Browsing Category

Odisha

ଭୁବନେଶ୍ୱରରୁ ପୁଣି ୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରୁର ପୁଣି ୨୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ଅନ୍ୟ ୧୪ ଜଣ ସ୍ଥାନୀୟ ଅଂଚଳର ଥିବା ଜଣାପଡିଛି । ସେହିପରି ଜଣେ କୋଭିଡ ଯୋଦ୍ଧା…
Read More...

ପୁଣି କଟକରୁ ୫ ପଜିଟିଭ ଚିହ୍ନଟ

କଟକ: କଟକ ଜିଲ୍ଲାରୁ ନୂଆ ୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ମହାନଗର ନିଗମରୁ କେବଳ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ଜଣେ ସରକାରୀ…
Read More...

ଲିଙ୍ଗରାଜ ରେଳ ଷ୍ଟେସନ ନିକଟରୁ ସାମାଜିକ କର୍ମୀ ଆଦିତ୍ୟ ଦାଶଙ୍କର ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଜଣାଶୁଣା ସାମାଜିକ କର୍ମୀ ତଥା ମାନବପ୍ରେମୀ ଆଦିତ୍ୟ ଦାଶଙ୍କର ମୃତ ଦେହ ଆଜି ରେଳବାଇ ପୁଲିସ ଲିଙ୍ଗରାଜ ରେଳ ଷ୍ଟେସନ ନିକଟରୁ ଉଦ୍ଧାର କରିଛି। ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇ…
Read More...

ମୈତ୍ରୀ ବିହାରରେ ଥିବା ଟେକ୍ ମହିନ୍ଦ୍ରା ସିଲ୍

ଭୁବନେଶ୍ୱର: ମୈତ୍ରୀ ବିହାରରେ ଥିବା ଟେକ୍ ମହିନ୍ଦ୍ରାକୁ ସିଲ୍ କଲା ବିଏମସି । ବିଗତ ୩ ଦିନ ମଧ୍ୟରେ ଲଗାତାର ୭ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ଟେକ୍ ମହିନ୍ଦ୍ରାକୁ ସିଲ୍ କରିଛନ୍ତି ବିଏମସି କର୍ତ୍ତୃପକ୍ଷ । ଆଜି ଠାରୁ…
Read More...

କଟକରୁ ୨୯ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ ଜିଲ୍ଲାରୁ ନୂଆ ୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କଟକ ମହାନଗର ନିଗମ ଅଞ୍ଚଳରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏହାବ୍ୟତୀତ ଟାଙ୍ଗୀରୁ ଜଣେ, କଟକ ସଦରରୁ ଜଣେ, ବାଙ୍କୀରୁ ୧୨ ଜଣ,…
Read More...

ସିଡିଏ ସେକ୍ଟର ୯ରୁ କଣ୍ଟେନ୍‌ମେଣ୍ଟ୍‌ ଉଠିଲା

କଟକ: କଟକ ସିଡିଏ ସେକ୍ଟର ୯ରୁ ଉଠିଲା କଣ୍ଟେନମେଣ୍ଟ କଟକଣା। ସଂପୃକ୍ତ ଅଞ୍ଚଳରୁ ଜଣେ କରୋନା ରୋଗୀ ଚିହ୍ନଟ ହେବା ପରେ କଟକ ମହାନଗର ନିଗମ ପକ୍ଷରୁ ଜୁନ୍ ୨୮ତାରିଖରୁ ଏହାକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିଲା। ତେବେ ଆଜି…
Read More...

ବୀରମିତ୍ରପୁର ନାବାଳିକାଙ୍କୁ ଗଣଦୁଷ୍କର୍ମ ଓ ବେଆଇନ ଗର୍ଭପାତ ମାମଲା: ଡାକ୍ତର ଗିରଫ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରରେ ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ମାମଲାରେ ଗିରଫ ହୋଇଛନ୍ତି ବିରମିତ୍ରପୁର ସରକାରୀ ଡାକ୍ତରଖାନାର ଡାକ୍ତର ଦେବାଶିଷ ଘୋଷ। ନାବାଳିକାଙ୍କ ଗର୍ଭପାତ କରାଇଥିବା ଅଭିଯୋଗରେ ତାଙ୍କୁ…
Read More...

ପୁଲିସ-ମାଓବାଦୀ ଗୁଳି ବିନିମୟ, ଜଣେ ମାଓବାଦୀ ନିହତ

ଫୁଲବାଣୀ: ପୁଣି ଥରେ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ ସିର୍ଲା ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳି ବିନିମୟ ହେବା ଫଳରେ ଆଉଜଣେ ମାଓବାଦୀ ନିହତ  ହୋଇଥିବାର ଖବର ମିଳିଛି। ନିହତ ମାଓବାଦୀ…
Read More...

ଆଜି ଜନ୍ମ ମାଟିରେ ସମ୍ପନ୍ନ ହେବ ବିଷ୍ଣୁ ଦାସଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ସ୍ୱର୍ଗତ ବିଷ୍ଣୁ ଦାସଙ୍କର ଆଜି ସନ୍ଧ୍ୟାରେ ଶେଷକୃତ୍ୟ ସମ୍ପନ୍ନ କରାଯିବ । ବିଜେଡି କାର୍ଯ୍ୟାଳୟ ଓ ବିଧାନସଭାରେ ଶେଷ ଦର୍ଶନ ପରେ ବିଷ୍ଣୁଙ୍କ ମର ଶରୀରକୁ ତାଙ୍କ…
Read More...

ଅନ୍‌ଲାଇନରେ ଘରେ ବସି ପରୀକ୍ଷା ଦେଇପାରିବେ ଡିପ୍ଲୋମା ଛାତ୍ରଛାତ୍ରୀ

ଭୁବନେଶ୍ୱର: ଘରେ ବସି ଡିପ୍ଲୋମା ଛାତ୍ରଛାତ୍ରୀ ଅନ୍‌ଲାଇନରେ ପରୀକ୍ଷା ଦେଇପାରିବେ। ଡିପ୍ଲୋମା ଷଷ୍ଠ ସେମିଷ୍ଟର ପରୀକ୍ଷା ପାଇଁ ଏନେଇ ରାଜ୍ୟ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେଣୁ…
Read More...

ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ବିୟୋଗରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ବିଷ୍ଣୁ ଦାସଙ୍କ ବିୟୋଗରେ ପଚାଂୟତିରାଜ , ପାନୀୟ ଜଳ , ଆଇନ , ଗୃହ ଓ ନଗରଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଗଭୀର ଶୋକ ପ୍ରକାଶ କରିଛନ୍ତି ।ମନ୍ତ୍ରୀ ଶ୍ରୀ ଜେନା ତାଙ୍କ…
Read More...

ବରିଷ୍ଠ ବିଜେଡି ନେତା ବିଷ୍ଣୁ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର…

ଭୁବନେଶ୍ୱର :ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁଚରଣ ଦାସଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ।ଶ୍ରୀ ଦାସବର୍ମା ତାଙ୍କ…
Read More...

କ୍ୱାରାଣ୍ଟାଇନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର : ନୀଳଗିରିର ବିଜେପି ବିଧାୟକ ସୁକାନ୍ତ ନାୟକ କରୋନା ସଂକ୍ରମିତ ଜଣାପଡ଼ିବା ପରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ନିଜେ କ୍ୱାରାଣ୍ଟାଇନରେ ରହିଛନ୍ତି । ନୂଆଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ କ୍ୱାରାଣ୍ଟାଇନରେ…
Read More...

ଓଡ଼ିଶା ରାଜନୀତିର ଗୋଟିଏ ଯୁଗର ଅବସାନ ଘଟିଲା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ, ସାଂସଦ ତଥା ତିର୍ତୋଲ ବିଧାୟକ ବିଷ୍ଣୁଚରଣ ଦାସଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ମୃତ୍ୟୁ ଓଡ଼ିଶା ରାଜନୀତିର ଗୋଟିଏ ଯୁଗର ଅବସାନ…
Read More...