Browsing Category
Odisha
ବିଜେଡିରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା
ଭୁବନେଶ୍ୱର : ବିଜେଡିରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ । ନବୀନ ନିବାସରେ ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ମିଶିଛନ୍ତି ସୁନୀତା ।!-->…
Read More...
Read More...
ସହିଦ ନଗର ଥାନା ଅଧିକାରୀ ,ଏଏସ୍ଆଇଙ୍କୁ ମାଡ଼ ମାରିବା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର : ସହିଦ ନଗର ଥାନା ଅଧିକାରୀ ଓ ଏଏସ୍ଆଇଙ୍କୁ ମାଡ଼ ମାରିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ପ୍ରକାଶ ତ୍ରିପାଠୀଙ୍କୁ କମିଶନରେଟ୍ ପୁଲିସ୍ ଗିରଫ କରିଛି। ସେ ବିଜୁ ଯୁବ ଜନତା ଦଳର ଉପସଭାପତି ଅଛନ୍ତି।ଗତ ୩ ତାରିଖ!-->!-->!-->…
Read More...
Read More...
୨୫ରୁ ମାଟ୍ରିକ୍ ଖାତା ମୂଲ୍ୟାୟନ ଆରମ୍ଭ
କଟକ : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଶୁକ୍ରବାର ଶେଷ ହୋଇଛି । ଆସନ୍ତା ୨୫ତାରିଖରୁ ଖାତା ମୂଲ୍ୟାୟନ ଆରମ୍ଭ ହୋଇ ଏପ୍ରିଲ୍ ୫ତାରିଖରେ ଶେଷ କରିବାକୁ ବୋର୍ଡ ପକ୍ଷରୁ ସମୟ ଧାର୍ଯ୍ୟ!-->…
Read More...
Read More...
ଦ୍ୱିତୀୟ ଜଗନ୍ନାଥ ମନ୍ଦିର ନିର୍ମାଣକୁ ବିରୋଧ କଲେ ହାଇକୋର୍ଟ
ଇସ୍କନ୍କୁ ଅନ୍ୟ ଦେବଦେବୀ ମନ୍ଦିର କମ୍ପ୍ଲେକ୍ସ ନିର୍ମାଣ ପାଇଁ ଅନୁମତି ମିଳିବ, କିନ୍ତୁ ଜଗନ୍ନାଥ ମନ୍ଦିର ପାଇଁ ନୁହେଁ। ଏମିତି ସର୍ତ୍ତରେ ନିର୍ମାଣ କରିବାକୁ ହାଇକୋର୍ଟ ଦେଇଛନ୍ତି ଅନୁମତି। ହାଇକୋର୍ଟଙ୍କଠାରୁ ଏହି!-->…
Read More...
Read More...
୩୦୦ରୁ ୫୦୦ ଟଙ୍କାକୁ ବଢ଼ିଲା ନିର୍ମାଣ ଶ୍ରମିକଙ୍କ ପେନସନ୍, ଝିଅ ବାହାଘରରେ ୫୦ ହଜାର ସହାୟତା ଦେବେ ସରକାର
ଭୁବନେଶ୍ୱର :ନିର୍ମାଣ ଶ୍ରମିକମାନେ ପେନସନ୍ ବାବଦରେ ଏଣିକି ୩୦୦ ଟଙ୍କା ପରିବର୍ତ୍ତେ ୫୦୦ ଟଙ୍କା ପାଇବେ । ନିର୍ମାଣ ଶ୍ରମିକମାନଙ୍କ ପାଇଁ ପେନସନ୍ ଓ ସହାୟତାର ପରିମାଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି!-->…
Read More...
Read More...
ସଡକ ଦୁର୍ଘଟଣାରେ ସୁନ୍ଦରଗଡର ପୂର୍ବତନ ବିଧାୟକ ଯୋଗେଶ ସିଂଙ୍କ ସମେତ ୩ ଜଣ ଗୁରୁତର
ସୁନ୍ଦରଗଡ:ସଡକ ଦୁର୍ଘଟଣାରେ ସୁନ୍ଦରଗଡର ପୂର୍ବତନ ବିଧାୟକ ଯୋଗେଶ ସିଂଙ୍କ ସମେତ ୩ ଜଣ ଗୁରୁତର । ରାତି ପ୍ରାୟ ୩ଟା ବେଳେ ହୋଇଛି ଏହି ଦୁର୍ଘଟଣା । ସୁନ୍ଦରଗଡରୁ ଭୁବନେଶ୍ୱର ଆସୁଥିବା ବେଳେ, ଅନୁଗୁଳ ମହିଧରପୁର ନିକଟରେ!-->…
Read More...
Read More...
ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ
ନୂଆପଡ଼ା: ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । ଏମିତି ଗୋଟିଏ ବିବତ୍ସ କାଣ୍ଡ ଘଟିଛି ନୂଆପଡା ଜିଲା ଖଡିଆଳ ଥାନା ସୁନାରୀସିକୁଆଁ ଗ୍ରାମରେ । ପତ୍ନୀଙ୍କ ଚାରିତ୍ରକୁ ସନ୍ଦେହ କରି ଗ୍ରାମର ମୋତିଲାଲ ଛତ୍ରିଆ!-->…
Read More...
Read More...
ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟଣା: ୭ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ଏସ୍ସିବି ଅଧୀକ୍ଷକଙ୍କ ନିର୍ଦ୍ଦେଶ
କଟକ: ଶୁକ୍ରବାର କଟକ ବଡ଼ ଡାକ୍ତରଖାନାରେ ପାଥୋଲୋଜି ବିଭାଗର ଦୁଇଟି କୋଠରୀରେ ନିଆଁ ଲାଗିଥିବା ଖବର ମିଳିଥିଲା। ଏହି ଅଗ୍ନିକାଣ୍ଡ କିପରି ଘଟିଲା ସେ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ଏଥିରେ ଏକ ସ୍ୱତନ୍ତ୍ର ଟିମ୍ ଗଠନ!-->…
Read More...
Read More...
ଶାସନକୁ ଆସିଲେ ମହିଳା ସଂରକ୍ଷଣ ନିଶ୍ଚିତ:ରାହୁଲ
ଜୟପୁର: ଜୟପୁର ମହିଳା ସମାବେଶରେ ରାହୁଲ ଗାନ୍ଧୀ । ମହିଳା ଦିବସରେ ଶୁଭେଚ୍ଛା ଜଣାଇବା ସହ ମହିଳାଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି ରାହୁଲ ଗାନ୍ଧୀ । ଏକ ସ୍ବତନ୍ତ୍ର ବିମାନ ଯୋଗେ ଜୟପୁର ଆସି ସ୍ଥାନୀୟ ଗାନ୍ଧୀ ଛକସ୍ଥିତ!-->…
Read More...
Read More...
ବିଜେଡିରେ ସାମିଲ ହେଲେ ପୂର୍ବତନ ପୂର୍ତ୍ତ ସଚିବ ନଳିନୀକାନ୍ତ
ଭୁବନେଶ୍ୱର : ବିଜେଡିରେ ସାମିଲ ହେଲେ ପୂର୍ବତନ ପୂର୍ତ୍ତ ସଚିବ ନଳିନୀକାନ୍ତ ପ୍ରଧାନ । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନବୀନ ନିବାସରେ ଶଙ୍ଖ ଧରିଲେ ନଳିନୀ । ଗତ ୨୮ ତାରିଖରେ!-->…
Read More...
Read More...
ବିଜେପିର ଉପସଭାପତି, ରାଷ୍ଟ୍ରୀୟ ମୁଖପାତ୍ର ଭାବେ ନିଯୁକ୍ତି ପାଇଲେ ବୈଜୟନ୍ତ
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିବା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଦଳ ପକ୍ଷରୁ ସାଂଗଠନିକ ଦାୟିତ୍ୱ ଦିଆଯାଇଛି। ବୈଜୟନ୍ତଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ଓ ରାଷ୍ଟ୍ରୀୟ ମୁଖପାତ୍ର ଭାବେ ମଧ୍ୟ!-->…
Read More...
Read More...
ଦାଦାର ଟାଙ୍ଗିଆ ଚୋଟରେ ପୁତୁରା ଗୁରୁତର
ଯୁଯୁମୁରା: ସମ୍ବଲପୁର ଜିଲ୍ଲାର ଯୁଯୁମୁରା ଥାନା ଅନ୍ତର୍ଗତ ଜମଲୋଇ ଗ୍ରାମରେ ଗୁରୁବାର ଦାଦାର ଟାଙ୍ଗିଆ ଚୋଟରେ ପୁତୁରା ଗୁରୁତର ହୋଇଛନ୍ତି। ଜମିବାଡ଼ିକୁ କେନ୍ଦ୍ର କରି ଦାଦା ପୂର୍ଣ୍ଣଚନ୍ଦ୍ର ଦେହୁରୀ (୩୦) ଏବଂ ପୁତୁରା!-->…
Read More...
Read More...
ଶ୍ରେଷ୍ଠ ବିମାନବନ୍ଦର ଭାବେ ସମ୍ମାନିତ ହେଲା ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର
ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦର ୨୦୧୮ ବର୍ଷ ପାଇଁ ଶ୍ରେଷ୍ଠ ବିମାନବନ୍ଦର ଭାବେ ସମ୍ମାନଜନକ ଏୟାରପୋର୍ଟ ସର୍ଭିସ୍ କ୍ୱାଲିଟି ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛି।!-->…
Read More...
Read More...
ବିଡିଏ ଅଧ୍ୟକ୍ଷ ହେଲେ ପୂର୍ବତନ ମେୟର ଅନନ୍ତ ନାରାୟଣ ଜେନା
ଭୁବନେଶ୍ୱର: ଭୁବନେଶ୍ୱରର ପୂର୍ବତନ ମେୟର ଅନନ୍ତ ନାରାୟଣ ଜେନାଙ୍କୁ ମିଳିଛି ନୂଆ ଦାୟିତ୍ୱ । ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଅଧ୍ୟକ୍ଷ ଭାବେ ଅନନ୍ତ ନାରାୟଣ ଜେନାଙ୍କୁ ଦାୟିତ୍ୱ ଦିଆଯାଇଛି । ମୁଖ୍ୟମନ୍ତ୍ରୀ!-->…
Read More...
Read More...
