Browsing Category

Odisha

ପ୍ରଧାନମନ୍ତ୍ରୀଙ୍କ ଘୋଷଣାର ୨୪ ଘଂଟା ନ ପୂରଣୁ ଓଡ଼ିଶାକୁ ମିଳିଲା ୫୦୦ କୋଟି ଅମ୍ଫାନ୍ ସହାୟତା

ଭୁବନେଶ୍ୱର: ମହାବାତ୍ୟା ଅମ୍ଫାନ କ୍ଷତର ଗଭୀରତା ମାପିବା ପରେ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଓଡ଼ିଶା ପାଇଁ ଅଗ୍ରିମ ୫୦୦ କୋଟିର ସହାୟତା ଘୋଷଣା କରିଥିଲେ। ତେବେ ଘୋଷଣାର ୨୪ ଘଂଟା ନ ପୂରଣୁ ଏହି ଅର୍ଥ ରାଜ୍ୟ…
Read More...

ମହାବାତ୍ୟା ‘ଅମ୍ଫାନ’ ରେ ୧ ଲକ୍ଷ ହେକ୍ଟର ଜମିରେ ଚାଷ କ୍ଷତିଗ୍ରସ୍ତ ହୋଇଛି

ଭୁବନେଶ୍ୱର: ସାମୁଦ୍ରକ ଝଡ଼ ବାତ୍ୟା ‘ଅମ୍ଫାନ’ ଯୋଗୁଁ ଉପକୂଳବର୍ତୀ ଓଡ଼ିଶାର ୧୦ଟି ଜିଲ୍ଲା ପ୍ରଭାବିତ ହୋଇଛି । ବାତ୍ୟା ଯୋଗୁଁ କୃଷିକାର୍ଯ୍ୟ ଅଧିକ ପ୍ରଭାବିତ ହୋଇଛି । ମୋଟ ୧ ଲକ୍ଷ ହେକ୍ଟର ଜମିରେ ଚାଷ କ୍ଷତିଗ୍ରସ୍ତ…
Read More...

ବିବାହ ପାଇଁ ମିଥ୍ୟା ପ୍ରତିଶ୍ରୁତି ଦେଇ ଦୈହିକ ସମ୍ପର୍କ ରଖିବା ଅର୍ଥ ଦୁଷ୍କର୍ମ ନୁହେଁ

କଟକ: ବିବାହ କରିବାକୁ ମିଥ୍ୟା ପ୍ରତିଶ୍ରୁତି ଦେଇ ଦୈହିକ ସମ୍ପର୍କ ରଖିବା ଅର୍ଥ ଦୁଷ୍କର୍ମ ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ରାୟ ଦେଇଛନ୍ତି। ନିମ୍ନ ଅଦାଲତଙ୍କ ଦ୍ୱାରା ଜଣେ ଦୁଷ୍କର୍ମ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ…
Read More...

ଥାନାରେ ଯୁବକଙ୍କୁ ମାଡ ମାରିବା ଘଟଣା: ନିଲମ୍ବିତ ହେଲେ ଆଇଆଇସି

ଭୁବନେଶ୍ୱର: ପୁଲିସ ଅଧିକାରୀଙ୍କୁ ମହଙ୍ଗା ପଡିଲା ମାଡ । ଥାନାରେ ଆଇଆଇସିଙ୍କ ଥାର୍ଡ ଡିଗ୍ରୀ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ପୁଲିସ ମହାନିର୍ଦେଶକ ଅଭୟ କୁମାର । ସଂପୃକ୍ତ କେନ୍ଦୁଝର ଜିଲ୍ଲା ପାଟଣା ଥାନାର ଆଇଆଇସି…
Read More...

ସ୍ନାନ ପୂର୍ଣ୍ଣିମା ଆଗରୁ ଗରାବଡୁ ସେବାୟତଙ୍କର ହେବ କରୋନା ଟେଷ୍ଟ

ଭୁବନେଶ୍ୱର : ଶ୍ରୀଜିଉଙ୍କ ସ୍ନାନ ପୂର୍ଣ୍ଣିମାରେ ନିୟୋଜିତ ହେବାକୁ ଥିବା ସବୁ ସେବାୟତଙ୍କର କରୋନା ପରୀକ୍ଷା କରାଯିବ । ସ୍ନାନ ପୂର୍ଣ୍ଣିମା ଆଗରୁ ଗରାବଡୁ ସେବାୟତଙ୍କର କରୋନା ଟେଷ୍ଟ ହେବ । ଆସନ୍ତା ୨୯ ଓ ୩୦ ତାରିଖରେ ସବୁ…
Read More...

ଆସନ୍ତାକାଲି ଠାରୁ ଅନଲାଇନରେ ମିଳିବ ମଦ

ଭୁବନେଶ୍ୱର: ଅନଲାଇନରେ ମିଳିବ ମଦ । କାଲି ଠାରୁ ରାଜ୍ୟରେ ଅନଲାଇନରେ ମଦ ମିଳିବ । ଆସନ୍ତାକାଲି ଠାରୁ ମଦର ହୋମ୍ ଡେଲିଭରି ନେଇ ରାଜ୍ୟ ସରକାରଙ୍କ ଅନୁମତି । ୨୪ ମେ ଅର୍ଥାତ ଆସନ୍ତାକାଲିରୁ ଏହି ନିୟମ କାର୍ଯ୍ୟକାରୀ ହେବ ।…
Read More...

ମେ’୨୫ରୁ ଝାରସୁଗଡ଼ାରୁ ଉଡ଼ିବ ବିମାନ

ଝାରସୁଗୁଡ଼ା : କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରାୟ ୨ ମାସ ପର୍ଯ୍ୟନ୍ତ ବନ୍ଦ ଥିବା ବିମାନ ସେବା ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପୁଣି ପ୍ରସଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ମହାବାତ୍ୟା ‘ଅମ୍ଫାନ’ ପ୍ରଭାବିତ ଅଂଚଳ ପରିଦର୍ଶନ ଏବଂ କ୍ଷୟକ୍ଷତିର ଆକଳନ ନିମନ୍ତେ ମାତ୍ର ୩ ଘଣ୍ଟା ଲାଗି ଓଡିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…
Read More...

ପ୍ରଧାନମନ୍ତ୍ରୀଙ୍କ ଅଗ୍ରୀମ ୫୦୦ କୋଟି ସହାୟତା ଅର୍ଥ ରାଜ୍ୟରେ ରିଲିଫ୍ ଓ ପୁନଃଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବ :…

ଭୁବନେଶ୍ୱର :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡିଶା ଗସ୍ତରେ ଆସି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସହ ଆକାଶମାର୍ଗରୁ ବାତ୍ୟା ଅମ୍ଫନ…
Read More...

ସମ୍ କୋଭିଡ ହସ୍ପିଟାଲ୍ ଡାକ୍ତରଙ୍କ ସଫଳତା : କରୋନା ଓ ଅନ୍ୟ ଦୁଃସାଧ୍ୟ ରୋଗରୁ ସୁସ୍ଥ ହେଲେ ମହିଳା

ଭୁବନେଶ୍ୱର: କରୋନା ମୁକ୍ତ ହେଲେ, ଦୁଃସାଧ୍ୟ ବ୍ୟାଧିରୁ ବି ସୁସ୍ଥ ହୋଇ ଘରକୁ ଫେରିଲେ । ସମ୍ କୋଭିଡ ହସ୍ପିଟାଲର ଡାକ୍ତରମାନଙ୍କ ନିରବଚ୍ଛିନ୍ନ ସେବା ଓ ଆପ୍ରାଣ ଉଦ୍ୟମ ଫଳରେ ନୂଆ ଜୀବନ ପାଇଛନ୍ତି କରୋନା ତଥା ଏକ ବିରଳ ରୋଗର…
Read More...

ସଫଳ କୃଷକର କାହାଣୀ: ଚାଷ କରିବାର ନିଶାରେ ଛାଡିଲେ ଇଞ୍ଜିନିୟରିଂ ଚାକିରୀ

ବରଗଡ଼: ପିଲାଟି ଦିନରୁ ତାଙ୍କର ଚାଷ ପ୍ରତି ଥିଲା ଅହେତୁକ ଆଗ୍ରହ। ହେଲେ ଇଞ୍ଜିନିୟରିଂ ପାଠ ପଢ଼ି ସେ ଟେଲିକମ୍‌ ବିଭାଗରେ ପାଇଲେ ଚାକିରି। କିନ୍ତୁ କେଜାଣି କାହିଁକି ପୁଣି ଚାଷକୁ ନେଇ ତାଙ୍କର ସ୍ୱପ୍ନ ବଢ଼ିଗଲା। ୧୫ ବର୍ଷର…
Read More...

ଆକାଶ ମାର୍ଗରୁ ଥାଇ ବାତ୍ୟା ‘ଅମ୍ଫାନ’ କ୍ଷୟକ୍ଷତି ଅଂଚଳ ଅନୁଧ୍ୟାନ କରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନରେ ବାତ୍ୟା ‘ଅମ୍ଫାନ’ ଦ୍ୱାରା କ୍ଷତିଗ୍ରସ୍ତ ହେଇଥିବା ଓଡ଼ିଶାର ବିଭିନ୍ନ ଅଂଚଳ ଆକାଶ ମାର୍ଗରୁ ଥାଇ ଅନୁଧ୍ୟାନ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଅପରାହ୍ନରେ…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ଟୁଇଟ୍ କଲେ ରାଷ୍ଟ୍ରପତି

ଭୁବନେଶ୍ୱର : ମେ ୨୦ ତାରିଖରେ ଓଡିଶା ଓ ପଶ୍ଚିମବଙ୍ଗରେ ବାତ୍ୟା ‘ଅମ୍ଫାନ’ ତାଣ୍ଡବ ରଚିବା ପରେ ଅନେକଙ୍କ ଜୀବନହାନି ଘଟିବା ସହ ଅନେକ ଧନସମ୍ପତ୍ତି ନଷ୍ଟ ହୋଇଛି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ପରର ସ୍ଥିତି…
Read More...

ଓଡିଶାରେ ପହଂଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର:  ଓଡିଶାରେ ପହଂଚିଲେ ପ୍ରଧାନମନ୍ତ୍ରୀ ମୋଦି । ବାତ୍ୟା କ୍ଷୟକ୍ଷତି ନେଇ ସମୀକ୍ଷା କରିବାକୁ ଓଡିଶାରେ ପହଂଚିଲେ ମୋଦି । ଆକାଶରୁ ଦେଖିବେ ସ୍ଥିତି । ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବାକୁ ରାଜ୍ୟପାଳ ଓ…
Read More...