ଷର ଶିଶୁ ପାଟିରେ ପଶିଗଲା ଲୁହା ରଡ୍ । ଏଭଳି ଘଟଣା ଘଟିଛି ଗଂଜାମ ଜିଲ୍ଲା କେଶପୁର ନିକଟ ଖଣ୍ଡଦେଉଳି ଗାଁରେ । ପିଲାଟିର ଅବସ୍ଥା ଗୁରୁତର ରହିଛି । ତାକୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି ।…
Read More...

ଆଜି ଭୁବନେଶ୍ୱରରୁ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ୧୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୬୯ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ଭୁବନେଶ୍ୱର ମହାନଗର ନିଗମ…
Read More...

ଅଗଷ୍ଟ ୪ରୁ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଳାସ । ଏହା ୫ ଦିନ ଧରି ଚାଲିବ । ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜରେ ଶିକ୍ଷକମାନେ…
Read More...

ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଭୁବନେଶ୍ୱର: କୋଭିଡ-୧୯ ମହାମାରୀ ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ଚଳିତ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି । ଏହି ସମୟରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗର୍ଭବତୀ ଓ ପ୍ରସୂତି…
Read More...

ଭୁବନେଶ୍ୱରରେ ଖୋଲିଲା ସପିଂ ମଲ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ଖୋଲିଲା ସପିଂ ମଲ୍ । ପ୍ରାୟ ୪ ମାସ ଧରି ବନ୍ଦ ଥିବା ମଲ୍ ଖୋଲିବା ପରେ କର୍ମଚାରୀଙ୍କ ମଧ୍ୟରେ ଖୁସି ଦେଖିବାକୁ ମିଳିଛି । ରାଜଧାନୀର ୬ଟି ସପିଂ ମଲ ମଧ୍ୟରୁ ଆଜି ୩ଟି ଖୋଲିଛି । ଆସନ୍ତାକାଲି…
Read More...