Browsing Category

Odisha

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି; ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ

-ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀ -ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି
Read More...

ସୁବର୍ଣ୍ଣପୁରର ବୀରମହାରାଜପୁରକୁ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର (ବ୍ୟୁରୋ):ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁର ରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଗତକାଲି ୩୪ଟି…
Read More...

ପୁଣିଥରେ ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ ଅଭିଯୋଗ

ପୁଣିଥରେ ମାଟ୍ରିକ୍ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ଅଭିଯୋଗ। କେନ୍ଦୁଝରରେ ଆଜି ଗଣିତ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ସୋସିଆଲ ମିଡିଆରେ ଘୁରିବୁଲୁଛି ପ୍ରଶ୍ନପତ୍ର ଓ…
Read More...

ମନ କି ବାତ କାର୍ଯ୍ୟକ୍ରମରେ ଓଡ଼ିଆ ଦମ୍ପତିଙ୍କ ପ୍ରଶଂସାରେ ମୋଦି

ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁହଁରେ ଓଡ଼ିଆ ଦମ୍ପତିଙ୍କ ପ୍ରଶଂସା । ମନ କି ବାତ କାର୍ଯ୍ୟକ୍ରମରେ କଳାହାଣ୍ଡିର ଜୟନ୍ତୀ ମହାପାତ୍ର ଓ ସ୍ବାମୀ ବୀରେନ ସାହୁଙ୍କୁ ପ୍ରଶଂସା କରିଛନ୍ତି ମୋଦି । ଛେଳି ଫାର୍ମ କରି ଉଦାହରଣ ସୃଷ୍ଟି…
Read More...

ଆସନ୍ତା ୨୮ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୨୮ ଅର୍ଥାତ୍ ବିଧବାର ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଚାଲିଛି ଜୋରସୋରରେ ପ୍ରସ୍ତୁତି । ଅପରାହ୍ନ ୪ଟା ୪୫ରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜର ଦାଣ୍ଡବୋଷ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ରାଜ୍ୟର ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଗଲା

ଭୁବନେଶ୍ବର(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚ ଟି ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା…
Read More...

ପୂରୀ ରଥଯାତ୍ରା ପରିଚାଳନାର ସଫଳ ବିନ୍ଧାଣୀ

ଭୁବନେଶ୍ୱର : ଓଡିଶା ପୋଲିସର ଦକ୍ଷ ରଣନୀତି ତଥା ଦୂରଦୃଷ୍ଟି ଯୋଗୁଁ ଚଳିତବର୍ଷର ପୂରୀ ବିଶ୍ବ ପ୍ରସିଦ୍ଦ ଘୋଷଯାତ୍ରା ବେଶ ସୁରୁଖୁରୁରେ ସମ୍ପଣ୍ନ ହୋଇଯାଇଛି।ପ୍ରାୟ ୨୫ ରୁ ୩୦ଲକ୍ଷ ଲୋକକୁଂ ନେଇ ଅନୁଷ୍ଠିତ ଏହି ଯାତ୍ରାରେ…
Read More...

ସମ୍ବିଧାନରେ କେବେ ସ୍ଥାନ ପାଇବ ହୋ, ମୁଣ୍ଡାରୀ ଓ ଭୂମିଜ ଭାଷା: ବିଜେଡି

ଭୁବନେଶ୍ୱର : ଆମ ଆଦିବାସୀ ଭାଇ ଓ ଭଉଣୀମାନଙ୍କ ଦ୍ୱାରା କଥିତ ଭାଷା ଭାରତ ପାଇଁ ମୂଲ୍ୟବାନ । ଆଦିବାସୀମାନଙ୍କ ପରିଚୟ ପାଇଁ ଭାଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏଭଳି ସ୍ଥିତିରେ ରାଜ୍ୟର ତିନୋଟି ପ୍ରମୁଖ ଆଦିବାସୀ ଭାଷା ହୋ,…
Read More...

ବର୍ଷକରେ ସୋଆ ଅର୍ବାନ୍ ଭେଟେରିନାରୀ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ୫୦୦୦ ରୁ ଊର୍ଦ୍ଧ୍ୱ ପଶୁପକ୍ଷୀ 

ଭୁବନେଶ୍ୱର, ମେ ୫: ଗୋଟିଏ ବର୍ଷ ତଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆରମ୍ଭ ହୋଇଥିବା ସହରାଂଚଳ ପଶୁ ଚିକିତ୍ସାଳୟ (ଅର୍ବାନ୍ ଭେଟେରିନାରୀ ହସ୍ପିଟାଲ୍‌)ରେ ବର୍ଷକ ମଧ୍ୟରେ ପ୍ରାୟ ୫୫୨୭ ପଶୁପକ୍ଷୀଙ୍କର ବିଭିନ୍ନ ରୋଗର…
Read More...

ସୋଆରେ ଆରମ୍ଭ ହେଲା ଜାତୀୟ କିକ୍‌ବକ୍ସିଂ ଚାମ୍ପିଅନ୍‌ସିପ୍‌

ଭୁବନେଶ୍ୱର : ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରରେ ୨୭ ତମ ଇଣ୍ଡିଆନ ଆସୋସିଏସନ୍ ଅଫ୍ କିକ୍‌ବକ୍ସିଂ ଅରଗାନାଇଜେସନ୍ସ (ଆଇଏକେଓ) ଜାତୀୟ କିକ୍‌ବକ୍ସିଂ ଚାମ୍ପିଅନ୍‌ସିପ୍ ୨୦୨୨ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି ।…
Read More...

ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି,ନଭେମ୍ବର ୩ରେ ଭୋଟ

ଭୁବନେଶ୍ୱର  :  ଭାରତ ନିର୍ବାଚନ ଆୟୋଗ ଖାଲି ପଡ଼ିଥିବା ଧାମନଗର ବିଧାନସଭା ଆସନ ନିମନ୍ତେ ଉପନିର୍ବାଚନ ପାଇଁ October 3 ତାରିଖରେ ଜାରି ବିଜ୍ଞପ୍ତି ଅନୁସାରେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁଶୀଲ କୁମାର ଲୋହାନୀ ଏକ…
Read More...

ବିରଳ ବନ୍ୟପ୍ରାଣୀ ଓ ସେମାନଙ୍କ ଆବାସସ୍ଥଳୀର ସୁରକ୍ଷା ଓ ଅଭିବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର : ଆଜି ଜୟଦେବ ଭବନଠାରେ ରାଜ୍ୟସ୍ତରୀୟ ୬୮ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ କହିଥିଲେ…
Read More...

ଜଳ ସମ୍ପଦ ବିଭ।ଗର ବିଭିନ୍ନ ପ୍ରକଳ୍ପ କ।ର୍ଯ୍ୟ ଅଗ୍ରଗତି ସମୀକ୍ଷ।

ଭୁବନେଶ୍ୱର  :  ର।ଜ୍ୟ ଜଳ ସଂପଦ ବିଭ।ଗ, ଅତିରିକ୍ତ ମୁଖ୍ୟ ଶ।ସନ ସଚିବ ଶ୍ରୀମତୀ ଅନୁ ଗର୍ଗ ର।ଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କ।ର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷ। କରିଛନ୍ତି । ଗୁରୁବ।ର ଆଭ।ସୀ ବୈଠକ ମ।ଧ୍ୟମରେ…
Read More...

ଅପର ଏଆର୍ ଟ୍ରଫ୍ ଫଳରେ ଓଡ଼ିଶାରେ ଅକ୍ଟୋବର ୧୨ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା: ସିଇସି

ଭୁବନେଶ୍ୱର : ଉତର ଭାରତ ଉପରେ ଏକ ଅପର ଏଆର ଟ୍ରଫ୍ ରହିଥିବା ଫଳରେ ଓଡ଼ିଶାରେ ଆସନ୍ତା ଅକ୍ଟୋବର ୧୨ ତାରିଖ ପର୍ଯ୍ୟନ୍ତ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)…
Read More...