Browsing Category

Odisha

ଚାଲି ଚାଲି ଆସି ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚାଲି ଚାଲି ଆସି ଭୋଟ ଦେଇଥିବା ଦେଖିବାକୁ ମିଳିଛି। ଜଣେ ସାଧାରଣ ନାଗରିକ ଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ନିୟମ…
Read More...

ଶ୍ରୀ ସଦାଶିବ ସାମନ୍ତରାୟଙ୍କ ନାଲକୋର ନିର୍ଦ୍ଦେଶକ(ବାଣିଜ୍ୟିକ) ଭାବେ ଦାୟିତ୍ୱ ଗ୍ରହଣ

ଶ୍ରୀ ସଦାଶିବ ସାମନ୍ତରାୟ, କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧିନସ୍ଥ ନବରତ୍ନ ଉଦ୍ୟୋଗ ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିମିଟେଡ୍‌(ନାଲକୋ)ର ନୂତନ ନିର୍ଦ୍ଦେଶକ(ବାଣିଜ୍ୟିକ) ଭାବେ ୨୨.୦୩.୨୦୨୨ ତାରିଖରେ ଦାୟିତ୍ୱ ଗ୍ରହଣ…
Read More...

ପୁଣିଥରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ଯଶୈଳୀକୁ ପ୍ରଶଂସା; ରାଜ୍ୟରେ ହ୍ରାସ ପାଉଛି ବେକାରୀଙ୍କ ସଂଖ୍ୟା

ରାଜ୍ୟରେ ହ୍ରାସ ପାଉଛି ବେକାରୀଙ୍କ ସଂଖ୍ୟା। ସମଗ୍ର ଦେଶରେ ପୁଣିଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ଯଶୈଳୀକୁ ପ୍ରଶଂସା । ସେଣ୍ଟର ଫର୍ ମନିଟରିଂ ଇଣ୍ଡିଆନ୍ ଇକୋନୋମି (CMIE) ପକ୍ଷରୁ ଏହି ତଥ୍ୟ ପ୍ରକାଶ ପାଇଛି।…
Read More...

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟାକାଣ୍ଡ ମାମଲା; ଶାଶୂଘରେ ଲୁଚିଥିଲେ ଶର୍ମିଷ୍ଠା

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟାକାଣ୍ଡ ସାରା ରାଜ୍ୟରେ ଚହଳ ସୃଷ୍ଟି କରିଛି । ଏହି ହତ୍ୟାକାଣ୍ଡ ଗୁମର ଖୋଲିବାକୁ ପୋଲିସର ଚେଷ୍ଟା ଜାରି ରହିଛି । ମୁଖ୍ୟ ଅଭିଯୁକ୍ତ ୱେବ୍ ପୋର୍ଟାଲ ସମ୍ପାଦିକା ଶର୍ମିଷ୍ଠା…
Read More...

ୟୁନିଅନ ବ୍ୟାଙ୍କ୍‌ ଅଫ୍ ଇଣ୍ଡିଆରେ ରହିବ ଶ୍ରୀମନ୍ଦିର ଟଙ୍କା

ୟୁନିଅନ ବ୍ୟାଙ୍କ୍‌ ଅଫ୍ ଇଣ୍ଡିଆରେ ରହିବ ଶ୍ରୀମନ୍ଦିର ଟଙ୍କା। ଶ୍ରୀମନ୍ଦିର ଫାଉଣ୍ଡେସନ୍ ଫଣ୍ଡ୍‌ର ୧୧୫ କୋଟି ଟଙ୍କା ସ୍ଥାୟୀ ଜମା ପାଇଁ ଡକାଯାଇଥିବା ଟେଣ୍ଡର ଜିତିଛି ୟୁନିଅନ ବ୍ୟାଙ୍କ ଅଫ୍ ଇଣ୍ଡିଆ। ୫.୨୧ ପ୍ରତିଶତରେ…
Read More...

୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି।ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା…
Read More...

କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା; ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା ।ଏହି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରିବା ପାଇଁ ପୋଲିସ ଡିଜି ନିର୍ଦ୍ଦେଶ ଦେଇଛନ୍ତି । ତଦନ୍ତ ପାଇଁ ଦୁଇଟି ଟିମ୍ ଗଠନ କରିଛି କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ୍ ଟିମ୍…
Read More...

୨୮ରୁ ଖୋଲିବ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଆସନ୍ତା ୨୮ରୁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବ । ଛୋଟ ପିଲାମାନେ ଏଣିକି ଅଙ୍ଗନବାଡ଼ି ଯାଇ ପାଠ ପଢ଼ିପାରିବେ । ଏସଂକ୍ରାନ୍ତରେ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି । ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ପୂର୍ବରୁ…
Read More...

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲା; ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ଭାଇକୁ ଧରିଲା ପୋଲିସ

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲା । ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ଭାଇକୁ ଧରିଲା ପୋଲିସ । ଶର୍ମିଷ୍ଠାଙ୍କ ଭାଇ ପରମେଶ୍ୱରଙ୍କୁ କବଜାକୁ ନେଲା ପୋଲିସ । ପରମେଶ୍ୱର ରାଉତଙ୍କୁ ଆନ୍ଧ୍ରପ୍ରଦେଶ…
Read More...

ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭିଡ ଉପରେ ଗାଡି ମଡାଇବା ଘଟଣାରେ ଆଜି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପୋଲିସ ଗିରଫ କରିଛି। ହସ୍ପିଟାଲରୁ ସୁସ୍ଥ ହୋଇ ବାହାରିବା ପରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପୋଲିସ ଗିରଫ କରିଛି। ଗିରଫ ପରେ ତାଙ୍କୁ ବାଣପୁର…
Read More...

ପୁରୀର ବରିଷ୍ଠ ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ ମାମଲା; ପୁଣି ୪ ଜଣ ଗିରଫ

ପୁରୀର ବରିଷ୍ଠ ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ ମାମଲାରେ ପୁଲିସ ଆଜି ପୁଣି ୪ ଜଣଙ୍କୁ ଗିରଫ କରିଛି। କୁନୁମୁନ, ଟୁଟୁ, ହରିକୁ ଗିରଫ କରିବା ସହ ସେମାନଙ୍କୁ ଆଶ୍ରୟ ଦେଇଥିବା ଜଗନ ଖଟେଇଙ୍କୁ ପୁଲିସ ଆଜି ଗିରଫ କରି…
Read More...

ସମ୍ ରେ ଛ’ମାସ ଶିଶୁର ସଫଳ ହୃଦ୍ ଅସ୍ତ୍ରୋପଚାର

ଭୁବନେଶ୍ୱର: ସମ୍ ହସ୍ପିଟାଲ୍‌ରେ ମାତ୍ର ୬ ମାସ ଶିଶୁର ଶରୀରରେ ଥିବା ଜଟିଳ ହୃଦ୍ ସମସ୍ୟାର ସଫଳ ଅସ୍ତ୍ରୋପଚାର ସମ୍ଭବ ହୋଇପାରିଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଅଂଚଳର ସୁବାଷ ଚନ୍ଦ୍ର ବେହେରାଙ୍କ ଛ’ମାସର ଶିଶୁ ପୁତ୍ରଟି…
Read More...

ଶୁଭାରମ୍ଭ ହେଲା ବିଧାନସଭା ବିବରଣୀର ଡିଜିଟାଇଜେସନ୍‌

ଇତିହାସକୁ ସୁରକ୍ଷା ଦେବା ଆମର ପ୍ରମୁଖ କର୍ତ୍ତବ୍ୟ । ଓଡ଼ିଶା ବିଧାନସଭାର ବହୁ ମୂଲ୍ୟବାନ ବିବରଣୀ, ତଥ୍ୟ, ଦସ୍ତାବିଜ୍‌, ନଥିପତ୍ର ଓ ଗ୍ରନ୍ଥଗୁଡ଼ିକର ଡିଜିଟାଇଜେସନ୍‌ କାର୍ଯ୍ୟର ଶୁଭାରମ୍ଭ କରି ବାଚସ୍ପତି ଡ. ସୂର୍ଯ୍ୟନାରାୟଣ…
Read More...

ଅନୁଗୁଳରୁ ସମ୍ବଲପୁର ଆସୁଥିବା ବସ ଦୁର୍ଘଟଣାଗ୍ରସ୍ତ; ୨୦ରୁ ୩୦ ଜଣ ଯାତ୍ରୀ ଆହତ ହୋଇଥିବାର ସୂଚନା

ଅନୁଗୁଳରୁ ସମ୍ବଲପୁର ଆସୁଥିବାବେଳେ ଆଜି ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି | ଏଥିରେ ୨୦ରୁ ୩୦ ଜଣ ଯାତ୍ରୀ ଆହତ ହୋଇଥିବାର ସୂଚନା ମିଳିଛି | ମିଳିଥିବା ସୂଚନା ମୁତାବକ ଆଜି ଅନୁଗୁଳରୁ ସମ୍ବଲପୁର ଆସୁଥିବା ଗରୁଡ(ଓଆର ୧୫ ଏଚ…
Read More...