Browsing Category

Odisha

‘ ବିଜେପି ନିର୍ବାଚନ ହାରିବାକୁ ଯାଉଛି ଜାଣି ସାରି ସେମାନେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି : ବିଜେଡି

ଭୁବନେଶ୍ବର : ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି । ପିପିଲି ହିଂସା ଘଟଣାକୁ ନେଇ ସିଇଓଙ୍କ ନିକଟରେ ଫେରାଦ ହୋଇଛନ୍ତି ବିଜେଡି ଦଳର ପ୍ରତିନିଧି । ଅଭିଯୁକ୍ତଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରିଛି…
Read More...

ସୁବ୍ରତ ବାଗଚି ଓ ସୁସ୍ମିତା ବାଗଚି ଓଡ଼ିଶାର ଅନନ୍ୟ ସେବା ପରମ୍ପରାରେ ନୂଆ ଫର୍ଦ୍ଦ ଯୋଡ଼ିଛନ୍ତି – ଧର୍ମେନ୍ଦ୍ର…

ଭୁବନେଶ୍ୱର :  ଭୁବନେଶ୍ୱରରେ କ୍ୟାନସର ହସ୍ପିଟାଲ ଓ ଏକ କେୟାର ସେଂଟର ପ୍ରତିଷ୍ଠା ପାଇଁ ୩୪୦ କୋଟି ଟଙ୍କା ନିଜସ୍ୱ ପାଣ୍ଠିରୁ ଦାନ କରିବା ପାଇଁ ଘୋଷଣା କରିଥିବାରୁ ସୁବ୍ରତ ବାଗଚି ଓ ସୁସ୍ମିତା ବାଗଚିଙ୍କ ସହ କଥା ହୋଇ…
Read More...

ଆହାର କେନ୍ଦ୍ର ସଫଳତାର ବଳ ପାଲଟିଛନ୍ତି ମିଶନଶକ୍ତିର ମହିଳା ଗୋଷ୍ଠି

ଭୁବନେଶ୍ୱର :  ରାଜ୍ୟରେ ଥିବା ଆହାର କେନ୍ଦ୍ର ଗୁଡିକର ବଳ ପାଲଟିଛନ୍ତି ମିଶନ ଶକ୍ତିର ମହିଳା ଗୋଷ୍ଠି । ମହିଳା ଗୋଷ୍ଠିର ସଫଳ ପରିଚାଳନା ଓ ସହଯୋଗ ଲାଗି ସହରାଚଂଳର ଆହର କେନ୍ଦ୍ରଗୁଡିକ ଏବେ ସଫଳତାର ଗୋଟିଏ ପରେ ଗୋଟିଏ ପାହାଚ…
Read More...

ସୁନ୍ଦରଗଡ଼ ଜିଲ୍ଲାରେ ହାଇସ୍କୁଲ ଭିତ୍ତିଭୂମି ବିକାଶର ସମୀକ୍ଷା କଲେ ୫-ଟି ସଚିବ ଭି.କେ ପାଣ୍ଡିଆାନ

ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲାରେ ହାଇସ୍କୁଲ ଭିତ୍ତିଭୂମି ବିକାଶର ସମୀକ୍ଷା କରିଛନ୍ତି ୫- ଟି ସଚିବ ଭି.କେ ପାଣ୍ଡିଆାନ।  ୫-ଟି ଅନ୍ତର୍ଗତ ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ହାଇସ୍କୁଲ ଭିତ୍ତିଭୂମି ବିକାଶର ସମୀକ୍ଷା…
Read More...

ହାରିବା ଭୟରେ ବିଜେପିର ମିଛ ଅଭିଯୋଗ : ବିଜେଡି

ଭୁବନେଶ୍ୱର : ପିପିଲି ଉପନିର୍ବାଚନରେ ହାରିବା ନିଶ୍ଚିତ ବୋଲି ଜାଣିବା ପରେ ବିଜେପି ଏବେ ବିଜେଡି ବିରୁଦ୍ଧରେ ହିଂସାକାଣ୍ଡ ଭଳି ମିଛ ଅଭିଯୋଗ ଲଗାଇବା ଆରମ୍ଭ କରିଛି । ବାସ୍ତବରେ ପିପିଲିରେ ବିଜେପି ହିଁ ବିଜେଡି ଉପରେ ଆକ୍ରମଣ…
Read More...

ଦୁଇ ଗୁଣ ଦେବେ ଜରିମାନା ମାସ୍କ : ମାସ୍କ ପିନ୍ଧିନଥିବା ବେଳେ ଧରାପଡ଼ିଲେ ୨ ହଜାର ଟଙ୍କା ଜରିମାନା

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ବଢ଼ିଥିବା ବେଳେ ମାସ୍କ ପିନ୍ଧିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ଆଜିଠାରୁ ରାଜ୍ୟରେ ୧୪ ଦିନ ଲାଗି ମାସ୍କ ଅଭିଯାନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେବା ସହ ମାସ୍କ…
Read More...

ଘୁଞ୍ଚିବନି ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷା : ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ

ଭୁବନେଶ୍ୱର  : ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ ଘଞ୍ଚିବ ନାହିଁ । ଶୁକ୍ରବାର ସ୍କୁଲ୍ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହା ସ୍ପଷ୍ଟ କରି ଦେଇଛନ୍ତି । ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ…
Read More...

ବିସ୍ଥାବିତଙ୍କ ସମସ୍ୟା : ଏମସିଏଲ ଉପରେ ବର୍ଷିଲେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି

ଝାରସଗୁଡା  : ଏ ଅଞ୍ଚଳର ସ୍ୱାର୍ଥ ରକ୍ଷା ଲାଗି ଆପଣମାନେ କାମ କରିବାକୁ ବାଧ୍ୟ । ପ୍ରଥମେ ଏମସିଏଲ ଜମି ହରାଙ୍କୁ ଚାକିରୀ ଓ କ୍ଷତିପୁରଣ ଦିଅ । ତାପରେ ଲୋକଙ୍କୁ ବିସ୍ତାବିତ କରିବ । ତାଳଚେର ବିସ୍ଥାପିତ ଲୋକ ଆନ୍ଦୋଳନ…
Read More...

ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଏପ୍ରିଲ୍ ୩୦ ଯାଏ ନିଲମ୍ବନ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି । ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଏପ୍ରିଲ୍ ୩୦ ଯାଏ ନିଲମ୍ବନ କରାଯାଇଛି । ଏନେଇ…
Read More...

ମୁଖଲଜ୍ୟା ଘୋଡାଇବାକୁ ବିଜେପିର ମିଥ୍ୟା  ଅଭିଯୋଗ: ବିଜେଡି

ଭୁବନେଶ୍ୱର ୧: ବିଜେପି ପ୍ରାର୍ଥୀଙ୍କ ସହଯୋଗୀ ୫୦ଲକ୍ଷ ଟଙ୍କା ସହିତ ପୁଲସି ୍‍ ହାତରେ ଧରାପଡିବାପରେ ଏବେ ମୁଖଲଜ୍ୟା ଘୋଡାଇବାକୁ ବିଜେପି ମିଥ୍ୟା ଅଭିଯୋଗ ଆଣିଛି । ତେବେ ଦଳର ଏଭଳି ମିଥ୍ୟା ଅଭିଯୋଗକୁ ସାଧାରଣ ଲୋକେ ବିଶ୍ୱାସ…
Read More...

ପିପିଲିରୁ ୫୦ ଲକ୍ଷ ଜବତ ଘଟଣାରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡ଼ି

ଭୁବନେଶ୍ୱର  : ପିପିଲିରୁ ଜବତ ହୋଇଥିବା ୫୦ ଲକ୍ଷ ଟଙ୍କା ଜବତ  ଘଟଣାରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବିଜେଡିର ଏକ ପ୍ରତିନିଧି ଦଳ ଭେଟିଛନ୍ତି । ବିଜେଡିର ସସ୍ମିତ ପାତ୍ର, ଲେନିନ ମହାନ୍ତି, ଶ୍ରୀମୟୀ ମିଶ୍ର ଓ…
Read More...

ଓଡ଼ିଆ ଭାଷାର ସୁରକ୍ଷା ଓ ପ୍ରଚାରପ୍ରସାର ପାଇଁ ସାହିତ୍ୟିକ ମାର୍ଗଦର୍ଶନ କରନ୍ତୁ – ଧର୍ମେନ୍ଦ୍ର ପ୍ରଧାନ

କଟକ :  ଆଜିକୁ ଠିକ୍ ୧୫ ବର୍ଷ ପରେ ୨୦୩୬କୁ ଓଡ଼ିଶାକୁ ଭାଷାଭିତିକ ରାଜ୍ୟ ଭାବେ ୧୦୦ ବର୍ଷ ପୂରିବ ଏବଂ ୨୬ ବର୍ଷ ପରେ ୨୦୪୭କୁ ଦେଶ ସ୍ୱାଧୀନତାର ୧୦୦ ବର୍ଷ ପୂର୍ତି ହେବ । ତେଣୁ ଏହି ସମୟରେ ଓଡ଼ିଆ ଭାଷାର ସୁରକ୍ଷା ଓ ପ୍ରଚାର…
Read More...

ଝାରସୁଗୁଡ଼ା ଜିଲ୍ଲାରେ ୩ ସପ୍ତାହ ପାଇଁ ବନ୍ଦ ରହିବ ସାପ୍ତାହିକ ହାଟ,ଅନ୍ୟତ୍ର ସ୍ଥାନାନ୍ତର ହେବ ଦୈନିକ ବଜାର

ଝାରସୁଗୁଡ଼ା : ବଢ଼ୁଥିବା କୋଭିଡ୍ ସଂକ୍ରମଣକୁ ଦେଖି ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନର ବଡ଼ ନିଷ୍ପତ୍ତି ନେଇଛି । ଜିଲ୍ଲାରେ ବନ୍ଦ ରହିବ ସାପ୍ତାହିକ ହାଟ । ଆସନ୍ତା ୩ ସପ୍ତାହ ଲାଗି ଜିଲ୍ଲାର ସମସ୍ତ ସାପ୍ତାହିକ ହାଟ ବନ୍ଦ ରହିବ ।…
Read More...