Browsing Category

Odisha

ଦୁର୍ଘଟଣାରେ ବୌଦ୍ଧର ଅତିରିକ୍ତ ଜିଲ୍ଲାପାଳଙ୍କ ମୃତ୍ୟୁ

ବୌଦ୍ଧ: ବୌଦ୍ଧର ଅତିରିକ୍ତ ଜିଲ୍ଲାପାଳ ରମାକାନ୍ତ ସେଠୀଙ୍କର ଆଜି ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ବୌଦ୍ଧଠାରୁ ପ୍ରାୟ ୪୦ କିଲୋମିଟର ଦୂର କଲରାକୋଠା ନିକଟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଏଥିରେ ତାଙ୍କ ଡ୍ରାଇଭର୍‌…
Read More...

ସଂଗ୍ରହ ହେଲା ରୋଗୀଙ୍କ ଫୋନ ନମ୍ବର, ଗାନ୍ଧୀ ଜୟନ୍ତିରେ କଥା ହେବେ ସିଏମ

ସ୍ୱାସ୍ଥ୍ୟ ବିଭାଗରୁ ଆରମ୍ଭ ହେବ ମୋ ସରକାର କାର୍ଯ୍ୟକ୍ରମଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ ରାଜ୍ୟରେ ଅକ୍ଟୋବର ୨ରୁ ଆରମ୍ଭ ହେବ ମୋ ସରକାର କାର୍ଯ୍ୟକ୍ରମ। ଗାନ୍ଧୀ ଜୟନ୍ତିରେ ପ୍ରଥମେ…
Read More...

୭ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି,…
Read More...

ଋଷିକୂଲ୍ୟା ନଦୀରେ ବୁଡ଼ି ନାବାଳିକା ନିଖୋଜ

ବ୍ରହ୍ମପୁର : ଖୁଦୁରୁକୁଣୀ ପୂଜା ପାଇଁ ଋଷିକୂଲ୍ୟା ନଦୀକୁ ପାଣି ଆଣିବାକୁ ଯାଇ ତିନି ଜଣ ନାବାଳିକା ବୁଡ଼ି ଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି। ତେବେ ଆଉ ଜଣେ ନିଖୋଜ ଅଛନ୍ତି। ଅଗ୍ନିଶମ…
Read More...

ଖୁଦୁରୁକୁଣୀ ଓଷା ପାଇଁ ନଦୀକୁ ଯାଇଥିବାବେଳେ ଭାସିଗଲେ ୩ ଝିଅ: ୨ ଉଦ୍ଧାର, ଜଣେ ନିଖୋଜ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ କାଞ୍ଜିଆମା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଖୁଦୁରୁକୁଣୀ ପୂଜା ପାଇଁ ନଦୀ ପାଣି ଆଣିବାକୁ ଯାଇ ଜଣେ ନାବାଳିକା ନିଖୋଜ ହୋଇଯାଇଛି । ଆଉ ଦୁଇ ଜଣ ବାଳିକାଙ୍କୁ…
Read More...

ବାଲୁକା କଳାରେ ଜେଟଲୀଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କୁ ବାଲୁକା କଳା ମାଧ୍ୟମରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।ପୁରୀ ବେଳାଭୂମିରେ ସେ ଏହି ବାଲୁକା କଳା…
Read More...

ଅନୁଗୁଳ କାଙ୍ଗୁଲା ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା : ଫାଶୀ ଦଣ୍ଡାଦେଶକୁ ହାଇକୋର୍ଟରେ ଚାଲେଞ୍ଜ

କଟକ : ଅନୁଗୁଳ କାଙ୍ଗୁଲା ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ନିମ୍ନ ଅଦାଲତ ପ୍ରଦାନ କରିଥିବା ଫାଶୀ ଦଣ୍ଡାଦେଶକୁ ଚାଲେଞ୍ଜ କରି ଦୋଷୀ ସାବ୍ୟସ୍ତ ଅନାମ ଦେହୁରୀ ଓରଫ୍‌ ଶ୍ରୀନିବାସ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛି।…
Read More...

ଏସଆରସି ବିଷ୍ଣୁପଦ ସେଠୀ ବିଶ୍ୱକୁ ବାଣ୍ଟିବେ ଓଡିଶାର ସଫଳ ବିପର୍ଯ୍ୟୟ ମୁକାବିଲା ସୁତ୍ର

୨୬ରୁ ବ୍ୟାଙ୍କକକରେ ଜାତୀୟ ବିପର‌୍ୟ୍ୟୟ ମୁକାବିଲା ସପ୍ତାହଭୁବନେଶ୍ୱର : ବିଶ୍ୱ ଶୁଣିବ ଓଡିଶାର ସଫଳ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ବିପର୍ଯ୍ୟୟ ପରର ସଫଳ ପୁନରୁଦ୍ଧାର ଏବଂ ଥଇଥାନ କାହାଣୀ । ବିଶ୍ୱ ଦରବାରରେ…
Read More...

ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଦେଶ ଜଣେ ମୂଳ ବିଚାରକଙ୍କୁ ହରାଇଲା ବୋଲି ବିଜେପିର ବରିଷ୍ଠ ନେତା, ଆଇନଜୀବୀ ତଥା ପୂର୍ବତନ ଅରୁଣ ଜେଟଲୀଙ୍କ ବିୟୋଗରେ ଦୁଃଖ ପ୍ରକାଶ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅରୁଣ ଜେଟଲୀ ଜଣେ…
Read More...

ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ଓ ସହାୟତା ରାଶି ପ୍ରଦାନ କଲେ ମନ୍ତ୍ରୀ ପ୍ରତାପ ଜେନା

ମାହାଙ୍ଗା: ନିଶ୍ଚନ୍ତକୋଇଲି ବ୍ଲକ ପରିସରରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ପଂଚାୟତର ଆବାସ ଯୋଜନା,ବିଜୁ ପକ୍କା ଘର ର କାର୍ଯ୍ୟାଦେଶ , ଫନିର ସହାୟତା ରାଶି ଓ ଭିନ୍ନକ୍ଷମ ମାନଙ୍କୁ ଟ୍ରାଇ ସାଇକେଲ…
Read More...

ଅରୁଣ ଜେଟଲୀଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଆଜି ପରଲୋକ ହୋଇଯାଇଛି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ତାଙ୍କ…
Read More...

ଆଜିଠୁ ଓଡ଼ିଆ ଭାଷାରେ ଅଣସଂରକ୍ଷିତ ଟ୍ରେନ ଟିକେଟ

ଭୁବନେଶ୍ବର : ଶନିବାରଠାରୁ ଓଡ଼ିଆ ଭାଷାରେ ଅଣସଂରକ୍ଷିତ ଟ୍ରେନ ଟିକେଟ(ୟୁଟିଏସ୍‌) ପ୍ରଚଳନ ହେବ। କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାର ଶୁଭାରମ୍ଭ କରିବେ। ଓଡ଼ିଶାରେ…
Read More...

ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ  ମୟୂରଭଞ୍ଜ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଓ କୋରାପୁଟ ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ…
Read More...

ପୁରୀରେ ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ୍‌ ସେତୁ

ପୁରୀ: ପୁରୀକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢି ତୋଳିବା ପାଇଁ ରାଜ୍ୟ ସରକାର ୫୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଶ୍ରୀକ୍ଷେତ୍ରର ଭିତ୍ତିଭୂମିଠୁ ଆରମ୍ଭ କରି ସୌନ୍ଦର୍ଯ୍ୟକରଣ, ପୁରାତନ କୀର୍ତ୍ତିରାଜିର ସୁରକ୍ଷା…
Read More...