Browsing Category

Odisha

ଭୁବନେଶ୍ୱର ଓ ୟୁଏଇ ସ୍ଥିତ ରାସ୍-ଅଲ୍-ଖଇମା ସହର ମଧ୍ୟରେ ସିଧାସଳଖ ବିମାନ ସେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଭୁବନେଶ୍ୱର: ଭୁବନେଶ୍ୱର ଓ ୟୁଏଇ ସ୍ଥିତ ରାସ୍-ଅଲ୍-ଖଇମା ସହର ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ…
Read More...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ରାଜ୍ୟ ସମବାୟ ବ୍ୟାଙ୍କ ଦେଲେ ୫କୋଟି ଟଙ୍କା

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ଫନି କ୍ଷତିଗ୍ରସ୍ତ ଅଂଚଳର ପୁନରୁଦ୍ଧାର କାର୍ଯ୍ୟରେ ସହାୟତା ପାଇଁ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ୫କୋଟି ଟଙ୍କାର ଚେକ୍ ପ୍ରଦାନ କରାଯାଇଛି । ସମବାୟ ମନ୍ତ୍ରୀ…
Read More...

ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଲିନୀ ପଣ୍ଡିତଙ୍କୁ ତାଲା ପକାଇଲେ ପୁରୀ ହସ୍‌ପିଟାଲର ଠିକା କର୍ମଚାରୀ

ପୁରୀ: ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା (ଏନ୍‌ଏଚ୍‌ଏମ୍‌) ଶାଲିନୀ ପଣ୍ଡିତଙ୍କୁ ବୁଧବାର ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କର୍ମଚାରୀମାନେ ତାଲା ପକାଇଛନ୍ତି। ସୂଚନା ଅନୁସାରେ ଠିକାଭିତ୍ତିକ ହସ୍‌ପିଟାଲ କର୍ମଚାରୀ…
Read More...

୩୭୦ ପଞ୍ଚାୟତରେ ହାଇସ୍କୁଲ ନାହିଁ : ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ୩୭୦ଟି ଗ୍ରାମ ପଞ୍ଚାୟତରେ ହାଇସ୍କୁଲ ନାହିଁ । ବିଧାନସଭାରେ ଉପରୋକ୍ତ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।ରାଜ୍ୟରେ କେତୋଟି ଗ୍ରାମ ପଞ୍ଚାୟତରେ…
Read More...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଏରାମ ଠାକୁର ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଭେଟିଛନ୍ତି। ଉଭୟେ ହିମାଚଳ ପ୍ରଦେଶର ବିକାଶ ପାଇଁ ତୈଳ ଏବଂ…
Read More...

ପ୍ରତ୍ୟାହାର ହେବନି ଟୋକନ୍ ବ୍ୟବସ୍ଥା: ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ଟୋକନ୍ ବ୍ୟବସ୍ଥା ଉଚ୍ଛେଦ ଦାବିରେ ଚାଷୀଙ୍କ ମଧ୍ୟରେ ଉତ୍ତେଜନା ବଢ଼ି ଚାଲିଥିବାବେଳେ ଏହା କୌଣସିମତେ ପ୍ରତ୍ୟାହାର ହେବନି ବୋଲି ଆଜି ପୁଣି କହିଛନ୍ତି ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ…
Read More...

ବଢ଼ିଛି ଖାଦ୍ୟ ସାମଗ୍ରୀର ଦର

ଭୁବନେଶ୍ୱର: ରାଜ୍ୟରେ ଗତ କିଛି ବର୍ଷ ହେବ ଅତ୍ୟାବଶକ ଖାଦ୍ୟ ସାମଗ୍ରୀର ଦର ବଢ଼ିଛି । ଦର ବୃଦ୍ଧିକୁ ଆଜି ଗୃହରେ ସ୍ୱୀକାର କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ନିତ୍ୟ…
Read More...

ଗ୍ରାହକଙ୍କୁ ଠକୁଛନ୍ତି ସୁନା ଦୋକାନୀ: ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର: ରାଜ୍ୟରେ ସୁନା ଦୋକାନୀ କରୁଛନ୍ତି ହେରଫେର । ବିଧାନସଭା ପ୍ରଶ୍ନକାଳରେ ଏ ନେଇ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ମନ୍ତ୍ରୀ କହିଛନ୍ତି, କଟକ ଓ ବାଲେଶ୍ୱରରେ ସର୍ବାଧିକ ସୁନା…
Read More...

୧ରୁ ଟ୍ରାଫିକ ନିୟମ କଡ଼ାକଡ଼ି; ଆରଟିଓ ଅଫିସରେ ଗାଡ଼ି ଚାଳକଙ୍କ ଭିଡ଼

ଭୁବନେଶ୍ୱର : ଡିସେମ୍ବର ୧ ତାରିଖରୁ ପୁଣି ଆରଟିଓ ନିୟମ କଡାକଡ଼ି କରାଯିବ। ଏହି ଖବର ପ୍ରଚାରିତ ହେବା ପରଠୁ  ଛାନିଆ ହୋଇ ପଡ଼ିଲେଣି ଗାଡ଼ି ଚାଳକ। କିଛି ଦିନର ବ୍ୟବଧାନ ପରେ ପୁଣି ଭୁବନେଶ୍ୱରର ୨ଟି ଯାକ ଆରଟିଓ ଅଫିସ…
Read More...

ଆଜିଠୁ ୨ଦିନିଆ ବଲାଙ୍ଗୀର ବନ୍ଦ ପାଳନ

ବଲାଙ୍ଗୀର:୩ ଦଫା ଦାବୀ ନେଇ ଆଜି ଓ କାଲି ବଲାଙ୍ଗିର ଆକ୍ସନ କମିଟି ପକ୍ଷରୁ ଦୁଇ ଦିନିଆ ବଲାଙ୍ଗିର ବନ୍ଦ ପାଳନ କରାଯାଉଛି । ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା , ଲୋୟର ସୁକତେଲ କାମ ଆରମ୍ଭ ଓ ବାଇପାସ୍ ରାସ୍ତା ନିର୍ମାଣ…
Read More...

ଗାଁକୁ ଫେରିଯିବ ଜଗା, କାଳିଆ ବି ଡିସଚାର୍ଜ ହେବ

କଟକ: ଜଗା ଫେରିଯିବ ଗାଁକୁ। କନ୍ଧମାଳର ଫିରିଙ୍ଗିଆରେ ଥିବା ତାର ଗାଁକୁ ନେଇଯିବା ପାଇଁ ଯୋଜନା କରିଛନ୍ତି ତାଙ୍କ ପରିବାର। ଏନେଇ ଏସ୍‌ସିବି ଅଧୀକ୍ଷକଙ୍କୁ ଭେଟି ଲିଖିତ ଭାବେ ଜଣାଇଛନ୍ତି ଜଗାର ମା ପୁଷ୍ପାଞ୍ଜଳି କହଁର।…
Read More...

ଆଜି ସରିବ କଟକ ବାଲିଯାତ୍ରା

କଟକ: କଟକର ଐତିହାସିକ ବାଲିଯାତ୍ରା ଆଜି ୮ ଦିନ ଅତିକ୍ରାନ୍ତ କରିଛି। ୮ମ ସଂଧ୍ୟାରେ ବଲିଉଡର ଲୋକପ୍ରିୟ କଣ୍ଠଶିଳ୍ପୀ କେ.କେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ନିଜ ସଂଗୀତର ଯାଦୁ ଦେଖାଇଛନ୍ତି। ବାଲିଯାତ୍ରା ପଡିଆରେ ଆଜି…
Read More...

ଆଜି ପ୍ରଥମାଷ୍ଟମୀ

ପୁରୀ:ଆଜି ପ୍ରଥମାଷ୍ଟମୀ । ଏହି ଅବସରରେ ଓଡ଼ିଆ ଘରର ବଡ଼ ପୁଅ କିମ୍ବା ଝିଅଙ୍କୁ ପୂଜାର୍ଚ୍ଚନା କରିବା ସହ ନୂଆ ବସ୍ତ୍ର ପିନ୍ଧିବାର ପରମ୍ପରା ରହିଛି। ଏଥିଲାଗି ଚଳଚଞ୍ଚଳ ହୋଇ ଉଠିଛି ଗାଁଠାରୁ ସହର। ଘରେ ଘରେ ହଳଦି ପତ୍ର…
Read More...

ଇମ୍ଫା ଓ ଏନ୍‌ଆଇଟି ମଧ୍ୟରେ ଚୁକ୍ତି

ଭୁବନେଶ୍ୱର: ଇଣ୍ଡିଆନ ମେଟାଲ୍ସ ଓ ଫେରୋ ଆଲଏଜ୍ ଲିମିଟେଡ୍ (ଇମ୍ଫା)ର ପ୍ରତିଷ୍ଠାତା ସ୍ୱର୍ଗତ ଡ. ବଂଶୀଧର ପଣ୍ଡାଙ୍କ ସ୍ମୃତିରେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍‌ସ୍ ଅଫ୍ ଟେକ୍ନୋଲୋଜି (ଏନ୍‌ଆଇଟି) ରାଉରକେଲାରେ ଏକ…
Read More...