Browsing Category

Odisha

କେନ୍ଦ୍ର ଖଣି ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀଙ୍କ NALCO ଗସ୍ତ

ଭୁବନେଶ୍ୱର : ମାନ୍ୟବର କେନ୍ଦ୍ର ସାଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି NALCO ଭବନ ଗସ୍ତ କରିଥିଲେ । ବାତ୍ୟା ଫନୀ ପରେ ନ୍ୟାସନାଲ୍ ଆଲୁମିନିୟମ୍ କମ୍ପାନୀ ଲିମିଟେଡ୍ (NALCO) ପକ୍ଷରୁ…
Read More...

ସକାଳୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରରେ ପହଞ୍ଚି ବାତ୍ୟା ଓ ବର୍ଷାର ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଶନିବାର ସକାଳୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସ୍ଥାନୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରରେ ପହଞ୍ଚି ପାଣିପାଗ କେନ୍ଦ୍ରର ମହା ନିର୍ଦେଶକଙ୍କ ସହ ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ର ସ୍ଥିତି ଓ ସେଥିଯୋଗୁଁ…
Read More...

ଅଯୋଧ୍ୟା ମାମଲା: ସୁପ୍ରିମ୍‌ କୋର୍ଟଙ୍କ ରାୟକୁ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟ୍‌

ଭୁବନେଶ୍ୱର: ଅଯୋଧ୍ୟାସ୍ଥିତ ରାମ ଜନ୍ମଭୂମୀ ଓ ବାବ୍ରି ମସ୍‌ଜିଦ୍‌ ଜମି ବିବାଦ ମାମଲା ଉପରେ ମାନ୍ୟବର ସୁପ୍ରିମ୍‌ କୋର୍ଟଙ୍କ ରାୟକୁ ସମସ୍ତେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ନିବେଦନ…
Read More...

କେନ୍ଦ୍ରାପଡ଼ାରେ ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ଘଟଣାରେ ଦୁଃଖ ପ୍ରକାଶ କଲେ ଅନୁଭବ

ଭୁବନେଶ୍ୱର: କେନ୍ଦ୍ରାପଡ଼ା‌ରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର ପ୍ରସଙ୍ଗକୁ ନେଇ ସୋସିଆଲ ମିଡିଆରେ ଦୁଃଖପ୍ରକାଶ କରିଛନ୍ତି କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି | ସେ କହିଛନ୍ତି ଯେ ଗଣମାଧ୍ୟମ ପ୍ରତି ମୋର…
Read More...

ଭୁବନେଶ୍ୱରରୁ ମୁମ୍ୱାଇ ଯାଉଥିବା ଏୟାର ଇଣ୍ଡିଆରେ ନିଆଁ

ଭୁବନେଶ୍ୱର : ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ନିଆଁ ଲାଗି ଯାଇଛି। ବିମାନର ବାମ ପାର୍ଶ୍ୱରେ ନିଆଁ ଲାଗିଥିଲା।  ଫଳରେ ବିମାନକୁ ଛତିଶଗଡ଼ର ରାୟପୁର ବିମାନ ବନ୍ଦରରେ ଜରୁରୀ ଅବତରଣ କରିବାକୁ…
Read More...

କେନ୍ଦ୍ରାପଡ଼ା ସାଂସଦ ଅନୁଭବଙ୍କ ନାଁରେ ମାମଲା ରୁଜୁ

କେନ୍ଦ୍ରାପଡ଼ା: ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ଦୁର୍ବ୍ୟବହାର ଘଟଣାରେ ଶୁକ୍ରବାର ପୁଲିସ ପକ୍ଷରୁ କେନ୍ଦ୍ରାପଡ଼ା ଥାନାରେ ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ମାମଲା…
Read More...

ହାଇକୋର୍ଟର ନୂତନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ବିଭୁ ପ୍ରସାଦ ରାଉତରାୟ

ଭୁବନେଶ୍ୱର:ଓଡ଼ିଶା ହାଇକୋର୍ଟରେ ଆଜି ଆଉ ଜଣେ ନୂଆ ବିଚାରପତି ଜଷ୍ଟିସ ବିଭୁ ପ୍ରସାଦ ରାଉତରାୟ ଶପଥ ନେଇଛନ୍ତି । ହାଇକୋର୍ଟର ମୁଖ୍ୟ ବିଚାରପତି କେ.ଏସ କାଭେରୀ ଜଷ୍ଟିସ ବିଭୁ ପ୍ରସାଦ ରାଉତରାୟଙ୍କୁ ଶପଥ ପାଠ କରାଇଛନ୍ତି ।…
Read More...

କ୍ରାଇମ ବ୍ରାଞ୍ଚ୍‌ର ୨୫ ଜଣ ସଫଳ ତଦନ୍ତକାରୀ ଅଧିକାରୀଙ୍କୁ ସମ୍ମାନିତ କଲେ ଡିଜିପି

ଭୁବନେଶ୍ୱର: ଓଡ଼ିଶା ପୁଲିସର  କ୍ରାଇମ୍‌ ବ୍ରାଞ୍ଚ୍‌ର ୨୫ ଜଣ ସଫଳ ତଦନ୍ତକାରୀଙ୍କୁ ଶୁକ୍ରବାର ଡିଜିପି ସମ୍ମାନିତ କରିଛନ୍ତି। ରାଜ୍ୟରେ ଅପରାଧ ହାର ହ୍ରାସ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଏହି…
Read More...

ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ; ୮୦୩୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଚିଠା ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୮୦୩୬ କୋଟିର ପ୍ରଥମ ଅତିରିକ୍ତ ଚିଠା ବଜେଟକୁ ଆଜି ମନ୍ତ୍ରିପରିଷଦର ମଞ୍ଜୁରୀ ମିଳିଛି। ଏହି ଅତିରିକ୍ତ ବଜେଟକୁ ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଥମ ଦିନ ଅର୍ଥାତ ନଭେମ୍ବର…
Read More...

ଆସୁଛି ସାମୁଦ୍ରିକ ବାତ୍ୟା ‘ବୁଲବୁଲ୍’ : ୪ଟି ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ସମୁଦ୍ରରେ ଶକ୍ତିଶାଳୀ ହେବାରେ ଲାଗିଛି ବୁଲବୁଲ | ଯଦିଓ ଏହା ଓଡିଶା ଉପକୂଳରେ ଲ୍ୟାଣ୍ଡଫଲ କରିବ ନାହିଁ  ତଥାପି ୪ଟି ଜିଲ୍ଲାକୁ ସତର୍କ ରହିବାକୁ କହିଛି ଆଞ୍ଚଳିକ ପାଣିପାଗ ବିଭାଗ | ଆଞ୍ଚଳିକ ପାଣିପାଗ ବିଭାଗ…
Read More...

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଏଥିରେ ଅତିରିକ୍ତ ବଜେଟ୍ ବ୍ୟୟ ବରାଦକୁ ମନ୍ତ୍ରୀ ପରିଷଦର ମଞ୍ଜୁରୀ ମିଳିବ।ଆସନ୍ତା ୧୩ରୁ ବିଧାନସଭାର ଶୀତକାଳୀନ…
Read More...

ବାତ୍ୟା ବୁଲବୁଲ ପ୍ରଭାବ: ଆଜି ଓ କାଲି ସ୍କୁଲ ଛୁଟି

ଭୁବନେଶ୍ୱର:ବାତ୍ୟା ବୁଲବୁଲ ପ୍ରଭାବରେ ଆଜି ଓ କାଲି ରାଜ୍ୟର ତିନୋଟି ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ । ପୁରୀ, କେନ୍ଦ୍ରାପଡା ଓ ଜଗତସିଂପୁର ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରଖିବା ପାଇଁ ସପୃକ୍ତ…
Read More...

ଆଜି ଯାଜପୁର ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କଲା ପ୍ରଶାସନ

ଭୁବନେଶ୍ୱର: ବାତ୍ୟା ‘ବୁଲ୍‌ବୁଲ୍‌’ ପାଇଁ ଆଜି ଯାଜପୁର ଜିଲ୍ଲାର ସମସ୍ତ ସ୍କୁଲକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି। ପୂର୍ବରୁ କେବଳ ଆସନ୍ତାକାଲି ପାଇଁ ଯାଜପୁର ଜିଲ୍ଲା ସମସ୍ତ ସ୍କୁଲ ଛୁଟି ଘୋଷଣା…
Read More...

ଓଡ଼ିଶା ସାଂସଦ ପ୍ରମିଳା ବିଶୋୟୀ ପାଇବେ ‘ଆର୍ଥ ହିରୋ ଆୱାର୍ଡ’

ନୂଆଦିଲ୍ଲୀ: ‌ମୟୂରମାନଙ୍କର ସୁରକ୍ଷା ଓ ସେମାନଙ୍କର ସଂରକ୍ଷଣ ଦିଗରେ କାର୍ଯ୍ୟ କରିବା ସହ  ନିଜର ‘ଜୀବନବ୍ୟାପି ସଫଳତା’ (ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ) ପାଇଁ ଓଡ଼ିଶାର ସାଂସଦ ପ୍ରମିଳା ବିଶୋୟୀଙ୍କୁ ୨୦୧୯ ମସିହା ପାଇଁ…
Read More...