Browsing Category
Odisha
କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟାକ
ଭୁବନେଶ୍ୱର : ଦେଶରେ କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟାକ । ମୁଖ୍ୟମନ୍ତ୍ରୀ ମଧ୍ୟହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି ।…
Read More...
Read More...
ବଢ଼ୁଛି କୋଭିଡ୍ସଂ କ୍ରମଣ : ହସ୍ପିଟାଲ ପାଇଁ ନୂଆ ନିର୍ଦ୍ଦେଶନାମା ଜାରି କଲେ ସରକାର
ଭୁବନେଶ୍ୱର: କୋଭିଡ୍ ସଂକ୍ରମଣ ବୃଦ୍ଧି ପରେ ହସ୍ପିଟାଲ ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି । ସମସ୍ତ ସରକାରୀ, ଘରୋଇ ହସ୍ପିଟାଲ୍ ସହ ନର୍ସିଂ ହୋନ୍ ନୂଆ ଏସଓପି ଅନୁସାରେ କାର୍ଯ୍ୟକ୍ଷମ ହେବ ।…
Read More...
Read More...
ପୁଣି ନବୀନଙ୍କ ବଡ ନିଷ୍ପତ୍ତି : ରାଜନୀତି ନୁହେଁ, ଆମ ପାଇଁ ଜୀବନ ଆଗ
ଭୁବନେଶ୍ବର : ପିପିଲି ଉପନିର୍ବାଚନରେ ଆଉ ପ୍ରଚାର କରିବନି ବିଜେଡି। କୋଭିଡ ସଂକ୍ରମଣକୁ ଦେଖି ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପରି ନିଷ୍ପତ୍ତି ନେଇଛନ୍ତି । ନବୀନ ଟ୍ବିଟ କରି ଲେଖିଛନ୍ତି ପ୍ରତ୍ୟକ ଜୀବନ…
Read More...
Read More...
ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର : ଭାରତବର୍ଷ ମୁକ୍ତି ଆନ୍ଦୋଳନର ଅନନ୍ୟ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୨୪ତମ ପବିତ୍ର ଶ୍ରାଦ୍ଧ ଦିବସ ଆଜି ରାଜ୍ୟବ୍ୟାପୀ କୋଭିଡ୍ କଟକଣାରେ ପାଳିତ ହୋଇଯାଇଛି । ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ…
Read More...
Read More...
ବେଙ୍ଗାଲୁରୁରେ ମୃତ ଓଡ଼ିଆ ଇଂଜିନିୟରଙ୍କ ଶବ ଜନ୍ମମାଟିକୁ ଆଣିବାରେ ସହାୟତା କଲା ଓଡ଼ିଶା-ମୋ ପରିବାର
ଭୁବନେଶ୍ବର : ବେଙ୍ଗାଲୁରୁରେ ମୃତ ଓଡ଼ିଆ ଇଂଜିନିୟରଙ୍କ ଶବ ଜନ୍ମମାଟିକୁ ଆଣିବାରେ ସହାୟତା କଲା ଓଡ଼ିଶା-ମୋ ପରିବାର। ବେଙ୍ଗାଲୁରୁ ନିକଟସ୍ଥ ମାଣ୍ଡା ଠାରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଇଂଜିନିୟର ଅବିନାଶ…
Read More...
Read More...
୨୫ ଲକ୍ଷ ଟିକା ଯୋଗାଇବା ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ସ୍ୱାସ୍ଥମନ୍ତ୍ରୀ
ଭୁବନେଶ୍ବର: ଟିକା ପାଇଁ ପୁଣି ଚିଠି ଲେଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଆଜି ପୁଣିଥରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ସହିତ ୧୦ ଦିନ…
Read More...
Read More...
ପଟ୍ଟାଙ୍ଗୀ ଚୂନମାଟି ଅତଡ଼ା ଖସି ୩ ଜଣ ମହିଳାଙ୍କ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏଁ…
ଭୁବନେଶ୍ବର : କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ପଡ଼ାଗୁଡ଼ା ଗାଁ ନିକଟରେ ଚୂନମାଟି ଅତଡ଼ା ଖସି ୩ ଜଣ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ…
Read More...
Read More...
ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ୨ ଜଣ ନିଲମ୍ବିତ
ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ । ବିଜୁ ଜନତା ଦଳ ସଭାପତି ଦଳରୁ ୨ ଜଣଙ୍କୁ ନିଲମ୍ବିତ କରିଛନ୍ତି । ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ଅମରେଶ ପଣ୍ଡା ଓ ବିନୟ ପଣ୍ଡାଙ୍କୁ ଦଳ ବିରୋଧୀ କାର୍ଯ୍ୟ…
Read More...
Read More...
୧୯ରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ
ଭୁବନେଶ୍ୱର : ରାଜ୍ୟରେ ବନ୍ଦ ହେବ ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ । ଆସନ୍ତା ୧୯ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀମାନଙ୍କ ପଢିବା ପାଇଁ ଅନଲାଇନ୍…
Read More...
Read More...
ଶନିବାର ଓ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ
ଭୁବନେଶ୍ୱର : ପରିବର୍ତ୍ତନ ହେଲା ଶ୍ରୀମନ୍ଦିର ଦର୍ଶନ । ସପ୍ତାହରେ ଦୁଇ ଦିନ ବନ୍ଦ ରହିବ ଜଗା ଦର୍ଶନ । ଶନିବାର ଓ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ । ଆସନ୍ତା ୨୪ ତାରିଖରୁ ଏହି ନିୟମ ଲାଗୁ…
Read More...
Read More...
୨୧ ଆଇଏଏସଙ୍କୁ ବିଭିନ୍ନ ଜିଲ୍ଲା ପାଇଁ କୋଭିଡ୍ ପର୍ଯ୍ୟବେକ୍ଷକ ଦାୟିତ୍ବ
ଭୁବନଶେ୍ବର : ରାଜ୍ୟରେ କୋଭିଡ୍ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାର ଗାଇଡ୍ଲାଇନ୍ ଜାରି କରୁଛନ୍ତି । ତବେେ ର୍ବତ୍ତମାନ ରାଜ୍ୟରେ କୋଭିଡ୍ ସ୍ଥିତି ନିୟନ୍ତ୍ରଣ…
Read More...
Read More...
ପୁରୀ କୃଷ୍ଣପ୍ରସାଦ ବ୍ଲକର ପୂର୍ବ ଉପକୂଳକୁ ଭାରତମାଳା ପ୍ରକଳ୍ପରେ ସାମିଲ କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…
ନୂଆଦିଲ୍ଲୀ/ଭୁବନେଶ୍ୱର : ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଅଂଚଳର ବିକାଶ ତଥା ଉତମ ଯୋଗାଯୋଗ ସ୍ଥାପନ କରିବା ପାଇଁ ପଂଚମ ଶ୍ରେଣୀ ଛାତ୍ର ରିଶପ ପ୍ରଧାନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ମାରକ ପତ୍ର ଲେଖିଛନ୍ତି ।…
Read More...
Read More...
ସୋଆ ପକ୍ଷରୁ “ସାରୋଳଦାସ ମହାଭାରଥ’ର ପାଠ ଆଧାରିତ ସଂସ୍କରଣ ପ୍ରକାଶିତ
ଭୁବନେଶ୍ୱର : ପଂଚଦଶ ଶତାବ୍ଦୀର ଆଦିକବି ସାରଳା ଦାସଙ୍କ ଦ୍ୱାରା ରଚିତ "ସାରୋଳଦାସ ମହାଭାରଥ' ମହାକାବ୍ୟର ଦୁଇଟି ପର୍ବର ପାଠ ଆଧାରିତ ସଂସ୍କରଣ ଶିକ୍ଷା ଓ ଅନୁସନ୍ଧାନ (ଡିମଡ ୟୁନିଭର୍ସିଟି) ଦ୍ୱାରା ବୁଧବାର ଏକ ସ୍ୱତନ୍ତ୍ର…
Read More...
Read More...
କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ଯୋଗୁଁ ପିପିଲି ଉପ ନିର୍ବାଚନ ସ୍ଥଗିତ
ଭୁବନେଶ୍ଵର : କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ଯୋଗୁଁ ପିପିଲି ଉପ ନିର୍ବାଚନ ସ୍ଥଗିତ ରଖାଯାଇଛି। ଉପ ନିର୍ବାଚନ ସ୍ଥଗିତ ନେଇ ପୁରୀ ଅତିରିକ୍ତ ଜିଲ୍ଲାପାଳ ଘୋଷଣା କରିଛନ୍ତି। ଏପ୍ରିଲ ୧୭ରେ ନିର୍ବାଚନ…
Read More...
Read More...
