Browsing Category

Odisha

ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ, ଦିନ ୩ଟା ସୁଦ୍ଧା ୪୯.୭୭% ମତଦାନ

ରାଜ୍ୟରେ ଶେଷ ପର୍ଯ୍ୟାୟ ପାଇଁ ମତଦାନ ଜାରି ରହିଛି । ଦିନ ୩ଟା ସୁଦ୍ଧା ୪୯.୭୭% ଭୋଟିଂ ହୋଇଛି । ବାଲେଶ୍ୱରରେ ୫୪.୦୪ ପ୍ରତିଶତ ମତଦାନ ହୋଇଥିବାବେଳେ ଭଦ୍ରକରେ ୪୬.୩୩%, ଜଗତସିଂପୁରରେ ୫୨.୫୨%, ଯାଜପୁରରେ ୪୮.୮୦%,…
Read More...

ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢୁଛି ମୃତ୍ୟୁସଂଖ୍ୟା। ଆଜି ଆଖି ବୁଜିଲେ ଆଉ ଜଣେ ଆହତ। ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ବିଭିନ୍ନ ହସ୍ପିଟାଲରେ ଏବେବି ୨୨ ଜଣ ଚିକିତ୍ସିତ ହେଉଛନ୍ତି।…
Read More...

ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ପରଲୋକରେ ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି କୁଅଁର । ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ ୮୮ ବର୍ଷ ବୟସରେ ନିଜ ପୈତୃକ ଘର ବୈଦରାଜ ସାହିରେ ତାଙ୍କର ପରଲୋକ ହୋଇଛି । କିଛି ଦିନ ତଳେ ଗୁରୁତର ଅବସ୍ଥାରେ ସେ…
Read More...

ଜାରି ରହିଛି ଶେଷ ପର୍ଯ୍ୟାୟ ନିର୍ବାଚନ, ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍

ଓଡ଼ିଶାରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ବାଜିରେ ଲାଗିଛି ବହୁ ହେଭିୱେଟଙ୍କ ଭାଗ୍ୟ । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଭଳି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨…
Read More...

ରାଜ୍ୟରେ ଆଜି ଅନ୍ତିମ ପର୍ଯ୍ୟାୟ ନିର୍ବାଚନ; ଜାରି ରହିଛି ମତଦାନ

ରାଜ୍ୟରେ ଆଜି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇବା ଆରମ୍ଭ ହୋଇଗଲାଣି। ଆଜି ୬଼ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର,…
Read More...

ଆସନ୍ତାକାଲି ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ

ଆସନ୍ତାକାଲି ଲୋକସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟ ମତଦାନ ପାଇଁ ନିର୍ବାଚନ ଆୟୋଗ ପ୍ରସ୍ତୁତି କରିଛନ୍ତି । ବିହାର, ଚଣ୍ଡିଗଡ଼, ହିମାଚଳ ପ୍ରଦେଶ, ଝାଡ଼ଖଣ୍ଡ, ଓଡ଼ିଶା, ପଞ୍ଜାବ, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗ ସମେତ ୮ଟି…
Read More...

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଖାରଜ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ହେଲା ଖାରଜ । ଜାମିନ୍ ଖାରଜ କଲେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ-୨ । ବୁଥ୍ ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ ।ବିଧାୟକ ପ୍ରଶାନ୍ତ…
Read More...

ପୁରୀ ବାଣ ବିସ୍ଫୋରଣ ଘଟଣା, ଆଉ ୨ଜଣଙ୍କ ମୃତ

ପୁରୀ ଭୟଙ୍କର ବାଣ ବିସ୍ଫୋରଣ ଘଟଣାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଚିକିତ୍ସାଧୀନ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ଜଣଙ୍କ…
Read More...

ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣା; ଆଉ ଜଣେ ମୃତ

ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ହୋଇଛି। ବିଭିନ୍ନ ମେଡିକାଲରେ ଅନ୍ୟ ୨୬ଜଣ ଆହତଙ୍କ ଚିକିତ୍ସା ଚାଲିଛି। ବୁଧବାର ରାତିରେ ନରେନ୍ଦ୍ର…
Read More...

ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ ପାଇଁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ଵର(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ଭୁବନେଶ୍ୱର Sum Ultimate Hospital କୁ ଯାଇ ସେଠାରେ ଚିକିତ୍ସିତ ହେଉଥିବା ପୁରୀର ବାଣ ଦୁର୍ଘଟଣାର ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର…
Read More...

ମୋ ଉତ୍ତରାଧିକାରୀ କାର୍ତ୍ତିକ ପାଣ୍ଡିଆନ ନୁହଁନ୍ତି, ଓଡ଼ିଶାବାସୀ ବାଛିବେ: ମୁଖ୍ୟମନ୍ତ୍ରୀ

ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ କାର୍ତ୍ତିକ ପାଣ୍ଡିଆନ ନୁହନ୍ତି। ତାଙ୍କ ଉତ୍ତରାଧିକାରୀ ଓଡ଼ିଶାବାସୀ ବାଛିବେ ବୋଲି କହିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ଜାତୀୟ ଖବର ସରବରାହ ସଂସ୍ଥାକୁ ଗୁରୁବାର…
Read More...

ନରେନ୍ଦ୍ର ପୁଷ୍କରିଣୀ ବିସ୍ଫୋରଣ ଘଟଣା; ଜଣେ ମୃତ,୩୫ରୁ ଅଧିକ ଆହତ

ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟ ବାଣ ବିସ୍ଫୋରଣ ଘଟଣାରେ ଜଣେ ମୃତ। ୩୫ରୁ ଅଧିକ ଆହତ । ଚନ୍ଦନ ଯାତ୍ରାର ଶେଷଦିନ ଭଉଁରୀ ଯାତ୍ରା ଅବସରରେ ଘଟିଥିବା ଏହି ଅଘଟଣରେ ୨୦ରୁ ଅଧିକ ଗୁରୁତର ହୋଇଛନ୍ତି। ୨୮ ଜଣଙ୍କୁ କଟକ ଓ…
Read More...

ଜୁନ ୧୦ରେ ବିଜେପିର ଓଡ଼ିଶା ମୁଖ୍ୟମନ୍ତ୍ରୀ ଶପଥ ନେବେ: ମୋଦି

ବିଜେଡିର ୨୫ ବର୍ଷ ଶାସନରେ ଫୁଲଷ୍ଟପ ଲଗାଇବାକୁ ଓଡ଼ିଶା ଏବେ ପ୍ରସ୍ତୁତ । ଜୁନ ୧୦ରେ ବିଜେପିର ଓଡ଼ିଶା ମୁଖ୍ୟମନ୍ତ୍ରୀ ଶପଥ ନେବେ । ଆଜି ଓଡ଼ିଶା କହୁଛି- ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓଡ଼ିଆ ହେବେ । ଆଜି ଓଡ଼ିଶା କହୁଛି-ଦୁଇ ଥର…
Read More...

ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ: ପାଣ୍ଡିଆନ

ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି ତାଙ୍କର ସେଥିରେ ଏମାନଙ୍କ ବହୁତ ଭୂମିକା ରହିଛି । ଏହା କହିଛନ୍ତି ବିଜେଡିର ରଣନୀତିକାର…
Read More...