Browsing Category

Odisha

୧୩୫ ସମ୍ବେଦନଶୀଳ ବୁଥରେ କଡ଼ା ସୁରକ୍ଷା ବ୍ୟବସ୍ଥା, ୧୪ଟିରେ ଲାଗିବ ସିସିଟିଭି

ଭୁବନେଶ୍ୱର: ଆଗାମୀ ୨୧ତରିଖରେ ବିଜେପୁର ଉପନିର୍ବାଚନକୁ ନିରପେକ୍ଷ ଓ ଅବାଧ କରିବା ପାଇଁ ବ୍ୟାପକ ବନ୍ଦୋବସ୍ତ କରିଛି ବରଗଡ଼ ଜିଲ୍ଲା ପ୍ରଶାସନ । ଉପନିର୍ବାଚନ ପାଇଁ ବିଜେପୁରରେ ହୋଇଛି ୨୮୫ଟି ପୁଲିଂ ବୁଥ୍‌ । ଏହା ମଧ୍ୟରୁ…
Read More...

ପୂର୍ବତନ ବିଧାୟକଙ୍କୁ ନୋଟିସ୍: ୩ ଦିନ ଭିତରେ କ୍ୱାର୍ଟର୍ସ ନ ଛାଡ଼ିଲେ ଏଫଆଇଆର

ଭୁୁବନେଶ୍ୱର: ସରକାରୀ କ୍ୱାର୍ଟର୍ସ ମାଡ଼ି ରହିଥିବା ପୂର୍ବତନ ବିଧାୟକମାନଙ୍କ ପାଇଁ ଚରମବାଣୀ । ୩ ଦିନ ଭିତରେ ସେମାନେ ଘର ନ ଛାଡ଼ିଲେ ପୁଲିସରେ ଏତଲା ଦିଆଯିବ । ବାଚସ୍ପତି ସୂର‌୍ୟ୍ୟନାରାୟଣ ପାତ୍ର ଆଜି ଏହି ନିର୍ଦ୍ଦେଶାନାମା…
Read More...

କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଝାରସୁଗୁଡ଼ା : ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଲ୍ଲା ପଞ୍ଚାୟତ ଅଫିସର ମୁଖ୍ୟ କିରାଣି ବେଣୁଧର ଛଛାନଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଜିଲ୍ଲା ପଞ୍ଚାୟତ କାର୍ଯ୍ୟାଳୟ, ବଢ଼େଇମୁଣ୍ଡାରେ ଥିବା ତାଙ୍କ ବାସଭବନ,…
Read More...

ଲାଞ୍ଚ ନେଇ ନିଲମ୍ବିତ ହେଲେ ଶ୍ରମି ବିଭାଗ କିରାଣୀ

ଭୁବନେଶ୍ୱର:ଶ୍ରମ ବିଭାଗ କିରାଣୀଙ୍କୁ ଲାଂଚ ମାଗିବା ମହଙ୍ଗା ପଡ଼ିଛି । ଜଣେ ଶ୍ରମ ବିଭାଗ କିରାଣୀ ଖୋଲାଖୋଲି ଲାଞ୍ଚ ମାଗୁଥିବା ଭିଡ଼ିଓ ପ୍ରଚାରିତ ହେବା ପରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ତାଙ୍କୁ ନିଲମ୍ବନ କରାଯାଇଛି । …
Read More...

ସ୍ମିତାରାଣୀଙ୍କ ହତ୍ୟା ପୂର୍ବରୁ ହୋଇଛି ଗଣଦୁର୍ଷ୍କମ, ସିବିଆଇ ତଦନ୍ତ ହେଲେ ସତ ବାହାରିବ: ବିଜେପି

ଭୁବନେଶ୍ୱର: ରାଜ୍ୟରେ ମହିଳାମାନେ ଅସହାୟ ଏବଂ ଅସୁରକ୍ଷିତ ହୋଇପଡିଛନ୍ତି । ଶାସକ ଦଳର ନେତା, କର୍ମୀ ଏବଂ ସେମାନଙ୍କ ସଂର୍ପକୀୟମାନେ ମହିଳାମାନଙ୍କ ସହ ଅକଥନୀୟ ଅତ୍ୟାଚାର କରିଚାଲିଛନ୍ତି । ପ୍ରତିଦିନ ଗୋଟିଏ ପରେ ଗୋଟିଏ ପରେ…
Read More...

୨ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ

ପୁରୀ : ପୁରୀ ଶ୍ରୀମନ୍ଦିରରେ ଦିବା ପହୁଡ଼ ନୀତି ହେବାକୁ ଥିବାରୁ ୨ଘଣ୍ଟା ପର୍ଯ୍ୟନ୍ତ ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ଶ୍ରୀଜିଉ । ନୀତି ପାଇଁ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀଜିଉଙ୍କୁ…
Read More...

ଆଜି ପରୀକ୍ଷାର୍ଥୀଙ୍କ ପାଇଁ ପୁରୀ-ରାୟପୁରକୁ ଗଡ଼ିବ ଆଉ ଏକ ସ୍ୱତନ୍ତ୍ର ଟ୍ରେନ୍‌

ପୁରୀ : ପରୀକ୍ଷା ସମୟରେ ଟ୍ରେନ୍‌ରେ ହେଉଥିବା ଭିଡ଼ ପାଇଁ ପରୀକ୍ଷାର୍ଥୀମାନଙ୍କୁ ଯାତାୟତରେ ଅସୁବିଧା ହୋଇଥାଏ । ଏହି ସମସ୍ୟାକୁ ଆଖି ଆଗରେ ରଖି କିଛି ଦିନ ତଳେ ଦୁଇଟି ସ୍ୱତନ୍ତ୍ର ଟ୍ରେନ୍‌ ଚାଲୁ କରାଯାଇଥିବା ବେଳେ କାଲି…
Read More...

୨୦ରୁ ୨ୟ କୋରାପୁଟ ସାହିତ୍ୟ ଉତ୍ସବ

କୋରାପୁଟ: ରାଜ୍ୟର ଜଣାଶୁଣା ଗଣମାଧ୍ୟମ ଓ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ଚଳିତ ମାସ ୨୦ ତାରିଖରୁ ଆରମ୍ଭ ହେଉଛି ଦ୍ବିତୀୟ କୋରାପୁଟ ସାହିତ୍ୟ ଉତ୍ସବ। ଦୁଇଦିନ ଧରି ହେବାକୁ ଥିବା ଉତ୍ସବର ଉଦ୍‌ଘାଟନୀ ସମାରୋହ…
Read More...

ଆସନ୍ତାକାଲି ଅନୁଗୁଳ ଜିଲ୍ଲାରେ ପଦଯାତ୍ରା କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଗତ ଅକ୍ଟୋବର ୨ ତାରିଖ ୧୫୦ତମ ଗାନ୍ଧୀ ଜୟନ୍ତୀରୁ ଭାରତୀୟ ଜନତା ପାର୍ଟୀ ତରଫରୁ ଦେଶ ବ୍ୟାପୀ ଗାନ୍ଧୀ ସଂକଳ୍ପ ଯାତ୍ରା ଆରମ୍ଭ ହୋଇଛି । ରାଜ୍ୟରେ ଏହି ପଦଯାତ୍ରାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ…
Read More...

‘ମୋ ଉପକାରୀ ବଗିଚା’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମନ୍ତ୍ରୀ ପ୍ରତାପ ଜେନା

ଭୁବନେଶ୍ୱର:ରାଜ୍ୟରୁ ପୁଷ୍ଟିହୀନତା ଦୂର ପାଇଁ ଆରମ୍ଭ ହୋଇଛି ‘ମୋ ଉପକାରୀ ବଗିଚା’ । ରାଜ୍ୟ ଜୀବିକା ମିଶନ ମାଧ୍ୟମରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ଲୋକେ ଆବଶ୍ୟକ କରୁଥିବା ପନିପରିବା ଗୁଡିକୁ ନିଜ ନିଜ ବାଡି ବଗିଚାରେ…
Read More...

ସ୍ୱାସ୍ଥ୍ୟ ବିଭାଗ ଓ ବିଜୁ ପଟ୍ଟନାୟକ ବିମାନବନ୍ଦର ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଓ ଭୁବନେଶ୍ୱର ଆର୍ନ୍ତଜାତୀୟ ବିମାନ ବନ୍ଦର ମଧ୍ୟରେ ଆଜି ଏକ ରାଜିନାମା ହୋଇଯାଇଛି । ରାଜିନାମା ଅନୁଯାୟୀ ଜାତୀୟ ବିମାନ ବନ୍ଦର ପ୍ରାଧିକରଣ ଓ ବିଜୁ ପଟ୍ଟନାୟକ ଆର୍ନ୍ତଜାତୀୟ ବିମାନ…
Read More...

ଟିକଟକ୍ ନିଶା: ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ବନାଇଲେ ଭିଡିଓ

ରାଉରକେଲା: ଟିକଟକ୍‌ ଭିଡିଓ ବନାଇ ୨ମହଲା ଛାତରୁ ଖସି ପଡ଼ି ଅନିଲ ଗୋଚ୍ଛାୟତ ନାମକ ଯୁବକ ଗୁରୁତର ହୋଇ ରାଉରକେଲା ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେବା ପାଇଁ ଭର୍ତ୍ତି ହୋଇଛନ୍ତି। ଏହାସତ୍ତ୍ୱେ ବି ତାଙ୍କର ଟିକ୍‌ଟକ୍‌…
Read More...

୩ ପୁଲିସ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର

କଟକ : ତିନି ପୁଲିସ କର୍ମଚାରୀଙ୍କୁ ଦୁର୍ନୀତି ଓ କ୍ଷମତାର ଦୂରୁପଯୋଗ କରିବା ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଶୁକ୍ରବାର ପୁଲିସ ଡିଜି ବିଜୟ କୁମାର ଶର୍ମା ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି ।…
Read More...

ବିବିସିର ଶ୍ରେଷ୍ଠ ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ଓଡ଼ିଶା ଝିଅ ସୁସ୍ମିତା

ଭୁବନେଶ୍ୱର : ବିଶ୍ୱର ଶ୍ରେଷ୍ଠ ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ସ୍ଥାନ ପାଇଲା ଓଡ଼ିଆ ଝିଅ ସୁସ୍ମିତା ମହାନ୍ତିଙ୍କ ନାଁ । ଅନ୍ତର୍ଜାତୀୟ ଗଣମାଧ୍ୟମ ବିବିସି ପକ୍ଷରୁ ପ୍ରସ୍ତୁତ ହୋଇଥିବା ଏହି ତାଲିକାରେ ୭…
Read More...