Browsing Category
Odisha
ବଡଦାଣ୍ଡରେ ରଥ ଗଡିଲା
ପୁରୀ: ବଡଦାଣ୍ଡରେ ଗଡିଲା ରଥ । ପ୍ରଥମେ ବଡ ପ୍ରଭୁ ବଳଭଦ୍ରଙ୍କ ରଥ ଟଣା ଆରମ୍ଭ ହୋଇଛି । ତିନି ରଥରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଛି। ବିନା ଭକ୍ତରେ ଆଗକୁ ଆଗକୁ…
Read More...
Read More...
ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ
ଭୁବନେଶ୍ୱର: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ 'ରଥଯାତ୍ରା' । ଏହି ଅବସରରେ ସାରା ରାଜ୍ୟରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିବାବେଳେ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ ।ଚଳିତ ବର୍ଷ କରୋନା ମହାମାରୀ କଟକଣା…
Read More...
Read More...
ତିନି ରଥରେ ଚାଲିଛି ଛେରା ପହଁରା ନୀତି
ପୁରୀ: ଆଜି ରଥଯାତ୍ରା । ଚଳିତ ବର୍ଷ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ଭକ୍ତଶୂନ୍ୟ ରଥଯାତ୍ରା । ଚତୁର୍ଦ୍ଦାମୂର୍ତ୍ତିଙ୍କ ଗୋଟିଏ ପରେ ଗୋଟିଏ ନୀତି ଚାଲିଛି । ତିନି ରଥରେ ଚାଲିଛି ଛେରା ପହଁରା ନୀତି । ତେବେ ବର୍ତ୍ତମାନ…
Read More...
Read More...
ପହଣ୍ଡି ବିଜେ ପରେ ରଥାରୂଢ଼ ୩ ଠାକୁରଙ୍କୁ ଦର୍ଶନ କଲେ ଶଙ୍କରାଚାର୍ଯ୍ୟ
ପୁରୀ: ପହଣ୍ଡି ବିଜେ ପରେ ରଥାରୂଢ଼ ୩ ଠାକୁରଙ୍କୁ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ଦର୍ଶନ କରିଛନ୍ତି। ସେ ବଳଭଦ୍ର, ମା’ ସୁଭଦ୍ରା ଓ ଜଗନ୍ନାଥଙ୍କ ଦର୍ଶନ ଲାଭ କରିଛନ୍ତି।
ଆଜି କୋଟି ପ୍ରାଣର ସ୍ପନ୍ଦନ…
Read More...
Read More...
ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ଅମିତ ଶାହା
ନୂଆଦିଲ୍ଲୀ: ଦେଶବାସୀଙ୍କୁ ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ଓ ଗୃହ ମନ୍ତ୍ରୀ ଅମିତ ଶାହା ।ଟୁଇଟ କରି ରାଷ୍ଟ୍ରପତି ଲେଖିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ…
Read More...
Read More...
ଗଜପତି ଜିଲ୍ଲାର ସମସ୍ତ ଜଗନ୍ନାଥ ମନ୍ଦିରରେ ୧୪୪ ଧାରା
ପାରଳାଖେମୁଣ୍ଡି: ପୁରୀ ବ୍ୟତୀତ ଆଉ କେଉଁଠାରେ ରଥଯାତ୍ରା ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ ଗଜପତି ଜିଲ୍ଲାର ସବୁ ଜଗନ୍ନାଥ ମନ୍ଦିରରେ ୧୪୪ ଧାରା ଲାଗୁ କରାଯାଇଛି। ଜିଲ୍ଲାପାଳ ଅନୁପମ ସାହା…
Read More...
Read More...
ସରିଲା ପହଣ୍ଡି; ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି
ପୁରୀ: ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ଘୋଷଯାତ୍ରା। ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ବଡଦାଣ୍ଡକୁ ଚାଲି ଆସିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥ…
Read More...
Read More...
ଜଣେ ସେବାୟତଙ୍କ ଠାରେ କରୋନା ଚିହ୍ନଟ
ପୁରୀ: ପୁରୀରେ ଜଣେ ସେବାୟତଙ୍କ ନମୁନା ପଜିଟିଭ୍ ଚିହ୍ନଟ ହୋଇଛି। ତାଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବା ସହ ସଂପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ କରାଯାଇଛି। ଏହି ସେବାୟତଙ୍କ ସଂସ୍ପର୍ଶରେ କେଉଁମାନେ…
Read More...
Read More...
ଆଜି ମହାପ୍ରଭୁଙ୍କ ରଥଯାତ୍ରା
ପୁରୀ: ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ମଙ୍ଗଳବାର ଠାରୁ ଆରମ୍ଭ ହେଉଛି । ଆଶାଢ଼ ମାସ ଶୁକ୍ଲପକ୍ଷ ଦ୍ୱିତୀୟ ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ନିଜର ବଡ଼ ଭାଇ ବଳଭଦ୍ର ଓ ଏକମାତ୍ର ଭଉଣୀ ସଭଦ୍ରଙ୍କୁ ନେଇ ମାଉସୀ (ଶ୍ରୀଗୁଣ୍ଡିଚା…
Read More...
Read More...
ଶଙ୍କରାଚାର୍ଯ୍ୟ ଓ ଗଜପତି ମହାରାଜଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ରଥଯାତ୍ରା ହେବା ନେଇ ସୁପ୍ରିମକୋର୍ଟର ସବୁଜ ସଙ୍କେତ ମିଳିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶଙ୍କରାଚାର୍ଯ୍ୟ ଓ ଗଜପତି ମହାରାଜଙ୍କ ସହ କଥା ହୋଇଛି । ସେ ଏ ନେଇ ଟ୍ୱିଟ ମଧ୍ୟ କରିଛନ୍ତି । ସେ ଟ୍ୱିଟ…
Read More...
Read More...
ରଥଯାତ୍ରା ହେବ ବୋଲି ସୁପ୍ରିମକୋର୍ଟର ରାୟ ପ୍ରକାଶ ପାଇବା ପରେ କେନ୍ଦ୍ରମନ୍ତ୍ରୀମାନେ ଏଭଳି ରଖିଲେ ମତ
ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି ସୁପ୍ରିମକୋର୍ଟରେ ରଥଯାତ୍ରା ହେବା ନେଇ ନିଷ୍ପତି ହେବା ପରେ ଅମିତ ଶାହ ନିଜର ମତ ରଖିଛନ୍ତି । ସେ ଟ୍ୱିଟ ଜରିଆରେ ଜଣାଇଛନ୍ତି ଯେ, ଗତକାଲି ସନ୍ଧ୍ୟାରେ ମୁଁ ପ୍ରଧାନମନ୍ତ୍ରୀଜୀଙ୍କର ପରାମର୍ଶ…
Read More...
Read More...
ସାଢେ ୪ କୋଟି ଓଡିଆ ଲୋକଙ୍କ ବିଜୟ: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ପୁରୀରେ ରଥଯାତ୍ରା ପାଇଁ ସପ୍ରିମକୋର୍ଟଙ୍କ ଅନୁମତିକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ସାଢେ ୪ କୋଟି ଓଡିଆଙ୍କ ବିଜୟ ଏବଂ ସେମାନଙ୍କ ଦୃଢ ଇଚ୍ଛାଶକ୍ତି ଯୋଗୁଁ ଏହା ସମ୍ଭବ…
Read More...
Read More...
ରାଥଯାତ୍ରା ପାଇଁ ରାତି ୯ଟାରୁ ପୁରୀରେ ଲାଗୁ ହେବ ସଟଡାଉନ
ପୁରୀ: ପୁରୀରେ ପଡିଲା ତାଲା । ରାଥଯାତ୍ରା ପାଇଁ ପୁରୀ ସଟଡାଉନ । ରାତି ୯ଟାରୁ ପୁରୀରେ ଲାଗୁ ହେବ ସଟଡାଉନ । ଆଜି ରାତିରୁ ବୁଧବାର ଅର୍ଥାତ ୨୪ ତାରିଖ ଦିନ ୨ଟା ଯାଏଁ ସଟଡାଉନ ଲାଗୁ । ରଥଯାତ୍ରାକୁ ଦୃଷ୍ଟିରେ ରଖି ଜିଲ୍ଲା…
Read More...
Read More...
୩ ମନ୍ତ୍ରୀଙ୍କୁ ରଥଯାତ୍ରା ଦାୟିତ୍ୱ
ଭୁବନେଶ୍ୱର: ରାତି ପାହିଲେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କଟକଣା ଭିତରେ ରଥଯାତ୍ରାକୁ ସୁରୁୁଖୁରୁରେ ସାରିବାକୁ ଅଂଟା ଭିଡିଛନ୍ତି ସରକାର । ହାତରେ ଅଳ୍ପ ସମୟ ଥିବାରୁ ଯୁଦ୍ଧକାଳୀନ ସ୍ଥିତିରେ ବ୍ୟବସ୍ଥା କରାଯାଉଛି । ଏହାରି…
Read More...
Read More...
