Browsing Category

Odisha

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ନେଲେ ଆଦିତ୍ୟ ପାଢ଼ୀ

ଭୁବନେଶ୍ୱର: ଆଜି ନୂଆ ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଆଦିତ୍ୟ ପ୍ରସାଦ ପାଢ଼ୀ। ଦାୟିତ୍ୱ ଗ୍ରହଣ ପରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ କହିଛନ୍ତି,“ ଆଗକୁ ପୌର ଓ ପଞ୍ଚାୟତ…
Read More...

ବଢ଼ୁଛି ବ୍ରାହ୍ମଣୀର ଜଳସ୍ତର: ଏହିସବୁ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ

ରାଉରକେଲା : ଉପର ମୁଣ୍ଡରେ ବର୍ଷା ଯୋଗୁ ରାଉରକେଲା ନିକଟ ଲାଇଙ୍ଗଠାରେ ଥିବା ମନ୍ଦିରା ଡ୍ୟାମ୍‌ର ୧୧ଟି ଗେଟ୍ ଖୋଲା ଯାଇଛି। ଫଳରେ ବ୍ରାହ୍ମଣୀ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ରାଉରକେଲାର ଓ୍ୱାର୍ଡ ନମ୍ବର ୩ରେ…
Read More...

ଆରମ୍ଭ ହେଲା ଶ୍ରୀମନ୍ଦିର ଚାରିପଟୁ କୋଠାବାଡ଼ି ଉଚ୍ଛେଦ

ପୁରୀ: ସୋମବାର ସକାଳୁ ଶ୍ରୀମନ୍ଦିର ଚାରିପଟେ ମେଘନାଦ ପାଚେରିକୁ ଲାଗି ଥିବା ସମସ୍ତ କୋଠାବାଡ଼ି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମେ ସିଂହଦ୍ୱାର ସୂଚନା କେନ୍ଦ୍ର ସମ୍ମୁଖ ଅଞ୍ଚଳରେ ଥିବା ଘର ଏବଂ ଦକ୍ଷିଣ ଦ୍ୱାର ପାଖରେ…
Read More...

ହୀରାକୁଦ ଡ୍ୟାମ୍‌ର ଆଉ ୭ଟି ଗେଟ୍ ଖୋଲିଲା

ସମ୍ବଲପୁର : ହୀରାକୁଦ ଡ୍ୟାମ୍‌ର ଆଉ ୭ଟି ଗେଟ୍ ଖୋଲାଯାଇଛି। ଗତକାଲି ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିବା ବେଳେ ଆଜି ଆଉ ୭ଟି ଗେଟ୍ ଖୋଲାଯାଇଛି। ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ଜଳସ୍ତର ୬୨୦. ୮୭ ମିଟର ରହିଛି।…
Read More...

ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ସରକାରୀ ବାସଭବନରେ ଗାଡ଼ି ପୋଡ଼ିଲେ ଦୁର୍ବୃତ୍ତ

ଭୁବନେଶ୍ୱର : ବିଧାୟକଙ୍କ କ୍ୱାର୍ଟରରେ ନିଆଁ। ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭୁବନେଶ୍ବରସ୍ଥିତ ସରକାରୀ ବାସଭବନରେ ଗାଡ଼ି ପୋଡ଼ି । ଗତକାଲି ରାତିରେ କିଛି ଦୁର୍ବୃତ୍ତ ଘର ବାହାରପଟୁ ଚାବି ପକାଇ ଗାଡ଼ି ପୋଡ଼ି…
Read More...

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ଅସିତ୍ ତ୍ରିପାଠୀ

ଭୁବନେଶ୍ୱର: ଓଡ଼ିଶାର ୪୩ତମ ମୁଖ୍ୟ ଶାସନ ସଚିବ ଭାବେ ଆଜି ଆଇଏଏସ ଅଫିସର ଅସିତ ତ୍ରିପାଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ବିଦାୟୀ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପାଢୀଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୮୬ ବ୍ୟାଚର…
Read More...

ସବୁଠାରୁ ଶ୍ରେଷ୍ଠ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେଲେ ନବୀନ

ଭୁବନେଶ୍ୱର: ଅକ୍ଷୁର୍ଣ୍ଣ ରହିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା। ନିରବଚ୍ଛିନ୍ନ ଭାବେ ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିବା ପରେ ବି ନବୀନଙ୍କ ଲୋକପ୍ରିୟତା ଓ ଗ୍ରହଣୀୟତା ହ୍ରାସ ପାଇନି।…
Read More...

କଟକ ଏସ୍‌ସିବି ଆସିବେ ଜଗା ଓ କାଳିଆ

କଟକ : ନୂଆଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ଜଗା ଓ କାଳିଆ କଟକ ବଡ଼ ମେଡିକାଲ୍‌ ଆସିବେ। କେବେ ଆସିବେ ତାହା ୭ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। …
Read More...

ନଦୀରେ ବୁଡ଼ି ଗଲେ ଦୁଇ ଭଉଣୀ

ସାଲେପୁର : କଟକ ଜିଲ୍ଲା କିଶନନଗର ଥାନା ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି। ଖୁଦୁରୁକୁଣୀ ଓଷା ପାଇଁ ଫୁଲ ତୋଳିବାକୁ ଯାଇ ନଦୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ…
Read More...

ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ପରଲୋକ

ଭୁବନେଶ୍ୱର:ରାଜ୍ୟର ଜଣେ ସୁନାମଧନ୍ୟ ତଥା ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଆଉ ନାହାନ୍ତି । ଗତକାଲି ରାତିରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ…
Read More...

ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ:୨ ଦିନ ଭିଜିବ ଓଡ଼ିଶା!

ଭୁବନେଶ୍ବର : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ଆଜି ପୁଣି…
Read More...

ବର୍ଣ୍ଣବୋଧ ପୋଡ଼ିକୁ ନିନ୍ଦା କଲେ ହଳଧର

ବରଗଡ଼ : କୋଶଲି ସାହିତ୍ୟ ଡଟ୍‌ ଇନ୍‌ ନାମକ ଫେସ୍‌ବୁୁକ୍‌ ପେଜ୍‌ରେ ଛବିଳ ମଧୁ ବର୍ଣ୍ଣବୋଧ ପୋଡ଼ି ଦୃଶ୍ୟ ଅପ୍‌ଲୋଡ୍‌ କରାଯିବା ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି ପଦ୍ମଶ୍ରୀ ହଳଧର ନାଗ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ…
Read More...

ଦୁର୍ନୀତିଗ୍ରସ୍ତ ୧୫ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁର୍ନୀତି ବିରୁଦ୍ଧରେ ‘ଜିରୋ ଟଲେରାନ୍ସ’ ନୀତିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକରଣ କରିବାକୁ ଉଦ୍ୟମ କରିଛନ୍ତି।  କେନ୍ଦ୍ରରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ…
Read More...

ରାଉଲକେଲା ନିଟ କ୍ୱାଟର୍ସରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର ଘଟଣା: ସୁଇସାଇଟ୍ ନୋଟ ଉଦ୍ଧାର

ରାଉରକେଲା: ପିଲା ହେଲାନି ବୋଲି ଲ୍ୟାବୋରୋଟାରୀରେ ବ୍ୟବହୃତ ରାସାୟନିକ ଦ୍ରବ୍ୟ ପିଇ ଜୀବନ ହାରିଲେ ରାଉରକେଲା ଏନ୍‌ଆଇଟିର ଆସୋସିଏଟ୍‌ ପ୍ରଫେସର ଓ ତାଙ୍କ ପତ୍ନୀ! ଆଉ ଆତ୍ମହତ୍ୟା ପୂର୍ବରୁ ଲେଖିଥିଲେ ୪ ପୃଷ୍ଠାର ସୁଇସାଇଡ୍‌…
Read More...