Browsing Category

Odisha

ଚଳିତ ବର୍ଷ ସରିବ ବରମୁଣ୍ଡା ବସ ଟର୍ମିନାଲର ନିର୍ମାଣ କାର୍ଯ୍ୟ

ବରମୁଣ୍ଡା ବସଷ୍ଟାଣ୍ଡର ନୂଆ ରୂପରେଖ ଏଇବର୍ଷ ଦେଖିବେ ରାଜ୍ୟବାସୀ । ଚଳିତବର୍ଷ ଶେଷ ହେବ ବରମୁଣ୍ଡା ବସ ଟର୍ମିନାଲର ନିର୍ମାଣ କାର୍ଯ୍ୟ । ପୂର୍ବ ଭାରତର ପ୍ରମୁଖ ବସଷ୍ଟାଣ୍ଡ ହେବାକୁ ଯାଉଛି ବରମୁଣ୍ଡା । ସୂଚନା ମୁତାବକ ଏହାର…
Read More...

ବଦଳିବ ସ୍କୁଲ ସମୟ

ଏପ୍ରିଲ ବଦଳରେ ମେ' ମାସଠାରୁ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ । ଗ୍ରୀଷ୍ମ ଛୁଟି ମଧ୍ୟ ହ୍ରାସ କରାଯିବ । ପ୍ରତିବର୍ଷ ମେ' ୬ରୁ ଜୁନ୍‌ ୧୭ ପର୍ଯ୍ୟନ୍ତ ସ୍କୁଲଗୁଡିକରେ ଗ୍ରୀଷ୍ମ ଛୁଟି ହେଉଥିଲା ।…
Read More...

ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସରେ ବୋମା !

ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସରେ ବୋମା ଥିବା ନେଇ ସୂଚନା ମିଳିଛି। ଏହାପରେ ଟ୍ରେନ୍‌କୁ ଅଟକାଇ ବମ ସ୍କ୍ବାର୍ଡ ବୁଧବାର ଯାଞ୍ଚ ଆରମ୍ଭ କରିଛି ।ମଙ୍ଗଳବାର ଭୁବନେଶ୍ୱରରୁ କୋଣାର୍କ ଏକ୍ସପ୍ରେସ୍‌ ଛାଡ଼ିଥିଲା।…
Read More...

ପଳାଶୁଣିରେ ନିର୍ମାଣ ହେବ ଫୁଟ୍ ଓଭରବ୍ରିଜ୍

ରାଜଧାନୀର ଅନ୍ୟତମ ଜନବହୁଳ ଅଞ୍ଚଳ ପଳାଶୁଣିରେ ୧୬ ନମ୍ବର ଜାତୀୟ ରାଜପଥ ଉଫରେ ଫୁଟ୍ ଓଭରବ୍ରିଜ୍ ନିର୍ମାଣ ହେବ। ଭୁବନେଶ୍ୱରର ସାଂସଦ ଅପରାଜିତା ଷଡଙ୍ଗୀ ଏଥିପାଇଁ ଜାଗା ପରିଦର୍ଶନ କରିଛନ୍ତି । ଏହାସହିତ ସାଂସଦ ଶ୍ରୀମତୀ…
Read More...

୧୮ ରୁ ସର୍ବସାଧାରଣ ପାଇଁ ଖୋଲିବ ଲୋକସେବା ଭବନ, ଖାରବେଳ ଭବନ ଏବଂ ରାଜୀବ ଭବନ

ଲୋକସେବା ଭବନ, ଖାରବେଳ ଭବନ ଏବଂ ରାଜୀବ ଭବନରେ ଏପ୍ରିଲ ୧୮ ରୁ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଦୁଇ ବର୍ଷର ବ୍ୟବଧାନ ପରେ ତିନୋଟି ରାଜ୍ୟ ମୁଖ୍ୟାଳୟ ଜନସାଧାରଣଙ୍କ ପାଇଁ ଖୋଲିବ ।…
Read More...

ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି; ଏଥର ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ

ଜଗନ୍ନାଥ ପ୍ରେମୀ ଓ ଭକ୍ତଙ୍କ ପାଇଁ ଖୁସି ଖବର। ଆସନ୍ତା ମେ ମାସ ତିନି ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ। ଗତ ଦୁଇବର୍ଷ ଧରି କୋଭିଡ କଟକଣା ଯୋଗୁ ଭକ୍ତ ମାନେ ଏହି…
Read More...

ଆସନ୍ତାକାଲି ରାଜଧାନୀ ଭୁବନେଶ୍ବରର ୭୪ତମ ପ୍ରତିଷ୍ଠା ଦିବସ

ଆସନ୍ତାକାଲି ରାଜଧାନୀ ଭୁବନେଶ୍ବରର ୭୪ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ନିଜ ଘର ଓ ଅନୁଷ୍ଠାନକୁ ଆଲୋକ ଓ ଦୀପରେ ସଜାଇବା ସହ ରାଜଧାନୀ ପ୍ରତିଷ୍ଠା ଉତ୍ସବକୁ ଧୂମଧାମରେ ପାଳନ କରନ୍ତୁ ବୋଲି ଭୁବନେଶ୍ବର ମହାନଗର ନଗମ ପକ୍ଷରୁ…
Read More...

ମା ତାରା ତାରିଣୀଙ୍କୁ ଦର୍ଶନ କଲେ ୫ଟି ସଚିବ ଓ ତାଙ୍କ ପତ୍ନୀ

ଗଞ୍ଜାମ ତଥା ଦକ୍ଷିଣ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ହିଁ ମା ତାରା ତାରିଣୀଙ୍କ ଚତୁର୍ଥ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା ଶେଷ ହୋଇଛି। ମା ଙ୍କ ଆଶୀର୍ବାଦରୁ ନିଜର ମାନସିକ ପୂରଣ ପାଇଁ ଲକ୍ଷ,ଲକ୍ଷ ଲୋକ ସେମାନଙ୍କ ପ୍ରଥମ ଶିଶୁର…
Read More...

ଆସନ୍ତାକାଲିଠାରୁ ନବମ ଶ୍ରେଣୀ ସମେଟିଭ୍‌-୨ ପରୀକ୍ଷା, ନୋଡାଲ୍‌ ସେଣ୍ଟର୍‌ରେ ପହଞ୍ଚିଲା ପ୍ରଶ୍ନପତ୍ର

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ମାଟ୍ରିକ୍‌ ପରୀକ୍ଷା ଢାଞ୍ଚାରେ ହେଉଥିବା ନବମ ଶ୍ରେଣୀ ସମେଟିଭ୍‌-୨ ଆସେସ୍‌ମେଣ୍ଟ(ଏସ୍‌.ଏ-୨) ପରୀକ୍ଷା ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ । ଏପ୍ରିଲ୍‌ ୨୧ ତାରିଖ ପର୍ଯ୍ୟନ୍ତ…
Read More...

ଯୋଡ଼ାରେ ୧୪୪ ଧାରା ଜାରି

ଯୋଡ଼ାରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି । ହନୁମାନ ପତାକା ନେବା ବେଳେ ହିନ୍ଦୁ ଓ ମୁସଲମାନ ଦୁଇ ଗୋଷ୍ଠୀ ପରସ୍ପର ମୁହାଁ ମୁହିଁ ହୋଇଛନ୍ତି। ସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସ ଲାଠିଚାର୍ଜ କରିଛି।…
Read More...

ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଏବଂ ହସ୍ପିଟାଲ୍କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ପୁରୀରେ ଉଦଘାଟିତ ହେଲା ବହୁ ପ୍ରତୀକ୍ଷିତ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଏବଂ ହସ୍ପିଟାଲ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଡିକାଲ କଲେଜକୁ ଉଦଘାଟନ କରିଛନ୍ତି। ଏହି ଅବସରରେ…
Read More...

ଶ୍ରୀମନ୍ଦିରର ଧୁକୁଡ଼ି ଦ୍ୱାର ନିକଟରେ ରକ୍ତଛିଟା; ମହାପ୍ରଭୁଙ୍କ ହେଲା ବଡ଼ ମହାସ୍ନାନ

ଶ୍ରୀମନ୍ଦିରର ଧୁକୁଡ଼ି ଦ୍ୱାର ନିକଟରେ ରକ୍ତଛିଟା । ଫଳରେ ପୁଣି ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଥିବାର ସୂଚନା ମିଳିଛି। ଯେଉଁଥିପାଇଁ ଆଜି ବି କିଛି ସମୟ ପାଇଁ ଦର୍ଶନ ବନ୍ଦ ରହିଥିବା ଜଣାଯାଇଛି। ମହାସ୍ନାନ ନୀତି ସରିବା…
Read More...

ଆର୍. ପି. କୋଚେ ହେଲେ ନୂଆ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ

ବଦଳିଲେ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ । ପୂର୍ବରୁ ଗୁଇନ୍ଦା ନିର୍ଦ୍ଦେଶକ ଥିବା ଲଳିତ ଦାସଙ୍କୁ ବଦଳି କରାଯାଇଛି । ତାଙ୍କ ସ୍ଥାନରେ ଆର୍. ପି. କୋଚେଙ୍କୁ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ମିିଳିଛି ।…
Read More...

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ । ଶ୍ରୀଜଗନ୍ନାଥ ମେଡିକାଲ କଲେଜର କରିବେ ଉଦଘାଟନ । ଏହାପୂର୍ବରୁ ପୁରୀରେ ସ୍ଥିତି ସମୀକ୍ଷା କରିଛନ୍ତି ଜିଲ୍ଲାପାଳ ଓ ଏସପି । ପ୍ରଶାସନ ନେଇଥିବା ସମସ୍ତ ପଦକ୍ଷେପ ସମ୍ପର୍କରେ…
Read More...