Browsing Category

Odisha

ପୁଣି ବଢିଲା ବସ୍ ଭଡ଼ା

ଭୁବନେଶ୍ୱର : ରାଜ୍ୟରେ ପୁଣି ବଢିଲା ବସ୍ ଭଡ଼ା । ପୁଣି ୨ ରୁ ୪ ପଇସା କୁ ବୃଦ୍ଧି ହୋଇଛି ବସ୍ ଭଡ଼ା । ଅର୍ଡ଼ିନାରୀ ବସ୍ ଭଡ଼ା କିଲୋମିଟର ପିଛା ୭୦ରୁ ୭୨ ପଇସାକୁ ବୃଦ୍ଧି ହୋଇଛି । ସେହିପରି ଏକ୍ସପ୍ରେସ୍ ବସ୍ ଭଡ଼ା ୭୩ରୁ ୭୫…
Read More...

+୨ର ଅବଶିଷ୍ଟ ପରୀକ୍ଷା ବାତିଲ

ଭୁବନେଶ୍ୱର: ବାତିଲ ହେଲା ଯୁକ୍ତ ଦୁଇର ଅବଶିଷ୍ଟ ପରୀକ୍ଷା । ଆଉ ଦେବାକୁ ପଡିବନି ବଳକା ଥିବା ପରୀକ୍ଷା । ତାଲାବନ୍ଦ ଯୋଗୁଁ ୪ଟି ଷ୍ଟ୍ରିମର ୨୩ଟି ପରୀକ୍ଷା ହୋଇପାରିନଥିଲା । ପରୀକ୍ଷା ବାତିଲ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ…
Read More...

କଟକରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ : ଆଜି ରାଜ୍ୟରେ ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କୁ ମଧ୍ୟରୁ କଟକ ଜିଲ୍ଲାରୁ ୩୨ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କଟକ ମହାନଗର ନିଗମ ଅଞ୍ଚଳରୁ ୭ଟି ଲୋକାଲ କେସ ବାହାରିଥିବା ଜଣାଯାଇଛି।…
Read More...

ୱେଷ୍ଟ ଟୁ ଏନର୍ଜି ପ୍ଲାଂଟ ଦ୍ୱାରା ଦିଲ୍ଲୀ ବର୍ଯ୍ୟବସ୍ତୁ ସମସ୍ୟାର ହେବ ସମାଧାନ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଇଣ୍ଡିଆନ୍ ଅଏଲ, ଏନଟିପିସି ଲିମିଟେଡ ଏବଂ ସାଉଥ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେସନ ମଧ୍ୟରେ ଦିଲ୍ଲୀର ଓଖଲାରେ ୱେଷ୍ଟ ଟୁ ଏନର୍ଜି ପ୍ଲାଂଟ ଉପରେ ଏକ ବୁଝାମଣା ପତ୍ର ସ୍ୱାକ୍ଷର କରାଯାଇଛି । ଏହି…
Read More...

ଆରମ୍ଭ ହେଲା ରଥଟଣା

ପୁରୀ : ବାହୁଡ଼ାରେ ମହାପ୍ରଭୁଙ୍କ ରଥଟଣା ଆରମ୍ଭ ହୋଇଛି । ୧୧ଟା ୨୫ରେ ଗଡ଼ିଲା ବଡ଼ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ । ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ରଥଟଣା ଆରମ୍ଭ ହୋଇଛି । ୯ଦିନ ଧରି ମାଉସୀ ଘରେ ରହିବା ପରେ ମହାପ୍ରଭୁ…
Read More...

ନବରଙ୍ଗପୁରରେ ସପ୍ତାହକୁ ୨ ଦିନିଆ ସଟଡାଉନ୍

ନବରଙ୍ଗପୁର: ନବରଙ୍ଗପୁରରେ ସପ୍ତାହକୁ ୨ ଦିନିଆ ସଟଡାଉନ ଘୋଷଣା । ଜୁଲାଇ ୩୧ ଯାଏ ଶନିବାର ଓ ରବିବାର ଦୁଇ ଦିନ ସଟଡାଉନ ରହିବ । ଜିଲ୍ଲାପାଳ ଏନେଇ ଘୋଷଣା କରିଛନ୍ତି । ସମସ୍ତ ଦୋକାନ, ବଜାର ବନ୍ଦ ରହିବା ସହ ପୂର୍ବ ପରି…
Read More...

ବୀରମିତ୍ରପୁର ଥାନା ଅଧିକାରୀ ଆନନ୍ଦ ମାଝୀ ଚାକିରିରୁ ହେଲେ ବିଦା

ଭୁବନେଶ୍ୱର: ଶେଷରେ ଚାକିରିରୁ ସବୁଦିନ ପାଇଁ ବିଦା ହେଲେ ବହୁଚର୍ଚ୍ଚିତ ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ବେଆଇନ ଗର୍ଭପାତ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଥାନା ଅଧିକାରୀ ଆନନ୍ଦ ମାଝୀ । ଓଡ଼ିଶା ପୁଲିସ୍ ମହାନିର୍ଦେଶକ…
Read More...

ଆଜିଠୁ କାଉଣ୍ଟରରେ ମିଳିବ ମଦ

ଭୁବନେଶ୍ୱର : ଆଜିଠୁ ଅନଲାଇନ ସହ ଅଫଲାଇନରେ ବି ମିଳିବ ମଦ । ସକାଳ ୭ରୁ ସନ୍ଧ୍ୟା ୬ ଯାଏଁ ମଦ ବିକ୍ରି ପାଇଁ ଅନୁମତି ମିଳିଛି । ଏଥିପାଇଁ ଅବକାରୀ ବିଭାଗ ପକ୍ଷରୁ ଅନୁମତି ମିଳିଛି । ସେହିପରି ମଦ ଦୋକାନୀଙ୍କ ଲାଇସେନ୍ସ ଫି କୁ…
Read More...

ପୁରୀରୁ ୧୨ କରୋନା ପଜିଟିଭ ଚିହ୍ନଟ

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ଗତ ସପ୍ତାହେ ଧରି ଚାଲିଥିବା କୋଭିଡ ଟେଷ୍ଟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସମୁଦାୟ ୫୫୬୯ ଜଣଙ୍କ ମଧ୍ୟରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତଙ୍କୁ କୋଭିଡ ହସ୍ପିଟାଲକୁ…
Read More...

ତିନି ରଥରେ ବିଜେ ହେଲେ ତିନି ଠାକୁର

ପୁରୀ: ରଥାରୁଢ ହେଲେ ତିନି ଠାକୁର । ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ପବିତ୍ର ବାହୁଡା ଯାତ୍ରା । ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ରତ୍ନବେଦୀ ଛାଡି ଜନ୍ମବେଦୀକୁ ଚାଲି ଆସିଥିବା ବିଶ୍ୱ ନୟନ୍ତା…
Read More...

ବାହୁଡାଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ବାହୁଡାଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର ପ୍ରଗତି ସହ ମଙ୍ଗଳମୟ ଜୀବନ କାମନା କଲେ ନବୀନ । ଚତୁର୍ଦ୍ଦାମୂର୍ତ୍ତିଙ୍କ କରୁଣାରୁ କଠିନ ସ୍ଥିତି ଦୂର ପାଇଁ କଳେ ବିନତି ।…
Read More...

ଆଜି ପବିତ୍ର ବାହୁଡ଼ା ଯାତ୍ରା

ଭୁବନେଶ୍ୱର: ଆଜି ଶ୍ରୀଜୀଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦୀରୁ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ । ବାହୁଡା ଯାତ୍ରା ପାଇଁ ନାକଚଣା ଦ୍ୱାର ନିକଟରେ ତିନି ରଥ ଅପେକ୍ଷା ରତ ରହିଛନ୍ତି । ଏହାସହ…
Read More...

ଜୁଲାଇ ମାସରେ ୫୦% କର୍ମଚାରୀ ଯିବେ ଅଫିସ

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସରକାର ଜୋରଦାର କଟକଣା କରିଛନ୍ତି । ସରକାରୀ କାର୍ଯ୍ୟାଳୟ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ଜୁଲାଇ ମାସରେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଅଫିସ ଚାଲିବ ।…
Read More...

ଇସ୍ପାତ୍ ବ୍ୟବହାରକୁ ବଢାଇବା ପାଇଁ ସୁଯୋଗ ଏବଂ ଚ୍ୟାଲେଞ୍ଜକୁ ଚିହ୍ନଟ କରିବା ଦରକାର: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶରେ ଇସ୍ପାତ ବ୍ୟବହାରକୁ ବଢାଇବା ପାଇଁ ଉଭୟ  ସୁଯୋଗ ଏବଂ ଚ୍ୟାଲେଞ୍ଜକୁ ଚିହ୍ନଟ କରିବା ଦରକାର ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ବୁଧବାର ଇସ୍ପାତ୍ ମନ୍ତ୍ରଣାଳୟ ପକ୍ଷରୁ…
Read More...