Browsing Category

Odisha

ସମ୍‌ରେ ବୋନ୍ ଟ୍ୟୁମର ସମ୍ପର୍କିତ ସିଏମ୍‌ଇ ଆୟୋଜିତ

ଭୁବନେଶ୍ୱର(ବ୍ୟୁରୋ): ବୋନ୍ ଟ୍ୟୁମର ସମସ୍ୟା ଓ ଏ ସମ୍ପର୍କିତ ଚିକିତ୍ସାକୁ ନେଇ ଗତ ରବିବାର ଦିନ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ମସ୍କୁଲୋସ୍କେଲିଟାଲ୍ ସୋସାଇଟି ଅଫ୍…
Read More...

ଆଇଏଏସ ଅଫିସର ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିରର ପ୍ରଶାସନର ମୁଖ୍ୟ ପ୍ରଶାସକ

ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଇଏଏସ ଅଫିସର ବୀର ବିକ୍ରମ ଯାଦବ ହେଇଛନ୍ତି ଶ୍ରୀମନ୍ଦିରର ପ୍ରଶାସନର ମୁଖ୍ୟ ପ୍ରଶାସକ । ରାଜ୍ୟ ସରକାର ତାଙ୍କୁ ବର୍ତ୍ତମାନର ଦାୟିତ୍ୱ ସହିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମଧ୍ୟ…
Read More...

ଅବିନାଶ କୁମାରଙ୍କୁ ଖୋର୍ଦ୍ଧା ଓ ସାର୍ଥକ ଷଡ଼ଙ୍ଗୀଙ୍କୁ ବ୍ରହ୍ମପୁରର ନୂଆ ଏସପି ଭାବେ ନିଯୁକ୍ତ

ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ) ସୋମବାର ଅବିନାଶ କୁମାରଙ୍କୁ ଖୋର୍ଦ୍ଧା ନୂତନ ଏସ୍‌ପି ଭାବରେ ନିଯୁକ୍ତ କରିଛନ୍ତି। ସେହିପରି ଆୟୋଗ ଡକ୍ଟର ସାର୍ଥକ ଷଡ଼ଙ୍ଗୀଙ୍କୁ ବ୍ରହ୍ମପୁର ଏସପି ଭାବରେ ମଧ୍ୟ ନିଯୁକ୍ତ କରାଯାଇଛି।…
Read More...

ରେକର୍ଡ ମାର୍ଜିନ ସାଙ୍ଗକୁ ତିନି ଚତୁର୍ଥାଂଶ ଆସନରେ ଜିତିବ ବିଜେଡି: ପାଣ୍ଡିଆନ

ଭୁବନେଶ୍ବର(ବ୍ୟୁରୋ): ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ତିନି ଚତୁର୍ଥାଂଶ ଆସନରେ ରେକର୍ଡ ମାର୍ଜିନରେ ବାଜିମାତ କରିବ ବୋଲି ଆକଳନ କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ନବୀନ ଓଡିଶା ଏବଂ 5Tଅଧ୍ୟକ୍ଷ…
Read More...

ସମ୍ବଲପୁର ସମେତ ଓଡ଼ିଶାର ସବୁ ସହରରେ ଓ୍ୱେଲଥ୍ କ୍ରିଏସନ କରିବାର ଦାୟିତ୍ୱ ନେବା – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର/ସମ୍ବଲପୁର(ବ୍ୟୁରୋ):ଓଡ଼ିଶା ପ୍ରାନ୍ତୀୟ ମାରୱାଡ଼ି ଯୁବାମଞ୍ଚ ସମ୍ବଲପୁର ସମେତ ଓଡ଼ିଶାର ସବୁ ସହରରେ ଓ୍ୱେଲଥ୍ କ୍ରିଏସନ କରିବା ପାଇଁ ଉଦ୍ୟମ କରିବାକୁ ଆହ୍ୱାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…
Read More...

ସୋଆରେ ‘ଇ–ସମିଟ ୨୦୨୪’ ଉଦ୍ଘାଟିତ

ଭୁବନେଶ୍ୱର(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଶନିବାର ଆରମ୍ଭ ହୋଇଛି ଦୁଇ ଦିନିଆ ଇ-ସମିଟ। ସୋଆ ଅନ୍ତର୍ଗତ ଅଟଳ ଇନକ୍ୟୁବେସନ୍ ସେଂଟର ସୋଆ ଫାଉଣ୍ଡେସନ୍ ଓ ସେଂଟର ଫର୍ ଇନୋଭେସନ୍ ଆଣ୍ଡ ଇନକ୍ୟୁବେସନ୍ (ସୋଆ -…
Read More...

ତାଳଚେରର କଣିହାଁସ୍ଥିତ ଏନଟିପିସି ପାୱାର ପ୍ଲାଣ୍ଟରେ ବଡ଼ଧରଣର ଅଗ୍ନିକାଣ୍ଡ

ତାଳଚେରର କଣିହାଁ ସ୍ଥିତ ଏନଟିପିସି ପାୱାର ପ୍ଲାଣ୍ଟରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଶନିବାର ପ୍ଲାଣ୍ଟ ଭିତରେ ଥିବା କୋଇଲା କନଭେୟର ବେଲ୍ଟରେ ନିଆଁ ଲାଗିଥିବା ସୂଚନା ମିଳିଛି। ଏଥିରେ କେହି ଆହତ ହୋଇନାହାନ୍ତି। ତେବେ…
Read More...

ସମ୍ ଫୁଲନଖରା କ୍ୟାମ୍ପସ୍‌ରେ ସଫଳ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ ସର୍ଜରୀ

ଭୁବନେଶ୍ୱର(ବ୍ୟୁରୋ): ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଫୁଲନଖରା କ୍ୟାମ୍ପସ୍‌ରେ ଏକ ଡାକ୍ତରୀ ଟିମ୍ ଅତ୍ୟାଧୁନିକ ଏଣ୍ଡୋସ୍କୋପିକ୍ ଏଣ୍ଡୋନାଜାଲ ପ୍ରକ୍ରିୟା ପ୍ରୟୋଗ କରି ଜଣେ ୧୬…
Read More...

ନାଳକୁ ଖସିପଡ଼ିଲା ମୋ ବସ୍‌, ୨୦ ଆହତ

ରାସ୍ତାକଡ଼ ନାଳକୁ ଖସିପଡ଼ିଲା ମୋ ବସ୍‌ । ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପିତାପଲ୍ଲୀ ପାଖରେ ଭାରସାମ୍ୟ ହରାଇ 'ମୋ ବସ୍‌'ଟି ନାଳକୁ ଖସି ପଡ଼ିଛି। ଏଥିରେ ୨୦ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ଟି…
Read More...

ଅକ୍ଳାନ୍ତ ପରିଶ୍ରମ ମାଧ୍ୟମରେ ବିଜେପିକୁ ବିରାଟ ବଟ୍ଟବୃକ୍ଷରେ ପରିଣତ କରିଥିବା ବରିଷ୍ଠ ନେତାଗଣ ଏବଂ…

ଭୁବନେଶ୍ୱର/ସମ୍ବଲପୁର(ବ୍ୟୁରୋ): ବିଜେପି ଆଜି ଓଡ଼ିଶା ସମେତ ଦେଶବାସୀଙ୍କ ପାଇଁ ସେବା, ସମର୍ପଣ ଏବଂ ବିଶ୍ୱାସର ସମକକ୍ଷ ହୋଇଛି ବୋଲି ଶନିବାର ଭାରତୀୟ ଜନତା ପାର୍ଟିର ସ୍ଥାପନା ଦିବସ ଅବସରରେ ସମ୍ବଲପୁର ଜିଲ୍ଲା ବିଜେପି…
Read More...

ପ୍ରଚଣ୍ଡ ଖରା କାରଣରୁ ଦିନ ୧୧ଟାରୁ ସାଢେ ୩ଟା ପର୍ଯ୍ୟନ୍ତ କାମ କରିବନି ଶ୍ରମିକ

ଖରାରେ କାମ କରିବେନି ଶ୍ରମିକ । ଶ୍ରମ ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି । ଦିନ ୧୧ଟାରୁ ସାଢେ ୩ଟା ପର୍ଯ୍ୟନ୍ତ କାମ କରିବା ପାଇଁ ବାରଣ କରାଯାଇଛି । ଏପ୍ରିଲ ମାସରୁ ଜୁନ୍ ୧୫ ତାରିଖ ପର୍ଯ୍ୟନ୍ତ ଏହା…
Read More...

ବୀର ସୁରେନ୍ଦ୍ର ସାଏଙ୍କ ଅନୁଯାୟୀ ରମେଶ ସାଏ ବିଜେପିରେ ଯୋଗଦେଇ ଓଡ଼ିଆ ଅସ୍ମିତା ସାଙ୍ଗରେ ଯିବାର ନିଷ୍ପତି ନେଇଛନ୍ତି…

ଆଠମଲ୍ଲିକ(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଆଠମଲ୍ଲିକର ତୃଣମୂଳ ସ୍ତରର କାର୍ଯ୍ୟକର୍ତ୍ତାଙ୍କୁ ଭେଟି ନିର୍ବାଚନୀ ପ୍ରଚାର ଉପରେ ବିଚାରବିମର୍ଶ କରିବା ସହ ଆୟୋଜିତ ମଶ୍ରଣ ପର୍ବରେ ଆଠମଲ୍ଲିକ ବିଧାୟକ…
Read More...

ସମ୍ମମ୍ ସିଇଓଙ୍କୁ ‘ଉତ୍କଳ ପ୍ରତିଭା ସମ୍ମାନ’ 

ଭୁବନେଶ୍ୱର(ବ୍ୟୁରୋ) : ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌)ର ଚିଫ୍ ଏଗ୍‌ଜିକ୍ୟୁଟିଭ୍ ଅଫିସର ଡକ୍ଟର ଶ୍ୱେତପଦ୍ମା ଦାଶଙ୍କୁ ଏପ୍ରିଲ୍ ୧ ତାରିଖ ଉତ୍କଳ ଦିବସ ଅବସରରେ ଉତ୍କଳ ପ୍ରତିଭା ଫାଉଣ୍ଡେସନ୍ ପକ୍ଷରୁ ‘ଉତ୍କଳ ପ୍ରତିଭା…
Read More...

ଓଡ଼ିଶାର ରାଜସ୍ୱ ମାନଚିତ୍ରରେ ‘ମାଛକୁଣ୍ଡ ନଦୀ’ ନ ଥିବା ଖବର ନେଇ ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଭୁବନେଶ୍ୱର(ବ୍ୟୁରୋ): ଆନ୍ଧ୍ର-ଓଡ଼ିଶାର ସୀମା ନିର୍ଦ୍ଧାରଣ କରୁଥିବା ମାଛକୁଣ୍ଡ ନଦୀ ଓଡ଼ିଶାର ରାଜସ୍ୱ ମାନଚିତ୍ରରେ ନ ଥିବା ନେଇ ଚିନ୍ତାପ୍ରକଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ…
Read More...