Browsing Category

Odisha

ଉଡ଼ିଗଲା ପତିତପାବନ ବାନା

ପୁରୀ : ପବନରେ ଉଡ଼ିଗଲା ଶ୍ରୀମନ୍ଦିରର ପତିତପାବନ ବାନା । ପ୍ରବଳ ବର୍ଷା ଓ ପବନରେ ଉଡ଼ିଗଲା ପତିତପାବନ ବାନା । ବାଉଁସ ସହ ଉଡ଼ିଗଲା ଶ୍ରୀମନ୍ଦିରର ପତିତପାବନ ବାନା । ଓଡିଶାରେ ଲାଗିରହିଥିବା ମୌସୁମୀ ବର୍ଷା ଯୋଗୁଁ ଜଳମଗ୍ନ…
Read More...

ଅଭିନେତା ସୁଶାନ୍ତଙ୍କ ବିୟୋଗରେ ନବୀନଙ୍କ ଶୋକ

ଭୁବନେଶ୍ୱର: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ଖବର ସମସ୍ତଙ୍କ ସ୍ତବ୍ଧ କରିଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସୁଶାନ୍ତଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କରିଛନ୍ତି । ସେ ଟ୍ୱିଟ୍ ସୁଶାନ୍ତଙ୍କ…
Read More...

ରାଜଧାନୀରୁ ୧୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ୧୬ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ଏହା ସହିତ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ…
Read More...

ହାଇକୋର୍ଟଙ୍କ ପରାମର୍ଶ: ରଥଯାତ୍ରାରେ ରଥ ଟଣାରେ ବ୍ୟବହାର କରନ୍ତୁ ମେସିନ କିମ୍ବା ହାତୀ

କଟକ : ରଥଯାତ୍ରାରେ ହେବନି ଭକ୍ତ ଆଉ ଭଗବାନଙ୍କର ମିଳନ। ରାଜ୍ୟରେ କରୋନା ସ୍ଥିତିକୁ ନଜରରେ ରଖି ରଥଯାତ୍ରାରୁ ଜନସାଧାରଣଙ୍କୁ ଦୂରେଇ ରଖିବା ପାଇଁ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମତ ଦେଇଛନ୍ତି। ରଥକୁ ସାଧାରଣ ଜନତା ଟାଣିବା…
Read More...

ଗଞ୍ଜାମରେ ଲକ୍ ଡାଉନ୍ କଟକଣା ବଢିଲା

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆଜିଠୁ ଜୁନ୍ ୩୦ ଯାଏଁ ଲକଡାଉନ କଟକଣାକୁ ଆହୁରି କଡାକଡି କରିଛନ୍ତି ଜିଲ୍ଲା ପ୍ରଶାସନ । ଜୁନ୍ ୩୦…
Read More...

ରଜ ଉପଲକ୍ଷେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଶୁଭେଚ୍ଛା

ଭୁବନେଶ୍ୱର: ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ରଜ ଉପଲକ୍ଷେ ରାଜ୍ୟବାସୀଙ୍କୁ ଟ୍ୱିଟ ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, ଓଡ଼ିଶାର ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ…
Read More...

ରଜପର୍ବ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ ଜରିଆରେ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ଓଡ଼ିଶାର ସଂସ୍କୃତି, କୃଷି ଅର୍ଥନୀତି ଓ…
Read More...

ରଜପର୍ବ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟ୍ୱିଟ କରି ଲେଖିଛନ୍ତି ଯେ, ବିଶେଷ ଉତ୍ସବ ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ।…
Read More...

ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ ଘଟଣାର ସ୍ଥିତି ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଆସାମ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଆସାମର ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୱାଲ ଏବଂ ମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସହ ଆସାମର ବାଗଜାନ ଠାରେ ତୈଳକୂପ ଅଗ୍ନିକାଣ୍ଡ ଘଟଣାର ବର୍ତମାନ ସ୍ଥିତି ଉପରେ…
Read More...

ଭୁବନେଶ୍ୱର ଫେରିଲେ ବିଜୟ ମହାନ୍ତି

ଭୁବନେଶ୍ୱର: ଏବେ ଅସୁସ୍ଥ ଥିବା ଓଡ଼ିଆ ସିନେ ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି  କିଛି ସମୟ ପୂର୍ବରୁ ଭୁବନେଶ୍ୱରରେ ପହଞ୍ଚିଥିବାର ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି…
Read More...

ଗଞ୍ଜାମର ୩ କରୋନା ଯୋଦ୍ଧା ହେଲେ କରୋନାର ଶିକାର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ପୁଣି ତିନିଜଣ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ଜଣେ ଶେରଗଡ଼ର ଏବଂ ଅନ୍ୟ ଦୁଇଜଣ ଚିକିଟି ବ୍ଲକର ବୋଲି ଜଣାଯାଇଛି। ଆଜି ଏନେଇ ଗଞ୍ଜାମ ଜିଲ୍ଲାପାଳ ଟୁଇଟ୍ କରି…
Read More...

ଆଜି ପହିଲି ରଜ

ଭୁବନେଶ୍ୱର: ଓଡ଼ିଶାର ଲୋକପ୍ରିୟ ପର୍ବ ‘ପହିଲି ରଜ’ ଆଜି ପାଳନ ହେଉଛି । ସାମାଜିକ, ସାଂସ୍କୃତିକ, ଧାର୍ମିକ ଦୃଷ୍ଟିକୋଣରୁ ଏହି ପର୍ବର ଗୁରୁତ୍ୱ ରହିଛି । କିନ୍ତୁ ଦୁଃଖର କଥା ହେଲା ଯେ, ଚଳିତ ବର୍ଷ ମହାମାରୀ କରୋନା ଭାଇରସ…
Read More...

କଳାହାଣ୍ଡିରେ ପୁଣି ୧୬ କରୋନା ପଜିଟିଭ୍ ଚିହ୍ନଟ

କଳାହାଣ୍ଡି: କଳାହାଣ୍ଡିରେ ପୁଣି ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫ ଜଣ ବାହାର ରାଜ୍ୟ ଓ ଦେଶରୁ ଫେରିଥିବା ବେଳେ ଜଣେ ସ୍ଥାନୀୟ ବ୍ୟକ୍ତି ମଧ୍ୟ ସଂକ୍ରମିତ ହୋଇଛନ୍ତି ।ଶନିବାର ସନ୍ଧ୍ୟାରେ…
Read More...

ଅନୁଗୁଳ ଆଲୁମିନିୟମ ପାର୍କ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଭିଡିଓ କନଫରେନ୍ସିଂ ଯୋଗେ ଓଡିଶା ସରକାରର ବରିଷ୍ଠ ଅଧିକାରୀଙ୍କ ସହ ଇଡକୋର ସିଏମଡି, ଇପିକୋଲର ପ୍ରତିନିଧି ମଣ୍ଡଳି ଓ ନାଲକୋର ସିଏମଡିଙ୍କ ସହ ଅନୁଗୁଳ…
Read More...