Browsing Category

Odisha

ନିର୍ବାଚନ ପୂର୍ବରୁ ୨ଜଣ SP ଓ ଜଣେ DCPଙ୍କୁ ଦାୟିତ୍ବ ଦେଲେ ନିର୍ବାଚନ କମିଶନ

ରାଉରକେଲା ଓ ଅନୁଗୁଳରେ ନୂଆ ଏସପି ନିଯୁକ୍ତ । ଦୁଇ ଜଣ SP ଓ ଜଣେ DCPଙ୍କୁ ଦାୟିତ୍ବ ଅନୁମତି ଦେଇଛନ୍ତି ECI । ବ୍ରିଜେଶ କୁମାର ରାୟଙ୍କୁ ରାଉରକେଲା ଏସପି ଓ ଡକ୍ଟର ଉମାଶଙ୍କର ଦାଶଙ୍କୁ ଅନୁଗୁଳ ଏସପି ଭାବେ ଦାୟିତ୍ବ…
Read More...

ଏଣିକି ସ୍କୁଲରେ ବାଜିବ ପାଣି ଘଣ୍ଟି

ଦିନ ବଢିବା ସହ ତାତି ବଢୁଛି । ସକାଳୁ ଯେମିତି ଖରା ମାଡି ଆସୁଛି । ଆଉ ଏହି ଖରା-ଗରମରୁ ନିଜର ରକ୍ଷା ପାଇଁ ପ୍ରଚୁର ପାଣି ପିଇବାର ଆବଶ୍ୟକତା ରହିଛି । ଏଣିକି ସ୍କୁଲରେ ବାଜିବ ପାଣି ଘଣ୍ଟି । ଛାତ୍ରଛାତ୍ରୀ ନିୟମିତ…
Read More...

ସମ୍ବଲପୁର ଲେଖାପଢା ଓ ଅଭିବ୍ୟକ୍ତିର ଗୋଟିଏ ମହାନ ପରମ୍ପରା: ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର(ବ୍ୟୁରୋ): ଆନ୍ତର୍ଜାତିକ ସଂଗଠନ ‘ବ୍ରିବୁକ୍ସ’ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପୁରସ୍କୁତ ହୋଇଥିବା ସମ୍ବଲପୁର ସହରର ୧୦ ବର୍ଷୀୟ ଇସାନ ପ୍ରଜ୍ଞାଙ୍କୁ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ…
Read More...

ରାଜ୍ୟସଭା ସାଂସଦ ଭାବେ ଦାୟିତ୍ଵ ନେଲେ ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ

ରାଜ୍ୟସଭା ସାଂସଦ  ଭାବେ ଆଜି ଦାୟିତ୍ଵ ନେଇଛନ୍ତି ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ । ଚଳିତ ରାଜ୍ୟସଭା ନିର୍ବାଚନ ୨୦୨୪ରେ ଓଡ଼ିଶାରେ ତିନି ଜଣ ପ୍ରାର୍ଥୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ…
Read More...

ମତଦାନ ପାଇଁ ୪ଦିନ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଲୋକସଭା ଓ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ଜୋରଦାର କମ୍ପୁଛି ରାଜନୈତିକ ମୈଦାନ । ପ୍ରଚାରରେ ଲାଗି ପଡ଼ିଲେଣି ନେତା ଓ ରାଜନୈତିକ ଦଳୀୟ କର୍ମୀ । ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି ଅନୁସାରେ ଓଡ଼ିଶାରେ ୧୪୭ ବିଧାନସଭା ଓ ୨୧…
Read More...

ଏସସିବିରେ ଆରମ୍ଭ ହେଲା ଲିଭର ଟ୍ରାନସପ୍ଲାଣ୍ଟ, ସ୍ୱାମୀ ଦେହରେ ଲାଗିଲା ସ୍ତ୍ରୀର ଲିଭର୍

କଟକ ଏସସିବିରେ ଆରମ୍ଭ ହେଲା ଲିଭର ଟ୍ରାନସପ୍ଲାଣ୍ଟ ବା ଯକୃତ ପ୍ରତିରୋପଣ। ସ୍ୱାମୀ ଦେହରେ ଲାଗିଛି ସ୍ତ୍ରୀର ଲିଭର୍। ଦୀର୍ଘ ୧୧ ବର୍ଷର ଅପେକ୍ଷା ପରେ ଏସସିବି ମେଡିକାଲର ଟ୍ରମା ବିଲଡିଂର ସ୍ୱତନ୍ତ୍ର ମୋଡୁଲାର ଓଟିରେ ଯକୃତ…
Read More...

କଣ୍ଠଶିଳ୍ପୀ ପଦ୍ମଶ୍ରୀ କୈଳାଶ ଖେର ସାମାଜିକ ଗଣମାଧ୍ୟମ ଜରିଆରେ ହିନ୍ଦୀ ସଙ୍ଗୀତ “ଓଡ଼ିଶା ପରିବର୍ତ୍ତନ” କଲେ ପୋଷ୍ଟ୍,…

ଭୁବନେଶ୍ବର(ବ୍ୟୁରୋ): ଦେଶର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ପଦ୍ମଶ୍ରୀ କୈଳାଶ ଖେର ସାମାଜିକ ଗଣମାଧ୍ୟମ ଜରିଆରେ ହିନ୍ଦୀ ସଙ୍ଗୀତ “ଓଡ଼ିଶା ପରିବର୍ତ୍ତନ” ପୋଷ୍ଟ୍ କରିଛନ୍ତି ।…
Read More...

ଅନୁଗୋଳ ବ୍ରାହ୍ମଣବିଲ ଗାଁରୁ ମା’ ଡାକେଶ୍ୱରୀଙ୍କ ଆଶୀର୍ବାଦ ନେଇ ନିର୍ବାଚନ ପ୍ରଚାର ଆରମ୍ଭ କଲେ କେନ୍ଦ୍ରମନ୍ତ୍ରୀ…

ଛେଣ୍ଡିପଦା(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମରେ ନବ ପ୍ରତିଷ୍ଠିତ 'ମା' ଡାକେଶ୍ୱରୀ ଦେବୀଙ୍କର ଆଶୀର୍ବାଦ ନେଇ ବହୁ ସାଧୁ ସନ୍ଥ, ମହିମା…
Read More...

ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱର୍ଗତ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ…
Read More...

ଭାଷା ଓ ସଂସ୍କୃତି ଆମର ଅସ୍ମିତା ଏବଂ ଅସ୍ମିତା ସବୁବେଳେ ସ୍ୱାଭିମାନ ସହ ଯୋଡ଼ି ହୋଇରହିଛି -ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର(ବ୍ୟୁରୋ): ଭାଷା ଓ ସଂସ୍କୃତି ଆମର ଅସ୍ମିତା ଏବଂ ଅସ୍ମିତା ସବୁବେଳେ ସ୍ୱାଭିମାନ ସହ ଯୋଡ଼ି ହୋଇ ରହିଛି ବୋଲି ସୋମବାର ଭୁବନେଶ୍ୱରରେ “ଓଡ଼ିଶା @୧୦୦ ସମ୍ଭାବନାର ଶତାବ୍ଦୀ” କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି…
Read More...

ଆରପାରିରେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ଚାଲିଗଲେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ। ଭୁବନେଶ୍ୱରରେ ଥିବା ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ…
Read More...

ସକାଳୁଆ ହେଲା ରାଜ୍ୟର ସବୁ ଅଙ୍ଗନବାଡି

ରାଜ୍ୟର ସବୁ ଅଙ୍ଗନବାଡି ସକାଳୁଆ ହେବା ନେଇ ସରକାର ଦେଲେ ନିର୍ଦ୍ଦେଶ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ସମସ୍ତ ସ୍କୁଲ ସକାଳୁଆ କରିବା ପାଇଁ…
Read More...

ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶାର ଉନ୍ନତି ପାଇଁ ପ୍ରାର୍ଥନା କରିଛନ୍ତି। ମୁଖ୍ୟମନ୍ତ୍ରୀ…
Read More...

ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଆଜି ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି । ଧର୍ମେନ୍ଦ୍ର ପ୍ରଧାନ ଏକ ଭିଡିଓ ବାର୍ତ୍ତା ଜାରି କରି ଶୁଭେଚ୍ଛା ଜଣାଇଛନ୍ତି ।ସେ କହିଛନ୍ତି,…
Read More...