Browsing Category

Odisha

ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ

ପୁରୀ: ଜନ୍ମବେଦିରୁ ବାହୁଡ଼ି ସିଂହଦ୍ୱାର ସମ୍ମୁଖ ତିନିରଥ ଉପରେ ଏବେ ଚତୁର୍ଦ୍ଧାବିଗ୍ରହ। ଭକ୍ତଶୂନ୍ୟ ସୁନାବେଶ ପରେ ଶୁକ୍ରବାର ରଥ ଉପରେ ସମ୍ପନ୍ନ ହୋଇଛି ଅଧରପଣା ନୀତି। ଶନିବାର ନୀଳାଦ୍ରିବିଜେ। ରତ୍ନବେଦିକୁ ବିଜେ କରିବେ…
Read More...

ବୋଲ୍‌ବମ୍‌ ଭକ୍ତଙ୍କୁ ପୁରୀ ମନା

ଭୁବନେଶ୍ୱର: ଚଳିତ ବର୍ଷ ବନ୍ଦ ଶ୍ରାବଣ ଜଳଲାଗି । କରୋନା କଟକଣା ଯୋଗୁ ଶ୍ରୀଲିଙ୍ଗରାଜ ମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଜୁଲାଇ ୩୧ ପର୍ଯ୍ୟନ୍ତ ମନ୍ଦିରକୁ ଶ୍ରଦ୍ଧାଳୁଙ୍କ ଯିବା ନେଇ କଟକଣା ଜାରି କରିଛି…
Read More...

ଭୁବନେଶ୍ୱରର ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱର ନୂଆଗାଁ ହେଲା କଣ୍ଟେନମେଣ୍ଟ ଜୋନ । କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ଆଜି ରାଜ୍ୟରେ ସର୍ବାଧିକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ନୂଆଗାଁରୁ ୧୦…
Read More...

ରାଜଧାନୀକୁ ଆସିପାରିବେନି ବାହାର ଶ୍ରମିକ

ଭୁବନେଶ୍ୱର: ରାଜଧାନୀରେ କରୋନା ସଂକ୍ରମଣ ରୋକିବା ପାଇଁ ଭୁବନେଶ୍ୱର ମହାନଗର ନିଗମର ଚରମ ପଦକ୍ଷେପ । ଆସନ୍ତା ତଥା ଜୁଲାଇ ୩୧ ତାରିଖ ଯାଏଁ ଭୁବନେଶ୍ୱରରେ ବାହାର ରାଜ୍ୟର ଶ୍ରମିକଙ୍କ ଉପରେ ଲାଗିଲା କଟକଣା । କରୋନା ମହାମାରୀକୁ…
Read More...

ଓଡ଼ିଶାର ଏହି ୪ ଘରୋଇ ଲ୍ୟାବ୍ ରେ ହେବ କରୋନା ଟେଷ୍ଟ; ଫି’ ରହିବ ୨୨୦୦ ଟଙ୍କା

ଭୁବନେଶ୍ୱର: ଏଣିକି ଘରୋଇ ଲ୍ୟାବ୍‌ରେ କରୋନା ଟେଷ୍ଟ କରାଇପାରିବେ। ଏଥିପାଇଁ ୨୨ଶହ ଟଙ୍କା ଫି' ଦେବାକୁ ପଡ଼ିବ।ରାଜ୍ୟ ସରକାର ଆର୍‌ଟି-ପିସିଆର୍‌ ଟେଷ୍ଟ ପାଇଁ ସର୍ବାଧିକ ଫି' ଧାର୍ଯ୍ୟ କରିଛନ୍ତି। ଜିଏସ୍‌ଟି ସହ…
Read More...

ଆମେରିକାର ଉଦାହରଣ ଦେଇ ସମସ୍ତଙ୍କୁ ସତର୍କ କରାଇଛନ୍ତି ବାଗଚୀ

ଭୁବନେଶ୍ୱର: କରୋନା ନେଇ ଅପଡେଟ ସୂଚନା ପ୍ରଦାନ କରିଛନ୍ତି ମୁଖପାତ୍ର ସୁବ୍ରତ ବାଗଚୀ । ଆମେରିକାର ଉଦାହରଣ ଦେଇ ସମସ୍ତଙ୍କୁ ସତର୍କ କରାଇଛନ୍ତି ବାଗଚୀ । ଆମେରିକାରେ ଗୋଟିଏ ଦିନରେ ୫୨ ହଜାର ଲୋକ ଆକ୍ରାନ୍ତ ହୋଇଛନ୍ତି । ଆମେ…
Read More...

ମଧୁବାବୁ ପେନସନ୍‌ ଯୋଜନାରେ କିନ୍ନରମାନଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର: ଏଣିକି କିନ୍ନରମାନଙ୍କୁ ମଧୁବାବୁ ପେନସନ୍‌ ଯୋଜନାରେ ଯୋଗାଇ ଦିଆଯିବ ଭତ୍ତା। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ପ୍ରଦାନ କରିଛନ୍ତି। ଭତ୍ତା ପାଇବା ପାଇଁ କିନ୍ନରମାନେ ମଧୁବାବୁ ପେନସନ୍ ୱେବସାଇଟରେ…
Read More...

କଟକରୁ ୫୯ କରୋନା ପଜିଟିଭ ଚିହ୍ନଟ

କଟକ: ରାଜଧାନୀ ଭୁବନେଶ୍ୱର ପରେ କଟକ ମହାନଗର ନିଗମ ଅଂଚଳରୁ କରୋନା ୫୯ ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୫୬, ହୋମ କ୍ୱାରେଣ୍ଟିନରୁ ୧ ଏବଂ ଲୋକାଲ କେସ ୨ଟି ରହିଛି । ଲୋକାଲ କଣ୍ଟାକ୍ଟରେ ଶଙ୍କରପୁର ଓ ନିମଚଉଡିରୁ…
Read More...

ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୪ କରୋନା ଆକ୍ରାନ୍ତ, ସୁସ୍ଥ ହେଲେ ୧୫

ଭୁବନେଶ୍ୱର : ଆଜି ଭୁବନେଶ୍ୱରରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୨୪ଜଣଙ୍କ ମଧ୍ୟରୁ ୨୦ଜଣ ସଙ୍ଗରୋଧରେ ଥିବା ବେଳେ ୪ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଥିବା ଜଣା ପଡ଼ିଛି । ଏହା ସହ ଚିକିତ୍ସିତ…
Read More...

ରାଉରକେଲାରେ ପ୍ରଥମ କରୋନା ରୋଗୀଙ୍କ ମୁତ୍ୟୁ

ରାଉରକେଲା: ରାଉରକେଲା ସହରରେ ପ୍ରଥମ କରୋନା ରୋଗୀଙ୍କ ମୁତ୍ୟୁ । ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ବୟସ ୬୪ ବର୍ଷ । ଝାଡ଼ଖଣ୍ଡରୁ ଫେରିଥିବା ଏହି ବ୍ୟକ୍ତି ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ।…
Read More...

ଦିନକ ପାଇଁ କ୍ୟାନସର ହସ୍ପିଟାଲ ଆଉଟ୍‌ଡୋର ବନ୍ଦ

କଟକ: ଶୁକ୍ରବାର ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ଆଉଟ୍‌ଡୋରକୁ ଦିନକ ପାଇଁ ବନ୍ଦ କରିଦିଆଯାଇଛି। ସେହିପରି ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।ସୂଚନାଯୋଗ୍ୟ, କଟକସ୍ଥିତ ଦୁଇଟି…
Read More...

ଗଞ୍ଜାମ ଜିଲ୍ଲାରେ ୫ ପୁଲିସ କର୍ମଚାରୀଙ୍କୁ କରୋନା

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ଶହ ଅତିକ୍ରମ କରିସାରିଥିବାବେଳ ଆଉ ୫ ପୁଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ…
Read More...

ଢେଙ୍କାନାଳର ୧୪ ଟି ପ୍ରମୁଖ ଶୈବପୀଠରେ ୧୪୪ ଧାରା

ଢେଙ୍କାନାଳ: କରୋନା ମହାମାରୀ ବିସ୍ତାରକୁ ନଜରରେ ରଖି ଶ୍ରାବଣ ମାସ ସୋମବାର ଦିନ ଢେଙ୍କାନାଳର ୧୪ ଟି ପ୍ରମୁଖ ଶୈବପୀଠରେ ପ୍ରଶାସନ ପକ୍ଷରୁ ଧାରା ୧୪୪ ଲଗାଯିବ। ଯାହାଦ୍ୱାରା ମନ୍ଦିରରେ ଭକ୍ତଙ୍କ ଭିଡକୁ ରୋକାଯାଇପାରିବ ।…
Read More...

କଟକର କ୍ୟାନ୍ସର ଡାକ୍ତରଖାନାରୁ ପୁଣି ୫୫ କରୋନା ପଜିଟିଭ

କଟକ: କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୮ ରୋଗୀ ହୋଇଥିବାବେଳେ ସହାୟକ ଓ ନର୍ସ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏତେ…
Read More...