Browsing Category

Odisha

ସଂରକ୍ଷଣ ସୀମା ୫୦%ରୁ ଊର୍ଦ୍ଧ୍ୱ କରିବା ପାଇଁ ଚାପ ପକାଉ ବିଜେପି: ବିଜେଡି

ଭୁବନେଶ୍ୱର : ବିଜେପି ମୁଖପାତ୍ର ସୋନାଲି ସାହୁ ବୋଧହୁଏ ଜାଣିନାହାନ୍ତି ଯେ ଗତକାଲି ବିଜେଡି ସାଂସଦମାନେ ଭାରତର ମାନ୍ୟବର କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟି ଏକ କେନ୍ଦ୍ରୀୟ ଆଇନ୍‍ ଦାବି କରିଛନ୍ତି ଯେଉଁଥିରେ…
Read More...

ସମ୍ ପ୍ରଫେସର ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍‌୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କର୍ଣ୍ଣ, ନାସା ଓ ଗଳା (ଇଏନ୍‌ଟି) ତଥା ମୁଣ୍ଡ ଓ ବେକ ଶଲ୍ୟ ବିଭାଗର ମୁଖ୍ୟ ପ୍ରଫେସର ସନ୍ତୋଷ…
Read More...

ଓଡିଶା ବନ ଉନ୍ନୟନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୧.୫୮ କୋଟି ଟଙ୍କାର ଲାଭାଂଶ ପ୍ରଦାନ

ଭୁବନେଶ୍ୱର : ଓଡିଶା ବନ ଉନ୍ନୟନ ନିଗମ ପକ୍ଷରୁ ଆଜି ରାଜ୍ୟ ସରକାରଙ୍କୁ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୧ କୋଟି ୫୮ ଲକ୍ଷ ୧୩ ହଜାର ୧୭୫ ଟଙ୍କାର ଲାଭାଂଶ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ…
Read More...

ଆଜାଦି କା ଅମୃତ ମହୋତ୍ସବ: ରାଜ୍ୟବ୍ୟାପୀ ପାଳିତ ହେବ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ୱର :  ଆଜାଦି କା ଅମୃତ ମହୋତ୍ସବ ପାଳନ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ବିଭିନ୍ନ ବିଭାଗର ପ୍ରତିନିଧିମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ ଶାସନ…
Read More...

ପୂରଣ ହେବ ୧୧ ହଜାର ୪୫୦ ଶିକ୍ଷକ ପଦବୀ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୧୧ ହଜାର ୪୫୦ଟି ଶିକ୍ଷକ ପଦବୀ ପୂରଣ ବ୍ୟବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ପ୍ରଥମ ପର୍ଯ୍ୟାୟରେ ୪ ହଜାର ୬୧୯ ଗୋଟି ପଦବୀ ପୂରଣ…
Read More...

ବିଜୁ ମହିଳା ଜନତା ଦଳର ନୂଆ ୩୫ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କୁ ନେଇ କାର୍ମଶାଳା

ଭୁବନେଶ୍ୱର: ବିଜୁ ମହିଳା ଜନତା ଦଳର ନୂଆ ପର୍ଯ୍ୟବେକ୍ଷକମାନଙ୍କୁ ନେଇ ଏକ କର୍ମଶାଳା ଆୟୋଜନ କରାଯାଇଛି। ବିଜୁ ଯୁବ ଜନତା ଦଳର ରାଜ୍ୟ କାର୍ଯ୍ୟାଳୟରେ ହୋଇଛି କର୍ମଶାଳା। ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ,…
Read More...

ଟାଙ୍ଗୀ ଓ ଜଟଣୀର ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ବିଜେଡିରେ ସାମିଲ

ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ବ୍ଲକ ଓ ଜଟଣୀ ନିର୍ବାଚନ ମଣ୍ଡଳୀର ବିଜେପି ଓ କଂଗ୍ରେସ ଦଳର ଶତାଧିକ କର୍ମକର୍ତ୍ତା ଓ କର୍ମୀ ଆଜି ବିଜୁ ଜନତା ଦଳରେ ବିଧିବଦ୍ଧ ଭାବେ ସାମିଲ୍ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ବହୁ…
Read More...

ସିଆଇଆଇ ଦ୍ଵାରା ସମ ଅଲଟିମେଟ ମେଡ଼ିକେଆର ନର୍ସିଂ ଟିମ୍ ସମ୍ବର୍ଦ୍ଧିତ

ଭୁବନେଶ୍ୱର  : କୋଭିଡ ମହାମାରୀ ସମୟରେ ପ୍ରକୃତ କୋଭିଡ ଯୋଦ୍ଧା ଭାବେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସମାଜ ପାଇଁ ଅତୁଳନୀୟ କାର୍ଯ୍ୟ କରିଥିବା ଦୃଷ୍ଟିରୁ କନଫେଡେରେସନ ଅଫ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ ) ପକ୍ଷରୁ ସମ…
Read More...

ଡକ୍ଟର ଦେବ୍ ମହାନ୍ତି ପବ୍ଲିକ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ

ଭୁବନେଶ୍ୱର  : କୋଭିଡ କଟକଣା । ଜୀବନ ଓ ଜୀବିକା ବଞ୍ଚାଇବା ଚିନ୍ତାରେ ଥିଲେ ଅବିଭାବକ । ଏସବୁ ଭିତରେ କିନ୍ତୁ ଗ୍ରାମାଞ୍ଚଳର ଛାତ୍ର ଛାତ୍ରୀ ମାନେ ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ ବେଶ ଭଲ କରିଛନ୍ତି । କଟକ ଜିଲ୍ଲା…
Read More...

ଗରିବ ଲୋକଙ୍କୁ ଘର ପାଇବାରୁ ବଞ୍ଚିତ ଲାଗି ବିଜେପି ଷଡଯନ୍ତ୍ର ଚଳାଇଛି: ବିଜେଡି

ଭୁବନେଶ୍ୱର : ଓଡିଶାର ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‍ଏୱାଇ) ଯୋଜନାରେ ଘର ପାଇବାରୁ ବଞ୍ଚିତ କରିବାପାଇଁ ବିଜେପିର ଷଡଯନ୍ତ୍ର ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଦୁଃଖଦ ବୋଲି କହିଛନ୍ତି ବିଜେଡି ମୁଖପାତ୍ର…
Read More...

ଦୁଇ ଓଡ଼ିଆ ହକି ଖେଳାଳିଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓରେ ଭାରତୀୟ ହକି ଟିମ୍‌ର ଦମଦାର ବିଜୟ । ଟିମରେ ଥିବା ଓଡିଆ ଖେଳାଳିଙ୍କ ପାଇଁ ଗର୍ବିତ ରାଜ୍ୟ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨ ଓଡ଼ିଆ ଖେଳାଳିଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ । ଅମିତ…
Read More...

ଭାରତୀୟ ହକି ଟିମ୍ ସହ ଭିଡିଓ କନଫରେନ୍ସିଂରେ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

ଭୁବନେଶ୍ୱର: ୪୧ ବର୍ଷ ପରେ ଅଲିମ୍ପିକ୍ସରେ ହକି ବ୍ରୋଞ୍ଜ ବିଜୟରେ ସାରା ଦେଶ ଉତ୍ସବ ମୁଖର ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ବ୍ରିଲିଆଣ୍ଟ ପ୍ରଦର୍ଶନକୁ ନେଇ ଟିମ ଇଣ୍ଡିଆକୁ ଅଭିନନ୍ଦନ ଜଣାଇଛନ୍ତି।…
Read More...

ଇମ୍ପାକ୍ଟ ପକ୍ଷରୁ ୪୨ତମ ଶାରଳା ପୁରସ୍କାର ଘୋଷଣା

ଭୁବନେଶ୍ୱର : ବିଶିଷ୍ଟ କଥାକାର ପାରମିତା ଶତପଥୀ ତାଙ୍କ ଉପନ୍ୟାସ "ଅଭିପ୍ରେତ କାଳ' ନିମନ୍ତେ ୪୨ତମ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି । ଏହି ପୁସ୍ତକଟି ୨୦୧୬ ମସିହାରେ ପଶ୍ଚିମା ପ୍ରକାଶନ, ଭୂବନେଶ୍ୱର…
Read More...