Browsing Category

Odisha

ଗଜପତିରେ ଲାଗୁ ହେଲା ୨୧ ଦିନିଆ କ୍ୱାରେଣ୍ଟାଇନ୍‌

ଗଜପତି : ଗଜପତି ଜିଲ୍ଲାରେ ଟିଏମସି କ୍ୱାରେଣ୍ଟାଇନ ଅବଧିକୁ ୨୧ ଦିନକୁ ବୃଦ୍ଧି କରାଯାଇଛି । ପୂର୍ବରୁ ୧୪ ଦିନ କ୍ୱାରେଣ୍ଟାଇନରେ ରଖାଯାଉଥିଲା । କିନ୍ତୁ ୧୪ ଦିନ ପରେ ବି ପଜିଟିଭ କେସ୍ ବାହାରୁଥିବାରୁ ନିଷ୍ପତ୍ତି ବଦଳିଲା ।…
Read More...

ସଟଡାଉନ ଅଞ୍ଚଳରେ ବନ୍ଦ ରହିବ କୋର୍ଟ

ଭୁବନେଶ୍ୱର: ସଟଡାଉନ କଟକଣା ଜାରି ହୋଇଥିବା ଅଞ୍ଚଳରେ ବନ୍ଦ ରହିବ କୋର୍ଟ। ହାଇକୋର୍ଟ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲା ଜଜ୍‌ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କରୋନା ସଂକ୍ରମଣ ଯୋଗୁଁ ସଟଡାଉନ ଘୋଷଣା କରାଯାଇଥିବା ଅଞ୍ଚଳର…
Read More...

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଝିଅଙ୍କ ନାଁରେ ମାମଲା ରୁଜୁ

ଝାରସୁଗୁଡ଼ା: କୋଭିଡ୍‌ କଟକଣା ଉଲ୍ଲଂଘନ ଅଭିଯୋଗରେ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କ ନାମରେ ରବିବାର ଝାରସୁଗୁଡ଼ା ଥାନା ପୋଲିସ ଏକ ମାମଲା ରୁଜୁ କରିଛି। ଗତ କିଛିଦିନ ଧରି ଏହି ପ୍ରସଙ୍ଗକୁ ନେଇ…
Read More...

କଟକ କ୍ୟାନସର ହସ୍‌ପିଟାଲରେ ୨ ଜଣ କରୋନା ଯୋଦ୍ଧାଙ୍କୁ କରୋନା

କଟକ: ସ୍ଥାନୀୟ ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍‌ପିଟାଲରେ ୨ ଜଣ କରୋନା ଯୋଦ୍ଧା ପଜିଟିଭ ଚିହ୍ନଟ ହୋଇଛନ୍ତି। ହସ୍‌ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ କରୋନା ଭାଇରସରେ ଆକ୍ରାନ୍ତ ଅଛନ୍ତି। ହସ୍‌ପିଟାଲର ନିର୍ଦ୍ଦେଶକ…
Read More...

କଟକ ସିଡିଏ- ସେକ୍ଟର-୯କୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

କଟକ: ସ୍ଥାନୀୟ ସିଡିଏ-ସେକ୍ଟର-୯ ଅଂଚଳରୁ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ସଂପୃକ୍ତ ଅଂଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। କଟକ ମହାନଗର ନିଗମ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। l…
Read More...

ବ୍ରହ୍ମପୁରର ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ବ୍ରହ୍ମପୁର: ବ୍ରହ୍ମପୁର ସହରର ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କଲା ବ୍ରହ୍ମପୁର ମହାନଗର ନିଗମ। ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ଏହି ୬ ଅଞ୍ଚଳରେ କଣ୍ଟେନମେଣ୍ଟ ବଳବତ୍ତର ରହିବ। ଏନେଇ ମହାନଗର ନିଗମ ପକ୍ଷରୁ ଘୋଷଣା…
Read More...

ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦେଖି ଲାଗୁଛି ହୋଇପାରେ ଗୋଷ୍ଠୀ ସଂକ୍ରମଣ: ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ଅଶୋକ…

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ଅଶୋକ ମହାପାତ୍ର । ଦେଶ ଓ ରାଜ୍ୟରେ ଏବେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଏବେ ଯେଭଳି ଭାବରେ ଆକ୍ରାନ୍ତ…
Read More...

କେନ୍ଦୁଝରର ୧୦ ଗାଁ ୪୮ ଘଣ୍ଟା ଲାଗି ସଟଡାଉନ୍

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ପାଟଣା ବ୍ଲକ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତରେ ଥିବା ଏକ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମସି)ରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ରବିବାର ଏହି ଅଞ୍ଚଳର ୧୦ଟି ଗ୍ରାମକୁ ୪୮ ଘଣ୍ଟିଆ…
Read More...

ରାଜଧାନୀରେ ସୁସ୍ଥ ହେଲେ ୧୯ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଭୁବନେଶ୍ୱରରୁ ରବିବାର ୧୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ସୁସ୍ଥ ହୋଇଥିବା ୧୯ଜଣଙ୍କ ମଧ୍ୟରେ ନୟାପଲ୍ଲୀ ସାବର ସାହିର ୧୫ବର୍ଷର ଜଣେ ବାଳକ ଓ…
Read More...

ଆଜି ଭୁବନେଶ୍ୱରରୁ ପୁଣି ୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରବିବାର ରାଜଧାନୀ ଭୁବନେଶ୍ୱରରୁ ପୁଣି ୬ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୬ଜଣଙ୍କ ମଧ୍ୟରୁ ୩ଜଣ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩ଟି ସ୍ଥାନୀୟ ମାମଲା ରହିଥିବା ଭୁବନେଶ୍ୱର…
Read More...

ଭୁବନେଶ୍ୱରରେ ପହଞ୍ଚିଲା ଓଡିଆ ପ୍ରବାସୀଙ୍କୁ ଧରି କୁଏତରୁ ଆସୁଥିବା ବିମାନ

ଭୁବନେଶ୍ୱର: ଓଡିଆ ପ୍ରବାସୀଙ୍କୁ ଧରି କୁଏତରୁ ଆସୁଥିବା ଜଜିରା ଏୟାରୱେଜ୍ ଜେ ୯୧୫୬୫, ୧୬୨ ବିମାନ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛି।ସୂଚନାନୁସାରେ, ଏହା ହେଉଛି କୁଏତରୁ ଆସିଥିବା ଦ୍ୱିତୀୟ ବିମାନ, ଯାହା…
Read More...

ବିଜେ ହେଲା ଆଜ୍ଞାମାଳ, ରଥର ଦକ୍ଷିଣ ମୋଡ଼ ଆରମ୍ଭ

ପୁରୀ: ୩ ରଥରେ ବିଧିପୂୂର୍ବକ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ହୋଇଛି । ୩ ପୂଜା ପଣ୍ଡା ସାମନ୍ତ ୩ ବାଡ଼ରୁ ଆଜ୍ଞାମାଳ ଆଣିଥିଲେ । ପରେ ଆଜ୍ଞାମାଳ ପାଟ ପଟୁଆରରେ ଆସି ୩ରଥରେ ବିଜେ ହୋଇଛି । ଆଜ୍ଞାମାଳ ବିଜେ ହେବା ପରେ ୩ ରଥର…
Read More...

ଭୁବନେଶ୍ୱର ଶିରିପୁର ଲକ୍ଷ୍ମୀ ବଜାର ବସ୍ତି ଅଞ୍ଚଳକୁ କଣ୍ଟେନେମେଣ୍ଟ ଜୋନ୍ ଘୋଷଣା କଲା ବିଏମସି

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଶିରିପୁର ଲକ୍ଷ୍ମୀ ବଜାର ବସ୍ତି ଅଞ୍ଚଳକୁ କଣ୍ଟେନେମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି । ଗତ ୧୭ ତାରିଖରେ ଏହି ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କଣ୍ଟାକ୍ଟ ଟ୍ରେସିଂରେ ଆଉ ୮ ଜଣ…
Read More...

ବାପାକୁ ହତ୍ୟା କରି ମା’ ଝିଅ ଗିରଫ

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ଥାନା କାଳିଆପୋଷ ଗାଆଁରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିବା ଅଭିଯୋଗରେ ତାଙ୍କ ପତ୍ନୀ ଓ ଝିଅଙ୍କୁ ଗିରଫ କରାଯିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି।ମିଳିଥିବା ସୂଚନା ଅନୁଯାୟୀ, ଗତ…
Read More...