Browsing Category

Odisha

କେନ୍ଦ୍ର ମାନୁ ସଂଘୀୟ ବ୍ୟବସ୍ଥା : ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ସମସ୍ତଙ୍କୁ ସଂଘୀୟ ବ୍ୟବସ୍ଥାର ପାଠ ସମସ୍ତଙ୍କୁ ପଢ଼ାଇଛନ୍ତି ଓ ସମସ୍ତଙ୍କୁ ସମ୍ମାନ ଜଣାଇଛନ୍ତି। ତାଙ୍କର ଆଚାର ବିଚାର ଓ କାର୍ଯ୍ୟରେ ବିରୋଧୀଙ୍କ ପାଇଁ ବି ସମ୍ମାନ…
Read More...

‘ଜଓ୍ୱାଦ’ ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ କେନ୍ଦ୍ରୀୟ ଟିମ୍ : ମୁଖ୍ୟ ଶାସନ ସଚିବଙ୍କ ଆଲୋଚନା

ଭୁବନେଶ୍ୱର: ଜଓ୍ୱାଦ ବାତ୍ୟାରେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲା କେନ୍ଦ୍ରୀୟ ଟିମ୍‌ । କ୍ଷେତ୍ର ପରିଦର୍ଶନ ପରେ ମୁଖ୍ୟ ଶାସନ ସଚିବ, ଏସଆରସି, କୃଷି ବିଭାଗ ପ୍ରମୁଖ ସଚିବଙ୍କ ସହ ଆଲୋଚନା କରିଛନ୍ତି। ଏହାପରେ ଦିଲ୍ଲୀ…
Read More...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୫୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଆଜି ସୁସ୍ଥ ହୋଇଛନ୍ତି ଆଉ ୪୫୦ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୨୯ ହଜାର ୧୪୭…
Read More...

ଦୀପାବଳି ପରେ ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ ଯାଏଁ ସ୍କୁଲ !

ଭୁବନେଶ୍ଵର  : ଦୀପାବଳି ପରେ ଖୋଲିବ ପ୍ରଥମରୁ ସପ୍ତମ ଶ୍ରେଣୀ ଯାଏଁ ସ୍କୁଲ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଚାର ବିମର୍ଶ କରୁଛି। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର‌୍ୟ୍ୟାୟ କ୍ରମେ ସ୍କୁଲ ଖୋଲିବାକୁ ଯୋଜନା…
Read More...

ଏୟାରଲିଫ୍ଟ ହେଲେ ମନ୍ତ୍ରୀ ପ୍ରତାପ ଜେନା,ଚିକିତ୍ସା ପାଇଁ ଘରୋଇ ହସ୍‌ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ମନ୍ତ୍ରୀ ପ୍ରତାପ ଜେନା ଆଜି ଅପରାହ୍ନରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସ୍ଥାନୀୟ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଁଚିବା ପରେ ତାଙ୍କର ଚିକିତ୍ସା ପାଇଁ ଘରୋଇ…
Read More...

ପେଟ୍ରୋଲ, ଡିଜେଲ ଦରବୃଦ୍ଧି ପ୍ରତିବାଦରେ ବିଜେଡି ପକ୍ଷରୁ ରାଜଭବନ ଆଗରେ ବିକ୍ଷୋଭ ଓ ପ୍ରତିବାଦ ସଭା

ଭୁବନେଶ୍ୱର: ପେଟ୍ରୋଲ, ଡିଜେଲ ଦରବୃଦ୍ଧି ପ୍ରତିବାଦରେ ଆଜି ବିଜେଡି ରାସ୍ତାକୁ ଓହ୍ଲାଇଛି। ପାର୍ଟି ଅଫିସରୁ ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନେ ରାଜଭବନ ଅଭିମୁଖେ ରାଲି କରିଛନ୍ତି। କରୋନା ମହାମାରୀ ସମୟରେ…
Read More...

୪୨ଟି ଟ୍ରେଡ୍ ୟୁନିୟନର ହଜାରରୁ ଉର୍ଦ୍ଧ ଶ୍ରମିକ, କର୍ମର୍ଚାରୀ ସିପିଏମ୍ ସଂଗଠନ ଛାଡି ବିଜୁ ଜନତା ଦଳ ଓ ବିଜୁ ଶ୍ରମିକ…

ଭୁବନେଶ୍ୱର :  ଭୁବନେଶ୍ୱର ୪୨ଟି ସ୍ଥାନୀୟ ଓ ରାଜ୍ୟ ସ୍ତରୀୟ ଟ୍ରେଡ୍ ୟୁନିୟନର ପ୍ରୟ ଏକ ହଜାର ଶ୍ରମିକ ଓ କର୍ମଚାରୀ ମାନେ ବିଶିଷ୍ଟ ଶ୍ରମିକନୋତା ଶ୍ରୀ ନବ କିଶୋର ମହାନ୍ତିଙ୍କ ନେତୃତ୍ୱରେ ଆଜି ବିଜୁ ଜନତା ଦଳର ସାଂଗଠନିକ…
Read More...

ଦରଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ର ବିରୁଦ୍ଧରେ ଜୋରଦାର ପ୍ରତିବାଦ କରିବ ବିଜେଡି

ଭୁବନେଶ୍ୱର : ପେଟ୍ରୋଲ, ଡିଜେଲ ଓ ଏଲ୍‍ପିଜି ଦର ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ବିରୁଦ୍ଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା ଦେଇଛି । ରାଜଧାନୀ ଠାରୁ ନିର୍ବାଚନ ମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ…
Read More...

ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ୍‌ ଟୁର୍‌ : ମାଲକାନଗିରିର ‘ବଣ୍ଡା’ ଜନଜାତି

ଭୁବନେଶ୍ୱର :  ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ପ୍ରତ୍ୟେକ ରବିବାର ଦିନ ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ୍‌ ଟୁର୍‌ର ବ୍ୟବସ୍ଥା କରାଯାଇଛି । ଦର୍ଶକମାନେ ରବିବାର ଅର୍ଥାତ୍‌…
Read More...

ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ହେବ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ । ୧୦୫ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ…
Read More...

ରାଜନୀତି ପାଇଁ ଅତି ନିମ୍ନ ସ୍ତରକୁ ଯାଉଛି ବିଜେପି: ବିଜେଡି

ଭୁବନେଶ୍ୱର : ବିଜେପିର ଆଜିର ସାମ୍ବାଦିକ ସମ୍ମିଳନୀ ପୁଣିଥରେ ପ୍ରମାଣ କରିଛି ଯେ ବିଜେପି ନେତାମାନେ ରାଜନୀତିରେ ତିଷ୍ଠି ରହିବା ପାଇଁ କିଭଳି ଟିଭିରେ ମୁହଁ ଦେଖାଇବାକୁ ପରସ୍ପର ସହ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ।…
Read More...

ସ୍ପର୍ଶକାତର ମାମଲାରେ ବିଜେପି ନିମ୍ନମାନର ରାଜନୀତି କରୁଛି: ବିଜେଡି

ଭୁବନେଶ୍ୱର : ନିଜର ସ୍ଥିତି ଜାହିର ପାଇଁ ଓଡିଶା ବିଜେପି ଏବେ ସ୍ପର୍ଶକାତର ମାମଲାରେ ନିମ୍ନମାନର ରାଜନୀତି କରୁଛି । ପୀଡିତା କିମ୍ବା ତାଙ୍କ ପରିବାର କିଭଳି ନ୍ୟାୟ ପାଇବେ ସେ ଦିଗରେ ଚିନ୍ତା କରିବା ବଦଳରେ ହଜାର ହଜାର…
Read More...

ହାତ ଛାଡିଲେ, ଶଙ୍ଖ ଧରିବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ଭୁୁବନେଶ୍ୱର : ସବୁ କଳ୍ପନାଜଳ୍ପନାର ଅବସାନ ଘଟିଛି । କଂଗ୍ରେସର ହେଭିୱେଟ୍ ନେତା ତଥା ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଦଳ ଛାଡ଼ିଦେଇଛନ୍ତି । କଂଗ୍ରେସର ଏହି କାର୍ଯ୍ୟକାରୀ ସଭାପତି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା…
Read More...

ନୟାଗଡରେ ହାତ ଏବଂ ପଦ୍ମ ଛାଡ଼ି ବିଜେଡିର ହାତ ଧରିଲେ ଶତାଧିକ କର୍ମୀ

ନୟାଗଡ : ହାତ ଏବଂ ପଦ୍ମ ଛାଡ଼ି ବିଜେଡିର ହାତ ଧରିଲେ ଶତାଧିକ କର୍ମୀ । ବିଜେଡି ପକ୍ଷରୁ ନୟାଗଡ ନିର୍ବ ।ଚନ ମଣ୍ଡଳୀର ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଆଜି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ବିଧାୟକ ତଥା କୃଷି…
Read More...