Browsing Category
Odisha
ଗିରଫ ହେବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ଘଟଣାରେ ଗିରଫ ହେବେ। ତାଙ୍କ ବିରୋଧରେ ହତ୍ୟା ଉଦ୍ୟମ ଦଫା ଲଗାଯାଇଥିବା ନେଇ ଶନିବାର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଅପରପକ୍ଷେ…
Read More...
Read More...
ଏଥର ରବିବାର ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ
କରୋନା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ପାଇଁ ଲାଗିଥିବା ରବିବାର କଟକଣାକୁ ହଟାଇ ଦିଆଯାଇଛି । ଚଳିତ ମାସ ଅର୍ଥାତ ମାର୍ଚ୍ଚ ୨୦ ତାରିଖ ଠାରୁ ରବିବାର ବି ଖୋଲା ରହିବ ଶ୍ରୀମନ୍ଦିର । ଆଜି ବସିଥିବା ଛତିଶା ନିଯୋଗ ବୈଠକ ପରେ…
Read More...
Read More...
ବିଜେଡି ପ୍ରାର୍ଥୀଙ୍କ ଉପରେ ବିଜେପିର ନୃଶଂସ ଆକ୍ରମଣ ନିନ୍ଦନୀୟ: ବିଜେଡି
ଭୁବନେଶ୍ୱର: ଭୁବନେଶ୍ୱରରେ ବିଜେଡି ପ୍ରାର୍ଥୀଙ୍କ ଉପରେ ବିଜେପି ନେତା ଓ କର୍ମୀ ଙ୍କ ଦ୍ୱାରା ହୋଇଥିବା ନୃଶଂସ ଆକ୍ରମଣକୁ ବିଜେଡି ଦୃଢ ଭାବେ ନିନ୍ଦା କରୁଥିବା କହିଛନ୍ତି ବିଜେଡି ମୁଖପାତ୍ର ସୁଶ୍ରୀ ଇପ୍ସିତା ସାହୁ । ଆଜି…
Read More...
Read More...
ଲୋକ ଓ ପୋଲିସ କର୍ମୀଙ୍କ ଉପରେ ଚିଲିକା ବିଧାୟକ ଗାଡ଼ି ଚଢ଼ାଇବା ଘଟଣାକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ନିର୍ବାଚିତ ପ୍ରତିନିଧି ପ୍ରଶାନ୍ତ ଜଗଦ୍ଦେବ ନୀରିହ ଜନତା ଓ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରୋଶମୂଳକ ଭାବେ…
Read More...
Read More...
ଆଇସିୟୁରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ଲୋକଙ୍କ ମାଡ଼ରେ ଲହୁଲୁହାଣ ହୋଇଥିବା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ପ୍ରଶାନ୍ତ ଏକ ଘରୋଇରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଲୋକଙ୍କ ମାଡ଼ରେ ପ୍ରଶାସନଙ୍କ…
Read More...
Read More...
ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ: ସସ୍ମିତ
ବିଜୁ ଜନତା ଦଳ ପକ୍ଷରୁ ଆଜି ବାଣପୁରରେ ଚିଲିକା ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦେବ ଘଟାଇଥିବା ବର୍ବର କାର୍ଯ୍ୟକୁ ବିଜେଡି ଦୃଢ ଭାବେ ନିନ୍ଦା କରୁଥିବା କହିଛନ୍ତି ଦଳୀୟ ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର ।ଆଜି ଏଠାରେ ଡକ୍ଟର…
Read More...
Read More...
ଜଳିବ ଓଡିଶା
ରାଜ୍ୟରେ ବଢୁଛି ତାତି । ରାଜ୍ୟରେ ଗତକାଲି ୩୭ଡିଗ୍ରି ଉପରେ ୬ଟି ସହର ଥିଲା । ଆସନ୍ତା ୧୪ରୁ ରାଜ୍ୟରେ ଆହୁରି ବଢିବ ତାତି । ଆଭ୍ୟନ୍ତରୀଣ ଓଡିଶାରେ ତାତି ୪୦ଡିଗ୍ରି ଛୁଇଁବ । ପାଣିପାଗବିତ୍ ଏଭଳି ପୂର୍ବାନୁମାନ କରିଛନ୍ତି ।…
Read More...
Read More...
ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଚିଲିକା ବିଧାୟକ
ବିଜେପି କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ଗୁରୁତର । ହସ୍ପିଟାଲରେ ଭର୍ତ୍ତି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଅଭାବନୀୟ ଘଟଣା । ବିଜେପି କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ଗୁରୁତର…
Read More...
Read More...
ଏଥର ସତ୍ୟପାଠ କରିବେ ଢିଙ୍କିଆବାସୀ
ହାଇକୋର୍ଟ କମିଟିଙ୍କ ଢିଙ୍କିଆ ଜନଶୁଣାଣି ବେଳେ ଗଣ୍ଡଗୋଳ ମାମଲା । ସତ୍ୟପାଠ ଜରିଆରେ ଅଭିଯୋଗ ଦାଖଲ ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି । ଯେଉଁ ଲୋକ କମିଟି ସାମ୍ନାକୁ ଆସିପାରିନାହାନ୍ତି, ସେମାନେ ସତ୍ୟପାଠରେ ଜଣାଇପାରିବେ…
Read More...
Read More...
ଦଳମତରୁ ଉପରକୁ ଉଠି କାମ କଲେ ସବୁବେଳେ ଲୋକଙ୍କ ଭରସା ଓ ଆଶୀର୍ବାଦ ପାଇପାରିବା: ନବୀନ ପଟ୍ଟନାୟକ
ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ହିଞ୍ଜିଳି ଓ ଶେରଗଡ ବ୍ଲକ୍ର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ…
Read More...
Read More...
ଏଥର ଅଫଲାଇନରେ ହେବ ମ୍ୟାଟ୍ରିକ ପରୀକ୍ଷା
ଦଶମ ଶ୍ରେଣୀ ପିଲାଙ୍କ ପାଇଁ ବଡ ଖବର। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ରାଜ୍ୟର ସମସ୍ତ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି । ଚଳିତ ବର୍ଷ ଅଫଲାଇନ୍ ପରୀକ୍ଷା ହେବା ସହ ତିନୋଟି ପଦ୍ଧତିରେ ମୂଲ୍ୟ…
Read More...
Read More...
ସୁସ୍ଥ ଜୀବନଶୈଳୀ ଓ ଯୋଗାଭ୍ୟାସ ଦ୍ୱାରା କିଡ୍ନୀ ସମସ୍ୟା କରିହେବ ଦୂର
ଭୁବନେଶ୍ୱର: କିଡ୍ନୀ ଜନିତ ରୋଗ ବର୍ତମାନ ଏକ ବଡ଼ ସ୍ୱାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି । ଏହା ଦ୍ୱାରା ଜୀବନଶୈଳୀ ଉପରେ ଅନେକ ପ୍ରଭାବ ପଡୁଛି । ତେଣୁ ସୁସ୍ଥ ଜୀବନଶୈଳୀ ଏବଂ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ଦ୍ୱାରା ଏହି…
Read More...
Read More...
ପୁଣିଥରେ ପ୍ରଶଂସା ସାଉଁଟୁଲେ ନବୀନ
ଦିନକୁ ଦିନ ଆହୁରି ବୃଦ୍ଧି ପାଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ୨୪ ବର୍ଷ ଧରି କ୍ଷମତାରେ ଥିଲେ ବି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତାରେ ମଳିନ ପଡିନି । ପୂର୍ବାପେକ୍ଷା ବଢିଛି ଅଧିକ…
Read More...
Read More...
ଛତ୍ରବଜାର ପୋଲ ଭୁଶୁଡ଼ିବା ଘଟଣା; ୨ ମୃତ, ଜଣେ ଗୁରୁତର
କଟକ ଛତ୍ରବଜାର ପରିବା ମାର୍କେଟ ନିକଟ ପୋଲ ଭୁଶୁଡ଼ି ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଛି। ୨ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଡିସିପି ପ୍ରତୀକ…
Read More...
Read More...
