Browsing Category
Odisha
ଆରମ୍ଭ ହେଲା ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ କାମ
ଆରମ୍ଭ ହେଲା ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ କାମ । ବାରଙ୍ଗ ରତାଗଡ଼ରେ ମେଟ୍ରୋ ଡିପୋ କାମ ଆରମ୍ଭ ହୋଇଛି । ଦିଲ୍ଲା ମେଟ୍ରୋ ରେଳ କର୍ପୋରସେନ ପକ୍ଷରୁ ଏହାର ନିର୍ମାଣ କାମ ଆରମ୍ଭ ହୋଇଛି । ପ୍ରାଥମିକ ପର୍ଯ୍ୟାୟରେ…
Read More...
Read More...
ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ
ଏପ୍ରିଲ ୨ ତାରିଖରୁ ହେବ ସକାଳୁଆ ସ୍କୁଲ । ବଢ଼ୁଥିବା ଖରାକୁ ଦୃଷ୍ଟିରେ ରଖି ସରକାର ଏପରି ନିର୍ଦ୍ଦେଶ ଦେଇଛନ୍ତି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏ ସବୁ ସ୍କୁଲ ହେବ ସକାଳୁଆ । ସକାଳ ୭ଟାରୁ ପୂର୍ବାହ୍ନ ୧୧ ଟା ୩୦ ଯାଏ ସ୍କୁଲ…
Read More...
Read More...
ଡ଼କ୍ଟର ଦେବ୍ ମହାନ୍ତି ପବ୍ଲିକ ସ୍କୁଲର ଦଶମ ବାର୍ଷିକ ଉତ୍ସବ
ସାଲେପୁର(ବ୍ୟୁରୋ) : କଟକ ଜିଲ୍ଲା ଖଣ୍ଡାସାହି ସ୍ଥିତ ଡ଼କ୍ଟର ଦେବ୍ ମହାନ୍ତି ପବ୍ଲିକ ସ୍କୁଲ ଦଶମ ବାର୍ଷିକ ଉତ୍ସବରାଇଜିଙ୍ଗ ଷ୍ଟାର ଅନୁଷ୍ଠିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡକ୍ଟର ନୀଳ ମାଧବ ଜେନା,…
Read More...
Read More...
ସମ୍ ହସ୍ପିଟାଲ୍ରେ ଯକ୍ଷ୍ମା ରୋଗ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର(ବ୍ୟୁରୋ): ଯକ୍ଷ୍ମା ଅର୍ଥାତ ଟ୍ୟୁବରକ୍ୟୁଲୋସିସ୍ ସମ୍ପୂର୍ଣ୍ଣ ଆରୋଗ୍ୟସାଧ୍ୟ ଓ ଉପଯୁକ୍ତ ଚିକିତ୍ସା ଦ୍ୱାରା ରୋଗୀ ସୁସ୍ଥ ହୋଇପାରିବ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି । ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍…
Read More...
Read More...
ଏସବିଆଇ ଗ୍ରାହକଙ୍କୁ ଝଟକା; ଡେବିଟ୍ କାର୍ଡରେ ମେଣ୍ଟନାନ୍ସ ଚାର୍ଜ ବଢ଼ାଇଲା ବ୍ୟାଙ୍କ
ଏସବିଆଇ ଗ୍ରାହକଙ୍କୁ ବଡ଼ ଝଟକା। ଡେବିଟ୍ କାର୍ଡରେ ମେଣ୍ଟନାନ୍ସ ଚାର୍ଜ ତଥା ରକ୍ଷଣାବେକ୍ଷଣ ଦେୟ ବୃଦ୍ଧି କରିବାକୁ ବ୍ୟାଙ୍କ ଘୋଷଣା କରିଛି । ଏସବିଆଇ ୱେବସାଇଟ୍ ଅନୁଯାୟୀ, କ୍ଲାସିକ୍, ସିଲଭର, ଗ୍ଲୋବାଲ୍, କଣ୍ଟାକ୍ଟଲେସ୍…
Read More...
Read More...
ମହାପ୍ରଭୁଙ୍କୁ ଦର୍ଶନ କଲେ ବଲିଉଡ୍ ଅଭିନେତ୍ରୀ ମିନାକ୍ଷୀ
ପୁରୀରେ ବଲିଉଡ୍ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ମିନାକ୍ଷୀ ଶେଷାଦ୍ରି । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ୩୦ ବର୍ଷ ତଳେ ଶ୍ରୀମନ୍ଦିର ଆସିଥିଲି । ସେତେବେଳର ପୁରୀ ଆଉ ଏବେର ପୁରୀ ଭିତରେ ବହୁତ ତଫାତ୍…
Read More...
Read More...
ପୋଲିସ୍-ମାଓବାଦୀ ଗୁଳି ବିନିମୟ; ୬ ମାଓବାଦୀ ନିହତ
ପୋଲିସ୍- ମାଓବାଦୀ ଗୁଳି ବିନିମୟରେ ୬ ମାଓବାଦୀ ନିହତ । ମାଲକାନଗିରି ସୀମାନ୍ତ ଛତିଗଡର ବିଜାପୁର ଜିଲ୍ଲା ବାସାଗୁଡା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ । ପୋଲିସ୍ ଏନକାଉଣ୍ଟରରେ ୬ ମାଓବାଦୀ ନିହତ ହୋଇଛନ୍ତି । ମୃତକଙ୍କ…
Read More...
Read More...
ମା’ ସମଲେଇଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶା ଲୋକସଭା ନିର୍ବାଚନ ପାଇଁ ବିଜେପି ତାହାର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ସମ୍ବଲପୁର ଲୋକସଭା ଆସନ ପାଇଁ ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ହେବା ନେଇ ବିଜେପି ପକ୍ଷରୁ ତାଲିକା ମଧ୍ୟ ପ୍ରକାଶ ପାଇଛି । ଏହାପରେ…
Read More...
Read More...
୨୦୨୪ରୁ ୨୦୩୪ ଓଡିଶାର ଯୁବକଙ୍କ ପାଇଁ ସୁବର୍ଣ୍ଣ ସମୟ
ଭୁବନେଶ୍ୱର(ବ୍ୟୁରୋ): ରାଜ୍ୟର ପ୍ରାୟ ୭୦୦୦ ହାଇସ୍କୁଲକୁ ୫-ଟି ହାଇସ୍କୁଲରେ ରୂପାନ୍ତରିତ କରାଯାଇଛି । ସେହିଭଳି ଅଧିକାଂଶ କଲେଜର ରୂପାନ୍ତରଣ ମଧ୍ୟ ହୋଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ…
Read More...
Read More...
ପ୍ରାର୍ଥୀ ଘୋଷଣା ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ୨ ବିଜେପି ସାଂସଦ
ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଭାବେ ନାମ ଘୋଷଣା ହେବା ପରେ ପୁରୀ ଯାଇ ସପରିବାର ସହିତ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ସହିତ ପୁରୀ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ମଧ୍ୟ…
Read More...
Read More...
ହୋଲିକୁ ନେଇ କମିସନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ହୋଲିକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ କମିସନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଅମାନିଆଙ୍କୁ ଜଗିବା ପାଇଁ ୩୧ଟି ସ୍ଥାନରେ ମୁତୟନ ହେବେ ପୋଲିସ ଓ ଷ୍ଟ୍ରାଇକିଂ ଫୋର୍ସ ।ରାଜଧାନୀର ୪ଟି ଗାଧୁଆ…
Read More...
Read More...
ନିଲମ୍ବିତ ହେଲେ ସହିଦ ନଗର ଥାନା ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ
ଲାଂଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଭୁବନେଶ୍ୱରର ସହିଦ ନଗର ଥାନା ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନଙ୍କୁ ନିଲମ୍ବନ କରିଛନ୍ତି ପୁଲିସ କମିଶନର। ଜଣେ ବ୍ୟକ୍ତିଙ୍କଠାରୁ ଜବତ ହୋଇଥିବା ଡ୍ରାଇଭିଂ ଲାଇସେନ୍ସ (DL)କୁ…
Read More...
Read More...
ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର(ବ୍ୟୁରୋ):କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି । ଶ୍ରୀ ପ୍ରଧାନ…
Read More...
Read More...
ଦାମୋଦର ରାଉତଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଆଉ ନାହାନ୍ତି ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ଆଜି ସକାଳ ୫ଟା ୨୩ ମିନିଟରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଶଙ୍ଖ ଭବନରେ ରହିଛି ଦାମୋଦର ରାଉତଙ୍କ ପାର୍ଥୀବ…
Read More...
Read More...
