Browsing Category
Odisha
‘ମନ କି ବାତ୍’ରେ ଓଡ଼ିଆ ଛାତ୍ରୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ରାଉରକେଲା: ଓଡିଆ ଝିଅଙ୍କୁ ମୋଦିଙ୍କ ପ୍ରଶଂସା । ‘ମନ କି ବାତ୍’ରେ ଓଡ଼ିଆ ଛାତ୍ରୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଉରକେଲାର ଇଞ୍ଜିନିୟରିଂ ଛାତ୍ରୀ ଭାଗ୍ୟଶ୍ରୀ ସାହୁଙ୍କୁ ଭୁରି ଭୁରି ପ୍ରଶଂସା…
Read More...
Read More...
ଭାଗ୍ୟଶ୍ରୀ ସାହୁ କଳା ମାଧ୍ୟମରେ ଓଡ଼ିଶାକୁ ସାରା ଦେଶରେ ପରିଚିତ କରାଇଛନ୍ତି – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : ନିଜର କଳାକୃତି ପାଇଁ ଚଳିତ ଇଂରାଜୀ ବର୍ଷର ପ୍ରଥମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ହୋଇଥିବା ରାଉରକେଲାର ଶିଳ୍ପୀ ଭାଗ୍ୟଶ୍ରୀ ସାହୁଙ୍କ ସହ ଫୋନରେ…
Read More...
Read More...
ଫେବ୍ରୁଆରି ଗାଇଡଲାଇନ: ବିବାହ ଓ ଶୁଦ୍ଧଘରରେ ୫୦୦ଲୋକଙ୍କୁ ଅନୁମତି
ଭୁବନେଶ୍ବର: କରୋନା ଭାଇରସ୍ ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଫେବ୍ରୁଆରି ମାସ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି।ଫେବ୍ରୁଆରି ୧ରୁ ୨୮ ଯାଏଁ ଜାରି ରହିବ ଏହି ଗାଇଡଲାଇନ । ନୂଆ ଗାଇଡଲାଇନ୍ ଅନୁସାରେ…
Read More...
Read More...
ଫେବ୍ରୁଆରି ୧ରୁ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର
ଭୁବନେଶ୍ବର: ଆସନ୍ତା ଫେବ୍ରୁଆରି ୧ ତାରିଖ ଠାରୁ ରାଜ୍ୟର ଥିବା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକ ଖୋଲିବ। ଏ ନେଇ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରିଛନ୍ତି। କିନ୍ତୁ କେବଳ କଣ୍ଟେନମେଣ୍ଟ ଜୋନ୍ ବାହାରେ ଥିବା…
Read More...
Read More...
ପ୍ରଭୁ ଲିଙ୍ଗରାଜ ଓ ଶୁକଶାରୀ ମନ୍ଦିର ପାଶ୍ୱର୍ରେ ଥିବା ପ୍ରାଚୀନ ମନ୍ଦିରର ପୁନଃଉଦ୍ଧାର ପାଇଁ ଏଏସଆଇର ବିଶେଷଜ୍ଞ ଦଳ…
ନୂଆଦିଲ୍ଲୀ/ଭୁବନେଶ୍ୱର : ଦେଶର ସମୃଦ୍ଧ ସଂସ୍କୃତି ଏବଂ ଐତିହ୍ୟ ଭାସ୍କର୍ଯ୍ୟର ସଂରକ୍ଷଣ କରିବା ଦିଗରେ ଭୁବନେଶ୍ୱରର ଏକାମ୍ର କ୍ଷେତ୍ର ବିଶେଷ ଭାବରେ ପ୍ରଭୁ ଲିଙ୍ଗରାଜ ଓ ଶୁକଶାରୀ ମନ୍ଦିର ଚତୁଃପାଶ୍ୱର୍ରେ ଥିବା ଶତାବ୍ଦୀ…
Read More...
Read More...
କଟକ SCB ପ୍ଲାଜମା ବ୍ୟାଙ୍କ ଟିମକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
କଟକ: କରୋନା ଲଢେଇ ପାଇଁ ବଳ ଦେଇଛି ପ୍ଲାଜମା ଥେରାପି। କଟକ SCB ପ୍ଲାଜମା ବ୍ୟାଙ୍କ ଟିମକୁ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧ ହଜାର ପ୍ଲାଜମାଫେରେସିସ୍ ପ୍ରକ୍ରିୟା ସମ୍ପୂର୍ଣ୍ଣ ପାଇଁ…
Read More...
Read More...
ଫେବ୍ରୁଆରି ୧୦ସୁଦ୍ଧା ଶତପ୍ରତିଶତ ଟିକାକରଣ ଲକ୍ଷ୍ୟ ହାସଲ କରିବାକୁ ଜିଲ୍ଲାପାଳମାନଙ୍କୁ ରାଜ୍ୟ ସରକାରଙ୍କ ପରାମର୍ଶ
ଭୁବନେଶ୍ବର: କେତେକ ଜିଲ୍ଲାରେ ଟିକାକରଣର ହାର ଖୁବ୍ କମ୍ ରହିଥିବାରୁ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି, ରାଜ୍ୟର ସବୁ ଜିଲ୍ଲାପାଳ ଏବଂ ପୌର କମିସନରମାନେ…
Read More...
Read More...
ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ‘ଦର୍ପଣ’ ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର : ଉନ୍ମୋଚନ ହେଲା ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ପ୍ରସ୍ତୁତ ‘ପରୀକ୍ଷା ଦର୍ପଣ’ ପୁସ୍ତକ । ଏହି ‘ପରୀକ୍ଷା ଦର୍ପଣ’ ପୁସ୍ତକର ଉନ୍ମୋଚନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମାଟ୍ରିକ୍ ପରୀକ୍ଷା…
Read More...
Read More...
୭ ଦିନରେ ୮୯୪ ଶିଶୁଙ୍କୁ ଉଦ୍ଧାର କଲା ଓଡ଼ିଶା ପୋଲିସ
ଭୁବନେଶ୍ୱର: ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ନିଖୋଜ ଶିଶୁ ଉଦ୍ଧାର ମିଶନ ଦ୍ୱାରା ୮୯୪ ନିଖୋଜ ଶିଶୁଙ୍କୁ ଉଦ୍ଧାର କରାଯାଇଛି । ମାତ୍ର ୭ ଦିନରେ ଏହି ଶିଶୁଙ୍କୁ ଉଦ୍ଧାର କରାଯିବା ଓଡ଼ିଶା ପୋଲିସର ଏକ…
Read More...
Read More...
କଥାକାର ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର
ଭୁବନେଶ୍ୱର: ୨୦୨୦ ମସିହା ନିମନ୍ତେ ମର୍ଯ୍ୟାଦାବନ୍ତ ସର୍ବୋଚ୍ଚ ସାରସ୍ୱତ ସମ୍ମାନ ଅତିବଡୀ ଜଗନ୍ନାଥ ଦାସ ପୁରସ୍କାର ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି । ସର୍ବୋଚ୍ଚ ସାରସ୍ୱତ ସମ୍ମାନ ଅତିବଡ଼ୀ ଜଗନ୍ନାଥ…
Read More...
Read More...
ବାରିପଦା ଏମକେସି ହାଇସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପରେ ପରିଦର୍ଶନ କଲେ ବିଧାୟକ ପ୍ରଣବ ପ୍ରକାଶ ଦାସ
ବାରିପଦା : ବାରିପଦା ଏମକେସି ହାଇସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପରେ ସ୍କୁଲ ପରିଦର୍ଶନ କରିଛନ୍ତି ବିଧାୟକ ପ୍ରଣବ ପ୍ରକାଶ ଦାସ । ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଏବଂ ଆଲୁମିନି ସହ…
Read More...
Read More...
ରାଜ୍ୟସ୍ତରୀୟ ଆଦିବାସୀ ମେଳା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ: ଫେବ୍ରୁଆରୀ ୯ ଯାଏ ଚାଲିବ
ଭୁବନେଶ୍ୱର : ଉଦଘାଟନ ହେଲା ଆଦିବାସୀ ମେଳା । ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଚିରାଚରିତ ଭାବେ ସାଧାରଣତନ୍ତ୍ର ଦିବସ ଅବସରରୁ ଏହି ମେଳା ଆରମ୍ଭ ହୋଇଛି। ଅନୂସୁଚିତ ଜାତି ଓ ଅନୁସୁଚିତ ଜନଜାତି ବିଭାଗ ଦ୍ବାରା ଆୟୋଜିତ ଆଜିର…
Read More...
Read More...
ଭୁବନେଶ୍ବରରେ ୭୨ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ : ପତାକା ଉତ୍ତୋଳନ କଲେ ରାଜ୍ୟପାଳ
ଭୁବନେଶ୍ବର: ଆଜି ଭୁବନେଶ୍ବରରେ ୭୨ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜ୍ୟପାଳ ଗଣେଶୀ ଲାଲ୍ ପତାକା ଉତ୍ତୋଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମାରୋହରେ ସମ୍ମାନିତ ଅତିଥି ଭାବେ ଯୋଗ…
Read More...
Read More...
ସମୃଦ୍ଧ, ସଶକ୍ତ ଓ ସ୍ବଭିମାନୀ ଓଡ଼ିଶା ନିର୍ମାଣ ପାଇଁ ଆମେ ଦୃଢ ପ୍ରତିବଦ୍ଧତାର ସହ ଆଗକୁ ବଢୁଛୁ: ମୁଖ୍ୟମନ୍ତ୍ରୀ ନବୀନ…
ଭୁବନେଶ୍ବର : ଆଜି ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସ୍ୱାଧୀନତା ସଂଗ୍ରାମୀ ବୀର ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି…
Read More...
Read More...
