Browsing Category

Odisha

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ

ଓଡ଼ିଶାରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ କରିବାକୁ ଯାଉଛି। ଏନେଇ ବୁଧବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ନେଇଛନ୍ତି। ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ…
Read More...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ । ପ୍ରଶାନ୍ତଙ୍କୁ ଜାମିନ ପ୍ରଦାନ କଲେ ହାଇକୋର୍ଟ । ଜାମିନ ଉପରେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ । ପୋଲିଂ ବୁଥ୍‌ରେ ଗଣ୍ଡଗୋଳ ମାମଲାରେ ଗିରଫ ହୋଇଥିଲେ । ପରେ…
Read More...

ବଦଳିଲା ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ ନିଷ୍ପତ୍ତି

ବଦଳିଲା ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ ନିଷ୍ପତ୍ତି । ନୂଆ ନିର୍ଦ୍ଦେଶନାମା ମୁତାବକ, ସରକାରୀ ଅଧିକାରୀଙ୍କୁ ଛୁଟି ମିଳିବ, ହେଲେ ଆବଶ୍ୟକ ସ୍ଥଳେ କିନ୍ତୁ ସେମାନଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ପଡିପାରେ । ଖାଲି ସେତିକି…
Read More...

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ଆନ୍ଧ୍ରରେ ନୂଆ ସରକାରର ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇ ଓଡିଶାରେ ପହଞ୍ଚିଛନ୍ତି ନରେନ୍ଦ୍ର ମୋଦୀ । ବିମାନ ବନ୍ଦରରେ ପହଞ୍ଚିବା ପରେ କଡା ସୁରକ୍ଷା ବଳୟ ଭିତରେ…
Read More...

ଶପଥ ପାଠ ପୂର୍ବରୁ ନବୀନ ନିବାସ ଯାଇ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୋହନ ମାଝୀ

ଓଡିଶାର ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମଲ୍ୟାର୍ପଣ କରିବା ପରେ ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ଆଜି ଜନତା ମୈଦାନରେ ହେବାକୁ ଥିବା ଶପଥ…
Read More...

ଶପଥ ନେବା ପୂର୍ବରୁ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ନୂଆ ମୁଖ୍ୟମନ୍ତ୍ରୀ ଓ ୨ ଉପ-ମୁଖ୍ୟମନ୍ତ୍ରୀ

ଗୋପବନ୍ଧୁ ଛକରେ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତି ପରିଡ଼ା ମଧ୍ୟ ମାଲ୍ୟାର୍ପଣ କରିଛନ୍ତି। ଆଜିଠାରୁ ଓଡ଼ିଶାରେ ବିଜେପି ସରକାର ଆରମ୍ଭ…
Read More...

ରାଜ୍ୟକୁ ଏକ ନମ୍ବର କରିବାକୁ ପ୍ରୟାସ କରାଯିବ: ମୋହନ ମାଝୀ

ବିଜେପି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ଉପରେ ଲଗାଇଲା ମୋହର । ଏହା ପରେ ମୋହନ ମାଝୀ ନିଜର ପ୍ରତିକ୍ରିୟାରେ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ମୋର ପ୍ରଣାମ । ମହାପ୍ରଭୁଙ୍କ ଆଶୀର୍ବାଦରେ ଓଡିଶାରେ…
Read More...

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ମାଝୀ

ଭୁବନେଶ୍ୱର(ବ୍ୟୁରୋ): ସବୁ କଳ୍ପନା କଳ୍ପନାର ଘଟିଲା ଅନ୍ତ । ଇତିହାସ ରଚିଲା ବିଜେପି । ୨୪ ବର୍ଷ ପରେ ଓଡିଶାକୁ ଦେଲା ନୂଆ ମୁଖ୍ୟମନ୍ତ୍ରୀ । କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା…
Read More...

ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ମନା

ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ମନା । ଆସନ୍ତାକାଲି ଶପଥ ଗ୍ରହଣ ପୂର୍ବରୁ ଆସିଲା କିଛି ବଡ ନିର୍ଦ୍ଦେଶ । ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରି ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି…
Read More...

ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ନବୀନଙ୍କୁ ନିମନ୍ତ୍ରଣ

ଜୁନ୍ ୧୨ ଅର୍ଥାତ ବୁଧବାର ବିଜେପି ସରକାରର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ମଙ୍ଗଳବାର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିବାକୁ ବିଜେପିର ୫…
Read More...

ଆସନ୍ତାକାଲି ଶପଥ ଗ୍ରହଣ ସମାରୋହ, ଭୁବନେଶ୍ଵରର ସମସ୍ତ ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି

ଆସନ୍ତାକାଲି(ବୁଧବାର) ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ। ଏଥିଲାଗି ପୁରା ପ୍ରସ୍ତୁତ ହୋଇ ରହିଛି ରାଜଧାନୀର ଜନତା ମୈଦାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ…
Read More...

ଆସନ୍ତା ୧୩ରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ

ଆସନ୍ତା ୧୩ତାରିଖରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ସାମ୍ବାଦିକ ମାନେ ଲୋକସେବା ଭବନକୁ ଯିବା ଉପରେ କଟକଣା ଲଗାଇଥିଲେ ବିଜେଡି…
Read More...

ମୋଦିଙ୍କ ତୃତୀୟ ଇନିଙ୍ଗରେ ଓଡ଼ିଶାକୁ ମିଳିଲା ଏଭଳି ଭେଟି

କେନ୍ଦ୍ରରେ ଏନ୍‌ଡିଏ ସରକାର ଗଠନ ହେବା ପରେ ଲଗାତାର ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନେରନ୍ଦ୍ର ମୋଦି ଶପଥ ନେଇଛନ୍ତି । ଏଥିସହିତ କେନ୍ଦ୍ର ମନ୍ତ୍ରୀମଣ୍ଡଳ ରବିବାର ଶପଥ ନେବା ପରେ ସୋମବାର ମନ୍ତ୍ରୀମାନଙ୍କୁ ବିଭାଗ…
Read More...

ପୁରୀ ବଡ଼ଦାଣ୍ଡରୁ ହଟିଲା ଏସି ଟନେଲ୍

ଜୁନ ୨୨ ତାରିଖରେ ପଡ଼ୁଛି ଦେବସ୍ନାନ ପୂର୍ଣ୍ଣିମା। ଆଉ ଜୁଲାଇ ୭ ତାରିଖ ପଡ଼ିବ ମହାପ୍ରଭୁଙ୍କ ଘୋଷଯାତ୍ରା। ସେଥିପାଇଁ ପୁରୀ ବଡ଼ଦାଣ୍ଡରେ ନିର୍ମାଣ ହୋଇଥିବା ଏସି ଟନେଲ୍ ସେଡକୁ ହଟା ଯାଉଛି। ଏଥିରେ ଲାଗିଥିବା ଏୟାରକଣ୍ଡିସନ୍…
Read More...