Browsing Category

Odisha

ଯୁକ୍ତ ୨ ମୂଲ୍ୟାୟନ ଲାଗି ୧୫ ଦିନ ଭିତରେ ଗଠନ ହେବ ବିଶେଷଜ୍ଞ କମିଟି : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର : ଯୁକ୍ତ ୨ ପରୀକ୍ଷା ବାତିଲକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୧୫ ଦିନ ଭିତରେ ଗଠନ ହେବ ବିଶେଷଜ୍ଞ କମିଟି…
Read More...

୧୦ ରୁ ୧୪ ତାରିଖ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର : ଆସନ୍ତା ୧୦ ରୁ ୧୪ ତାରିଖ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ୧୧ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି…
Read More...

ସମ ହସ୍ପିଟାଲରେ କର୍କଟ ରୋଗରେ ପୀଡିତ ଶିଶୁଙ୍କ ସମସ୍ତ ଚିକିତ୍ସା ଉପଲବ୍ଧ

ଭୁବନେଶ୍ୱର : ଜାତୀୟ କ୍ୟାନ୍ସର ସରଭାଇଭର ଦିବସ ବା National cancer Survivor Day ପ୍ରତିବର୍ଷ ଜୁନ ମାସ ପ୍ରଥମ ରବିବାର ପାଳନ କରାଯାଏ। ଏହି ଦିବସ ଦର୍ଶାଇଥାଏ ଯେ "କର୍କଟ ରୋଗ ଚିହ୍ନଟ ପରେ ମଧ୍ୟ ଜୀବନର ବାସ୍ତବତା…
Read More...

ଅଭିନେତା ଅଟଳ ବିହାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ବିଶିଷ୍ଟ ଅଭିନେତା, ନାଟ୍ୟ କଳାକାର ତଥା କଥାକାର ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର…
Read More...

ବିଶ୍ୱ ପରିବେଶ ଦିବସରେ ପୁଣେରେ ଇ-୧୦୦ ବିତରଣ ଷ୍ଟେସନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର :  ଇଥାନଲ ପରିବେଶ ଏବଂ ଚାଷୀଙ୍କ ଜୀବନ ଉପରେ ଉତମ ପ୍ରଭାବ ପକାଉଛି । ଏକବିଂଶ ଶତାବ୍ଦୀର ଭାରତରେ ପ୍ରମୁଖ ପ୍ରାଥମିକତା ଇଥାନଲ୍ ହୋଇଛି ଏବଂ ୨୦୨୫ ସୁଦ୍ଧା ପେଟ୍ରୋଲରେ ୨୦ ପ୍ରତିଶତ ଇଥାନଲ ମିଶ୍ରଣ…
Read More...

ରାଜନୈତିକ ଉଦ୍ଦେଶ୍ୟ ରଖି ବିଜେପିର ବାତ୍ୟା ସମାଲୋଚନା : ବିଜେଡି

ଭୁବନେଶ୍ୱର : ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳରେ ରାଜ୍ୟ ସରକାର ଅତ୍ୟନ୍ତ ପ୍ରଭାବଶାଳୀ ଢଙ୍ଗରେ ରିଲିଫ ଓ ଥଇଥାନ କାର୍ଯ୍ୟ ଚଳାଇଛନ୍ତି । ସରକାରଙ୍କର ଏଭଳି କାର୍ଯ୍ୟକୁ ସବୁଆଡୁ ପ୍ରଶଂସା କରାଯାଉଥିବାବେଳେ ରାଜନୈତିକ ଉଦ୍ଦେଶ୍ୟ…
Read More...

ଡା.ବିଜୟ କୁମାର ସାହୁ ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ଗୁଣାତ୍ମକ ପରିବର୍ତନ ଆଣିଥିଲେ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :  ବିଶିଷ୍ଟ ଶିକ୍ଷାବିତ୍ ତଥା ସାଇ ଇଂଟରନ୍ୟାସନାଲ ସ୍କୁଲର ଅଧ୍ୟକ୍ଷ ଡା. ବିଜୟ କୁମାର ସାହୁଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟର ଶିକ୍ଷା…
Read More...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧,୦୯୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧,୦୯୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୬ ଲକ୍ଷ ୯୨ ହଜାର ୨୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ…
Read More...

ଟିକାକରଣକୁ ଅଧିକ ତ୍ବରାନ୍ବିତ କରିବା ପାଇଁ କେନ୍ଦ୍ରକୁ ରାଜ୍ୟର ଜରୁରୀକାଳୀନ ପ୍ରସ୍ତାବ

ଭୁବନେଶ୍ୱର: କରୋନା ଟିକାକରଣ କାର୍ଯ୍ୟକ୍ରମକୁ ଅଧିକ ତ୍ବରାନ୍ବିତ କରିବା ପାଇଁ  କେନ୍ଦ୍ରକୁ ରାଜ୍ୟର ପ୍ରସ୍ତାବ । ଓଡ଼ିଶା ସରକାର ଏହି ଜରୁରୀକାଳୀନ ପ୍ରସ୍ତାବ ଦେଇଛନ୍ତି। ପ୍ରସ୍ତାବରେ ରାଜ୍ୟ ସରକାର ବିଦେଶରୁ ଟିକା କିଣିବା…
Read More...

ବାତ୍ୟା ଓ ବନ୍ୟାରେ ଜଳସମ୍ପଦ ବିଭାଗର ୮୭କୋଟିର କ୍ଷତି

ଭୁବନେଶ୍ବର : ବାତ୍ୟା ଓ ବନ୍ୟା ଯୋଗୁଁ ଜଳସମ୍ପଦ ବିଭାଗର ୮୭ କୋଟି କ୍ଷୟକ୍ଷତି ହୋଇଛି । ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ଏହି ସୂଚନା ଦେଇଛନ୍ତି । କ୍ଷୟକ୍ଷତି ନେଇ ସରକାରଙ୍କୁ ପ୍ରାଥମିକ ଆକଳନ ରିପୋର୍ଟ…
Read More...

ଓଡ଼ିଶା ମୋ ପରିବାର ତରଫରୁ ବାଲେଶ୍ୱରରେ ରିଲିଫ୍ ବଣ୍ଟନ

ବାଲେଶ୍ୱର: ବିପତ୍ତି ସମୟରେ  ଲୋକଙ୍କୁ  ସହଯୋଗର ହାତ ବଢାଇଛି ଓଡ଼ିଶା ମୋ ପରିବାର  । ବାତ୍ୟାଞ୍ଚଳରେ ଓଡ଼ିଶା ମୋ ପରିବାର ତରଫରୁ ବାଲେଶ୍ୱରରେ ରିଲିଫ୍ ବଣ୍ଟନ କରାଯାଉଛି। ବିଜେଡିର ସାଂଗଠନିକ ସମ୍ପାଦକ ତଥା ଯାଜପୁର…
Read More...

ରାଜ୍ୟ ପ୍ରତି ନିଜର ସିଏସ୍‌ଆର୍ ପ୍ରତିବଦ୍ଧତା ଆଧାରରେ କୋଭିଡ୍ ୧୯ ବିରୋଧରେ ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡ୍…

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ସମ୍ପୂର୍ଣ୍ଣ ଲଜିଷ୍ଟିକ୍ ସହାୟତା ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡ୍ (ଓଏସ୍‌ଏଲ୍‌) ଏକ ବଳିଷ୍ଠ ପଦକ୍ଷେପ ସ୍ୱରୂପ ଚୀନ୍ରୁ ୧୩୦୦ ମେଡିକାଲ୍ ଗ୍ରେଡ୍ ଅକ୍ସିଜେନ୍…
Read More...