Browsing Category

Odisha

ହତାଶ କର୍ମୀଙ୍କ ମନୋବଳ ବଢାଇବାକୁ ବିଜେପିର ମନଗଢା ବିବୃତ୍ତି: ବିଜେଡି

ଭୁବନେଶ୍ୱର : ନିକଟରେ ଅନୁଷ୍ଠିତ ପଶ୍ଚିମବଙ୍ଗ ନିର୍ବାଚନରେ ବିଜେପିର ଶୋଚନୀୟ ପରାଜୟ ଏବଂ କର୍ଣ୍ଣାଟକ, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଏବଂ ଅନ୍ୟାନ୍ୟ ରାଜ୍ୟରେ ସେମାନଙ୍କର ସାଂଗଠନିକ ସମସ୍ୟା ପରେ, ଓଡିଶାର ବିଜେପି ନେତା ଏବଂ…
Read More...

ସମ୍ ହସ୍ପିଟାଲରେ ଜନସାଧାରଣଙ୍କ ପାଇଁ କୋଭିସିଲ୍ଡ ଟୀକା ଉପଲବ୍ଧ

ଭୁବନେଶ୍ୱର  : ସ୍ୱାସ୍ଥ୍ୟ ସେବାକୁ ସବୁଠାରୁ ଗୁରୁତ୍ୱ ଦେଉଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲରେ ଜନସାଧାରଣଙ୍କର ସ୍ୱାସ୍ଥ୍ୟ ସେବା ଓ ସୁବିଧାକୁ…
Read More...

ସମ୍ ଅଲ୍ଟିମେଟ ମେଡିକେୟାରରେ ନବଜାତ ଶିଶୁର ଜଟିଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ସମ୍ ଅଲ୍ଟିମେଟ ମେଡିକେୟାରର ଡାକ୍ତରମାନେ ଏକ ନବଜାତ ଶିଶୁଠାରେ ଦେଖାଦେଇଥିବା ବିରଳ ଜନ୍ମଗତ ତ୍ରୁଟିର ଅସ୍ତ୍ରୋପଚାର କରି ତାର ଜୀବନ ବଂଚାଇବାରେ ସଫଳ ହୋଇଛନ୍ତି । ଏକ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ସମୟ…
Read More...

ବିଜେଡିରେ ନୂଆ ନିଯୁକ୍ତି : ୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଲେ ନବୀନ

ଭୁବନେଶ୍ୱର : ବିଜେଡି ସଙ୍ଗଠନକୁ ଆହୁରି ମଜଭୁତ କରିବା ଲାଗି ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ମାନଙ୍କୁ ନିଯୁକ୍ତି ଦେଇଛନ୍ତି । ଏଥି ସହିତ ଦଳର ୬ ଜଣ ବରିଷ୍ଠ ନେତାଙ୍କୁ…
Read More...

ମାଟ୍ରିକ ରେଜଲ୍ଟ : ଜଗତସିଂପୁରରୁ ସର୍ବାଧିକ ଉତ୍ତୀର୍ଣ୍ଣ

ଭୁବନେଶ୍ବର   : ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇଛି । ମହାମାରୀ କରୋନା ଯୋଗୁଁ ପ୍ରଥମ ଥର ପାଇଁ ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ପାସ୍ ହାର ୯୭.୮୯ ପ୍ରତିଶତ ରହିଛି। ମୋଟ୍…
Read More...

ଓଡ଼ିଶାରେ ଚିହ୍ନଟ ହେଲା ଡେଲଟା ପ୍ଲସ ଭ୍ୟାରିଆଣ୍ଟ

ନୂଆଦିଲ୍ଲୀ:  ଓଡ଼ିଶାରେ ଚିହ୍ନଟ ହେଲା ଡେଲଟା ପ୍ଲସ ଭ୍ୟାରିଆଣ୍ଟ । ଓଡ଼ିଶାର ଦେବଗଡ଼ରେ ଚିହ୍ନଟ ହୋଇଛନ୍ତି। ଦେଶରେ ଏଯାବତ୍ ମୋଟ ୪୮ ଜଣ ଡେଲ୍ଟା ପ୍ଳସ୍ ଭ୍ୟାରିଆଣ୍ଟ ରୋଗୀ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ପ୍ରଥମ…
Read More...

୨୦୨୩ ସୁଦ୍ଧା ବସ୍ତି ମୁକ୍ତ ହେବ ଓଡ଼ିଶା

ଭୁବନେଶ୍ବର : ୨୦୨୩ ସୁଦ୍ଧା ବସ୍ତି ମୁକ୍ତ ହେବ ଓଡ଼ିଶା । ରାଜ୍ୟରେ ୨୯୯୨ ବସ୍ତିରେ ପ୍ରାୟ ୭୦ ହଜାର ଲୋକଙ୍କୁ ଦିଆଯିବ ସରକାରୀ ପଟ୍ଟା । ଅନ୍ୟ ଜନବସତି ଅଞ୍ଚଳ ସହ ବସ୍ତି ଅଞ୍ଚଳରେ ବି ସାମଗ୍ରିକ ବିକାଶ କରାଯିବ । ରାଜ୍ୟରେ…
Read More...

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ମାମଲା ଥମିବାରେ ଲାଗିଛି । ଦୈନିକ ସଂକ୍ରମଣ ମାମଲା ୩ ହଜାର ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୨ ହଜାର ୯୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୬୭୫ଟି ମାମଲା…
Read More...

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୪୮୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୮୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୫୬ ହଜାର ୪୯୮ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ…
Read More...

କୋଭିଡର ମୁକାବିଲା ପାଇଁ ସତର୍କ ରହିବା ଲାଗି ଜିଲ୍ଲାପାଳଙ୍କୁ ଚିଠି ଲେଖିଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର: କୋଭିଡର ମୁକାବିଲା ପାଇଁ ସତର୍କ ରହିବା ଲାଗି ସମସ୍ତ ଜିଲ୍ଲାପାଳଙ୍କ ଚିଠି ଲେଖିଛି ସ୍ବାସ୍ଥ୍ୟ ବିଭାଗ । କୋଭିଡ ୧୯ ପରିଚାଳନା ପରିପ୍ରେକ୍ଷୀରେ ସତର୍କତାମୂଳକ ପଦକ୍ଷେପ ନେବା ଲାଗି ପରାମର୍ଶ ଦେଇଛନ୍ତି ଅତିରିକ୍ତ…
Read More...

ବରିଷ୍ଠ IPS ସ୍ତରରେ ଅଦଳବଦଳ, ଯଶବନ୍ତ ଜେଠଓ୍ବା ହେଲେ ଭିଜିଲାନ୍ସ ନିର୍ଦ୍ଦେଶକ

ଭୁବନେଶ୍ବର : ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଯଶବନ୍ତ ଜେଠଓ୍ବା ହେଲେ ଭିଜିଲାନ୍ସ ନିର୍ଦ୍ଦେଶକ । ଦେବାଶିଷ ପାଣିଗ୍ରାହୀଙ୍କ କରୋନାରେ ଆକ୍ରାନ୍ତ ହୋଇ ଦେହାନ୍ତ ପରେ ଖାଲି ପଡିଥିଲା ପଦ । ତାଙ୍କ ପରେ…
Read More...

ଓମ୍‌ଫେଡ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା : ଉପକୃତ ହେବେ ୧ ଲକ୍ଷ ୨୦ ହଜାର ଦୁଗ୍‌ଧ ଚାଷୀ

ଭୁବନେଶ୍ବର  : ଓମ୍‌ଫେଡ ଦୁଗ୍‌ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତାରେ ପ୍ରତି ଦୁଗ୍‌ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା…
Read More...

ରାଜ୍ୟ ସଂଗ୍ରହାଳୟର ଧାରାବାହିକ କାର୍ଯ୍ୟକ୍ରମ, ‘ଇନ୍ଦ୍ରଧନୁ’ – ଆଶାର କିରଣ

ଭୁବନେଶ୍ୱର :  କୋଭିଡ ମହାମାରୀ ଜନିତ ଭୟାବହ ପରିସ୍ଥିତିର ମୁକାବିଲା ପାଇଁ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଅଭିନବ ପ୍ରୟାସ 'ଇନ୍ଦ୍ରଧନୁ- ଆଶାର କିରଣ' ଶୀର୍ଷକ ଧାରାବାହିକ ଆଲୋଚନାଚକ୍ର ଭର୍ଚୁଆଲ ମାଧ୍ୟମରେ ଆରମ୍ଭ ହୋଇଛି।…
Read More...