Browsing Category
Politics
ବିଜେପିରେ ସାମିଲ ହେଲେ ଲୋକପ୍ରିୟ ଟେଲି ଅଭିନେତ୍ରୀ ରୂପାଲି ଗାଙ୍ଗୁଲି
ଟେଲି ଦୁନିଆର ଲୋକପ୍ରିୟ ଅଭିନେତ୍ରୀ ରୂପାଲି ଗାଙ୍ଗୁଲି ରାଜନୀତିରେ ଏଣ୍ଟ୍ରି ମାରିଛନ୍ତି । ରୂପାଲି ବିଜେପିରେ ସାମିଲ ହୋଇଛନ୍ତି । ଲୋକପ୍ରିୟ ସିରିଏଲ ଅନୁପମାର ମୁଖ୍ୟ ଚରିତ୍ରରେ ଅଭିନୟ କରୁଛନ୍ତି ରୂପାଲି ଗାଙ୍ଗୁଲି ।…
Read More...
Read More...
ବିଶ୍ବ ଭୂଷଣ ଦାସଙ୍କୁ କାକଟପୁର ବିଧାନସଭା ଆସନ ପାଇଁ ଟିକେଟ ଦେଲା କଂଗ୍ରେସ
କାକଟପୁର ବିଧାନସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ବିଶ୍ବ ଭୂଷଣ ଦାସଙ୍କୁ କଂଗ୍ରେସ କାକଟପୁରରୁ ପ୍ରାର୍ଥୀ କରିଛି। କଂଗ୍ରେସ ଛାଡି ବିଜେପିରେ ସାମିଲ ହୋଇଥିଲେ ବିଶ୍ବଭୂଷଣ। ତେବେ ବିଶ୍ବଭୂଷଣଙ୍କୁ ବିଜେପି…
Read More...
Read More...
ଜେଲ୍ ଯାଇ ବେଲ୍ରେ ଆସିଥିବା ବ୍ୟକ୍ତିଙ୍କୁ ଆମେ ଜେଲ ପଠାଇବା, ସଂସଦକୁ ନୁହେଁ: ପାଣ୍ଡିଆନ
ଗଞ୍ଜାମ/ଗଜପତି(ବ୍ୟୁରୋ):ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଦଳ ପାଇଁ ତୋଫାନୀ ଗସ୍ତ କରି ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା ଓ କୋରାପୁଟ ପରେ ଆଜି ଗଞ୍ଜାମ ଓ ଗଜପତି ଜିଲ୍ଲା ଗସ୍ତ କରି…
Read More...
Read More...
ହିଞ୍ଜିଳି ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଷଷ୍ଠଥର ହିଞ୍ଜିଳି ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜି ସେ ଛତ୍ରପୁର ଉପଜିଲ୍ଲାପାଳ ଅଫିସକୁ ଯାଇ ବିଧାୟକ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ…
Read More...
Read More...
ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ
ବିରାଟ ଶୋଭାଯାତ୍ରାରେ ସମ୍ବଲପୁର ସହର ପରିକ୍ରମା ପରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ପ୍ରଥମ ପର୍ଯ୍ୟାୟ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବା…
Read More...
Read More...
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ…
Read More...
Read More...
ଏ ନିର୍ବାଚନ କେବଳ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ନୁହେଁ, ବରଂ ମୋଦୀଙ୍କ ନେତୃତ୍ୱରେ ଓଡିଶାକୁ ଆଗକୁ ବଢାଇବା ପାଇଁ…
ଓଡିଶାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ବ୍ରହ୍ମପୁର ଆମ୍ବପୁଆରେ ବିଜୟ ସଙ୍କଳ୍ପ ସମାବେଶ କରିଛନ୍ତି ଜେପି ନଡ୍ଡା । ଭାରତ ମାତା କି ଜୟ ଧ୍ୱନିରୁ ସେ ନିଜର ଅଭିଭାଷଣ ଆରମ୍ଭ କରିବା ସହିତ ଭଗବାନ ଜଗନ୍ନାଥଙ୍କୁ…
Read More...
Read More...
ମୋତେ ଯେତେ ଗାଳିମନ୍ଦ କଲେ ବି ମୁଁ ଜନତାଙ୍କ ସ୍ୱାର୍ଥ ପାଇଁ ବାରମ୍ବାର ସ୍ୱର ଉତ୍ତୋଳନ କରିବି – ଧର୍ମେନ୍ଦ୍ର…
ଅନୁଗୋଳ/ଢେଙ୍କାନାଳ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଓ ତାଙ୍କ ସରକାର ଉପରେ ପ୍ରଶ୍ନ କଲେ ଗୁମାସ୍ତା ଗାଳି ମନ୍ଦ କରୁଛନ୍ତି । ମୋତେ ସେମାନେ ଯେତେ ଗାଳିମନ୍ଦ କଲେ ବି ମୁଁ ପାଲଲହଡା ଓ ଅନୁଗୋଳ ସମେତ ଓଡ଼ିଶାବାସୀଙ୍କ ସ୍ୱାର୍ଥ ଓ…
Read More...
Read More...
ଲାଞ୍ଜିଗଡ ଓ ନର୍ଲାରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର, ବିରୋଧୀଙ୍କ ଉପରେ ପ୍ରହାର
କଳାହାଣ୍ଡି(ବ୍ୟୁରୋ):ଖରା ଗରମ ଯେମିତି ବଢି ବଢି ଚାଲିଛି, ନିର୍ବାଚନ ପ୍ରଚାରର ଉତ୍ତାପ ମଧ୍ୟ ସେହିପରି ବଢି ବଢି ଚାଲିଛି । ଆଜି ତୃତୀୟ ଦିନରେ ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ପ୍ରଚାର ମଇଦାନରେ…
Read More...
Read More...
୮ମ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି
ବିଜେଡି ଅଷ୍ଟମ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ଖୋର୍ଦ୍ଧାରୁ ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁଙ୍କୁ ଦଳ ପ୍ରାର୍ଥୀ କରିଛି। ସେହିପରି…
Read More...
Read More...
୮ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି
୮ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି। ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିବା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଖୋର୍ଦ୍ଧାରୁ ଟିକେଟ ମିଳିଛି। ସେହିପରି ବିଜେଡି ଛାଡିଥିବା ହିନ୍ଦୋଳ ବିଧାୟିକା…
Read More...
Read More...
ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ: ପାଣ୍ଡିଆନ
ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ ଇଞ୍ଜିନ ଥିଲା, ସିଙ୍ଗଲ ଇଞ୍ଜିନ ହୋଇଗଲା। ଏବେ ଆଉ ଗୋଟିଏ ଇଞ୍ଜିନ ଆସିଛି । ଯଦି ଡବଲ୍ ଇଞ୍ଜିନ…
Read More...
Read More...
ବିଜେପିରେ ଯୋଗଦେଲେ ବିଧାୟକ ପର୍ଶୁରାମ ଧଡ଼ା
ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କ ଘର ବାହୁଡା । ବିଜେପିରେ ଯୋଗଦେଲେ ବିଧାୟକ ପର୍ଶୁରାମ ଧଡ଼ା । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସମର୍ଥକଙ୍କ ସହ ଆସି ପଦ୍ମ ଧରିଲେ ପର୍ଶୁରାମ ଧଡ଼ା ବିଜେଡ଼ିରୁ ଟିକେଟ…
Read More...
Read More...
ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ବିଜ୍ଞପ୍ତି ପ୍ରକାଶ
ଆସନ୍ତା ମେ' ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ…
Read More...
Read More...
