Browsing Category

Odisha

କନଷ୍ଟେବଳ ସମେତ ୮ କଏଦୀଙ୍କୁ କରୋନା

କଟକ: କଟକରେ କମିଶନରେଟ୍ ପୁଲିସ୍ ର ଜଣେ‌ କନଷ୍ଟେବଳ କରୋନା ପଜିଟିଭ ଚିହ୍ନଟ ହେବା ପରେ ଚିନ୍ତା ବଢ଼ିଛି । କଟକ ମଙ୍ଗଳାବାଗ ଫାଣ୍ଡିର ଜଣେ କନଷ୍ଟେବଳ ପଜିଟିଭ ଚିହ୍ନଟ ହୋଇଥିବା ନେଇ କଟକ ଡିସିପି ଅଖିଳେଶ୍ୱର ସିଂହଙ୍କ ସୂଚନା…
Read More...

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌

ବାଲେଶ୍ୱର: ବାଲେଶର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଛି। ଗତ ୬ତାରିଖରେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ କୋଭିଡ଼…
Read More...

ୟୁଜିସି ପକ୍ଷରୁ ଜାରି କରାଯାଇଥିବା ପରିବର୍ତିତ ମାର୍ଗଦର୍ଶିକାର ପୁନର୍ବିଚାର କରିବାପାଇଁ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼ଃ…

ଭୁବନେଶ୍ୱର: ତା.୦୬.୦୭.୨୦୨୦ରେ ୟୁଜିସି ପକ୍ଷରୁ ଜାରି କରାଯାଇଥିବା ପରିବର୍ତିତ ମାର୍ଗଦର୍ଶିକା ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ବିଭାଗ କାର୍ଯ୍ୟାଳୟର ଅଫିସ୍ ମେମୋରାଣ୍ଡମ୍ ତା.୦୬.୦୭.୨୦୨୦ରେ ସମସ୍ତ ବିଶ୍ୱ ବିଦ୍ୟାଳୟ ଏବଂ…
Read More...

କୋଭିଡ ପ୍ରତିକୂଳ ପରିସ୍ଥିତି ସତ୍ୱେ ଏମ୍‌ଏସ୍‌ଏମ୍‌ଇର ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର: ମହାମାରୀ କୋଭିଡ-୧୯ ପ୍ରତିକୂଳ ପରିସ୍ଥିତି ସତ୍ୱେ ରାଜ୍ୟ ସରକାରଙ୍କ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ କେତେକ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ସଂପ୍ରତି ରାଜ୍ୟ ଓ ଦେଶରେ ଅର୍ଥନୀତିର ଏହି ଘଡ଼ିସନ୍ଧି…
Read More...

ହୋଲଡିଂ ଟିକସର ରିହାତି ଅବଧି ଅଗଷ୍ଟ ୩୧କୁ ବଢିଲା

ଭୁବନେଶ୍ୱର: ପୌରାଞ୍ଚଳରେ ଅଗ୍ରୀମ ଘର ଓ ସମ୍ପତ୍ତି ଟିକସ ଦେଉଥିବା ଲୋକଙ୍କ ପାଇଁ ରିହାତି ବ୍ୟବସ୍ଥାକୁ ଆସନ୍ତା ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ବଢାଇ ଦେଇଛନ୍ତି । କରେନା ପରିପ୍ରେକ୍ଷୀରେ ସରକାର ଏହି ସୁବିଧା…
Read More...

୩ଜଣ ବରିଷ୍ଠ ଅଫିସରଙ୍କୁ ସିଏମଓରେ ନିଯୁକ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମଓ)ରେ ଆଜି ୩ଜଣ ବରିଷ୍ଠ ଅଫିସରଙ୍କୁ ନୂଆ ନିଯୁକ୍ତି ମିଳିଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ସିଏମଓରେ ଅଫିସରଙ୍କ ଆବଶ୍ୟକତାକୁ…
Read More...

ବନ୍ଧା ହେଲେ ଆୟୁଷ ନିର୍ଦ୍ଦେଶକ

ଭୁବନେଶ୍ୱର: ଗିରଫ ହେଲେ ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡଙ୍ଗୀ । ନିଜ ଅଫିସର ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ ତାଙ୍କୁ ମହିଳା ଥାନା ପୋଲିସ ଗିରଫ କରିଛି । ମହିଳା ଥାନାରେ ଦୀର୍ଘ ସମୟ ଧରି ପଚରାଉଚରା ପରେ…
Read More...

କଟକରୁ ୧୧ ପଜିଟିଭ ଚିହ୍ନଟ

କଟକ: ଆଜି କଟକ ମହାନଗର ନିଗମ ଅଂଚଳରୁ ଆଉ ୧୧ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୧୧ ଜଣଙ୍କ ମଧ୍ୟରୁ ୪ଟି ସରକାରୀ କ୍ୱାରେଣ୍ଟିନ ହୋଇଥିବା ବେଳେ ୪ଟି ହୋମ୍ କ୍ୱାରେଣ୍ଟିନ ଓ ୩ଟି ଲୋକାଲ କେସ ରହିଛି । ସିଡିଏ…
Read More...

କରୋନା ପରବର୍ତୀ ଭାରତର ବିକାଶକୁ ତ୍ୱରାନ୍ୱିତ କରିବ ଆତ୍ମନିର୍ଭର ଭାରତ ଅଭିଯାନ: ସମୀର ମହାନ୍ତି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତ୍ମନିର୍ଭର ଭାରତ ଅଭିଯାନରେ ଗରିବଙ୍କ କଲ୍ୟାଣକୁ ପ୍ରଧାନ୍ୟ ଦେବାସହ ଦେଶର ପୁଞ୍ଜିନିବେଶ, ଆର୍ଥିକ ଅଭିବୃଦ୍ଧି, ନିଯୁକ୍ତିକୁ ପ୍ରୋତ୍ସାହନ ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ…
Read More...

ସମ୍ ଅଲ୍ଟିମେଟ ମେଡିକେୟାରରେ ସ୍କଲ ବେସ୍ ସର୍ଜରୀ ବିଶେଷଜ୍ଞଙ୍କ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର: ଜଣେ ବୟସ୍କ ମହିଳାଙ୍କର ମସ୍ତିଷ୍କର କ୍ରାନିଆଲ୍ ବେସ୍‌ରେ ସୃଷ୍ଟି ହୋଇଥିବା ଟ୍ୟୁମର୍‌କୁ ବିରଳ ମିନିମାଲ୍ ଇନ୍‌ଭେସିଭ୍ ପ୍ରୋସିଡ୍ୟୁର୍ ମାଧ୍ୟମରେ କାଢ଼ି ବାହାର କରିବାରେ ସଫଳ ହୋଇଛନ୍ତି ସମ୍‌ ଅଲ୍ଟିମେଟ୍…
Read More...

ଆସନ୍ତାକାଲିଠାରୁ ଭୁବନେଶ୍ୱର ଏମ୍ସର ଓପିଡି ବନ୍ଦ

ଭୁବନେଶ୍ୱର : ଆସନ୍ତାକାଲିଠାରୁ ଭୁବନେଶ୍ୱରସ୍ଥିତ ଏମ୍ସ ଡାକ୍ତରଖାନାର ଓପିଡି (ଆଉଟ୍ ପେସେଣ୍ଟ ଡିପାର୍ଟମେଣ୍ଟ) ବନ୍ଦ ରହିବ । ଡାକ୍ତରଖାନାର କିଛି କର୍ମଚାରୀ ଏବଂ ଚିକିତ୍ସିତ ହେଉଥିବା କିଛି ରୋଗୀଙ୍କ ସ୍ୱାବ ନମୁନା…
Read More...

ଆଜି ଭୁବନେଶ୍ୱରରୁ ପୁଣି ନୂଆ ୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀରୁ ପୁଣି ନୂଆ ୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧୪ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୧୮ଟି ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ଭୁବନେଶ୍ୱରରେ ଏଯାବତ…
Read More...

କରୋନା ଯୋଦ୍ଧାଙ୍କ ସମେତ ସୁନ୍ଦରଗଡରେ ୮୩ ନୂଆ କରୋନା ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୮୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…
Read More...

ସମାଜସେବୀ ଆଦିତ୍ୟ ଦାଶଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ପରେ ହତ୍ୟା ମାମଲା ରୁଜୁ କଲା ଜିଆରପି

ଭୁବନେଶ୍ୱର: ଧୀରେ ଧୀରେ ଫିଟୁଛି ପିପୁଲ ଫର ସେବା ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ରହସ୍ୟ । ଦିନକୁ ଦିନ ସମ୍ନାକୁ ଆସୁଛି ନୂଆ ରହସ୍ୟ । ଆଦିତ୍ୟଙ୍କ ମୃତ୍ୟୁ ଏକ ହତ୍ୟା କି ଆତ୍ମହତ୍ୟା…
Read More...