Browsing Category

Odisha

ରାଜ୍ୟରେ ୩୯ ଜଣଙ୍କୁ ମିଳିଲା ପୋଲିସ ପଦକ

ଭୁବନେଶ୍ବର: ୭୩ ତମ ସ୍ବାଧୀନତା ଦିବସ ଅବସରରେ ରାଜ୍ୟର ୩୯ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଛି ସେବା ପଦକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦାନ କରିଛନ୍ତି ଏହି ପଦକ । ଜୟଦେବ ଭବନରେ ପୋଲିସ ଅଧିକାରୀଙ୍କୁ ପଦକ ଦେଇ…
Read More...

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୧୬ଟି ଗେଟ୍‌

ସମ୍ୱଲପୁର: ହୀରାକୁଦ ଡ୍ୟାମରୁ ଆଜି ପର୍ଯ୍ୟାୟ କ୍ରମେ ୧୬ଟି ଗେଟ୍ ଖୋଲାଯାଇଛି। ପ୍ରଥମେ ଜଳଭଣ୍ଡାରର ୨ଟି ଗେଟ୍ ଖୋଲିଥିଲା। ଏହାପରେ ପର୍ଯ୍ୟାୟ କ୍ରମେ ଆଉ ୧୪ଟି ଗେଟ୍ ଖୋଲିଛି।ତେବେ ତଳମୁଣ୍ଡରେ କୌଣସି ବନ୍ୟା…
Read More...

ବାରିପଦାରେ ଜିଲ୍ଲା ସ୍ତରୀୟ ସ୍ବାଧତ୍ନତା ଦିବସରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା

ବାରିପଦା : ବାରିପଦାରେ ୭୩ତମ ପବିତ୍ର ସ୍ବାଧତ୍ନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ରିଜର୍ଭ ପୋଲିସ ପଡିଆରେ ଏକ ଜିଲ୍ଲା ସ୍ତରୀୟ ସମ୍ମିଳୀତ ପ୍ୟାରେଡ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯୟକ୍ରମରେ ମୁଖ୍ୟ…
Read More...

ଜୀବିତ ବାଳକକୁ ମୃତ ଘୋଷଣା କରିବାରୁ ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର : ଜଳେଶ୍ୱର ରାଜପୁରରେ ଏକ ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି । ଚିକିତ୍ସା ସମୟରେ ଜଣେ ଜୀବିତ ବାଳକକୁ ମୃତ ଘୋଷଣା କରିବାରୁ ଗୋପୀକିଶନ ଭଟ୍ଟର ସ୍ୱାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ସୃଷ୍ଟି ହୋଇଛି । ଉତ୍ତ୍ୟକ୍ତ…
Read More...

ପତାକା ଉତ୍ତୋଳନ ବେଳେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଅସୁସ୍ଥ

ଖୋର୍ଦ୍ଧା : କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଅନୀଲ କୁମାର ସାମଲ ଅସୁସ୍ଥ ।  ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ  ସ୍ୱାଧୀନତା ଦିବସ ପାଳନ ବେଳେ  ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି RDC ।ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ସ୍ୱାଧୀନତା…
Read More...

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୨ ଗେଟ୍‌

ସମ୍ୱଲପୁର: ଆଜି ଖୋଲିଲା ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍‌। ବନ୍ୟା ଜଳ ନିଷ୍କାସନ ଲାଗି ବୁର୍ଲା ପଟୁ ଗୋଟିଏ ଗେଟ୍ ଓ  ହୀରାକୁଦ ପଟୁ ଆଉ ଏକ ଗେଟ୍‌ ଖୋଲିଛି। ତେବେ ପର୍ଯ୍ୟାୟ କ୍ରମେ ଆଉ ୧୪ଟି ଗେଟ୍ ଖୋଲିବ। ଗତକାଲି ୭ନଂ…
Read More...

ମୁଖ୍ୟ ଶାସନ ସଚିବ ହେଲେ ଅସିତ୍‌ ତ୍ରିପାଠୀ

ଭୁବନେଶ୍ୱର: ଉନ୍ନୟନ କମିଶନର ଅସିତ୍ ତ୍ରିପାଠୀ ହେଲେ ମୁଖ୍ୟ ଶାସନ ସଚିବ। ୧୯ ୮୬ ବ୍ୟାଚ୍‌ର ଆଇଏଏସ୍ ଅସିତ୍ ତ୍ରିପାଠୀ ଏବେ ଉନ୍ନୟନ କମିଶନର୍ ରହିଛନ୍ତି।ମୁଖ୍ୟ ଶାସନ ସଚିବ ଥିବା ଆଦିତ୍ୟ ପ୍ରସାଦ ପାଢ଼ି ଚାକିରିରୁ…
Read More...

ଗାନ୍ଧି ଜୟନ୍ତୀରୁ ସମଗ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ 5T

ଭୁବନେଶ୍ୱର : ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ ଦେବା ଅବସରରେ…
Read More...

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ୭୩ ତମ ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ ସହ ଅଭିବାଦନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…
Read More...

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା

ଭୁବନେଶ୍ୱର:  ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଆଜିର ଦିନରେ ଭାଇଙ୍କ ହାତରେ ଭଉଣୀମାନେ ରାକ୍ଷୀ ବାନ୍ଧି ସମ୍ପର୍କକୁ ଆହୁରୀ ମଜବୁତ କରିଥାନ୍ତି । ଭାଇ-ଭଉଣୀଙ୍କ ମଧ୍ୟରେ ପବିତ୍ର ବନ୍ଧନର ପ୍ରତୀକ ହେଉଛି ଏହି ରାକ୍ଷୀ ।…
Read More...

ରାଜ୍ୟରୁ ଉଚ୍ଛେଦ ହେଲା ‘ଗାର୍ଡ ଅଫ୍ ଅନର’

ଭୁବନେଶ୍ବର : ରାଜ୍ୟରେ ପ୍ରଚଳିତ ହେଉଥିବା ‘ଗାର୍ଡ ଅଫ୍‌ ଅନର’ ବ୍ୟବସ୍ଥାକୁ ଉଚ୍ଛେଦ କରିବାକୁ ନିର୍ଦ୍ଦେଶ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ନିର୍ଦ୍ଦେଶ । କେବଳ ସାଧାରଣତନ୍ତ୍ର ଦିବସ, ସ୍ବାଧୀନତା ଦିବସ ଏବଂ ଉତ୍କଳ…
Read More...

ସ୍ୱାଧୀନତା ଦିବସ ଉପଲକ୍ଷେ ୟୁନିଟ୍ -୮ ଡିଏଭି ସ୍କୁଲର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆସନ୍ତାକାଲି ସାରା ଦେଶ ପାଳିବ ୭୩ତମ ସ୍ୱାଧୀନତା ଦିବସ । ତେବେ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ୟୁନିଟ୍ -୮ ଡିଏଭି ସ୍କୁଲର ୨ୟ ଶ୍ରେଣୀର ଛାତ୍ରଛାତ୍ରୀମାନେ ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି…
Read More...

ନାଲକୋ ସିଏମଡି ଦୌଡ, ଆଗରେ ଶ୍ରୀଧର

ଭୁବନେଶ୍ୱର: କିଏ ହେବେ ନବରତ୍ନା ନାଲକୋର ପରବର୍ତୀ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ? ବର୍ତମାନର ଅଧ୍ୟକ୍ଷ ଆସନ୍ତା ନଭେମ୍ବର ମାସରେ ଅବସର ନେଉଛନ୍ତି । ଦୌଡରେ ସବୁଠାରୁ ଆଗରେ ଅଛନ୍ତି ନାଲକୋର ନିର୍ଦ୍ଦେଶକ(ଅର୍ଥ)…
Read More...

ବନ୍ଦ ହେଲା ହୀରାକୁଦ ଗେଟ

ସମ୍ବଲପୁର : ସାଙ୍କେତିକ ଭାବେ ଖୋଲାଯାଇଥିବା ହୀରାକୁଦ ଡ୍ୟାମର ୭ ନମ୍ବର ଗେଟ ବନ୍ଦ କରି ଦିଆଯାଇଛି। ତଳମୁଣ୍ଡରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଥିବା ଡ୍ୟାମ କର୍ତୃପକ୍ଷ…
Read More...