Browsing Category

Politics

ବିଜେଡିରେ ଯୋଗଦେଲେ ମୀରା

ଭୁବନେଶ୍ୱର: ବିଜେଡିରେ ସାମିଲ ହୋଇଛନ୍ତି ମୀରା ପରିଡା । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନିଜ ସମର୍ଥକଙ୍କ ସହ ବିଜେଡିରେ ଯୋଗ ଦେଇଛନ୍ତି ମୀରା ପରିଡା । ବେଗୁନିଆ ବିଧାନସଭା ଆସନରୁ…
Read More...

ସୁନ୍ଦରଗଡ ଉନ୍ନୟନ ପରିଷଦରୁ ଇସ୍ତଫା ଦେଲେ କୁସୁମ ଟେଟେ

ସୁନ୍ଦରଗଡ : ସୁନ୍ଦରଗଡ ଉନ୍ନୟନ ପରିଷଦରୁ ଇସ୍ତଫା ଦେଇଛନ୍ତି କୁସୁମ ଟେଟେ । ତେବେ ଇସ୍ତଫା ଦେବାର କାରଣ ମଧ୍ୟ ସ୍ପଷ୍ଟ କରିଛନ୍ତି କୁସୁମ । କୁସୁମ ଟେଟେ ନିଜର ପ୍ରତିକ୍ରିୟାରେ କହିଛନ୍ତି ଯେ ସେ ଏଥର ବିଧାନସଭା ନିର୍ବାଚନ…
Read More...

ସିପିଆଇଏମ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା: ଭୁବନେଶ୍ୱରରୁ ମୈଦାନକୁ ଓହ୍ଲାଇବେ ଜନାର୍ଦ୍ଦନ ପତି

ଭୁବନେଶ୍ୱର :  ୨୦୧୯ ସାଧାରଣ ନିର୍ବାଚନ ପାଇଁ ସିପିଆଇଏମ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୪୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ତାଲିକାରେ ଭୁବନେଶ୍ୱର ଲୋକସଭା ଆସନ ପାଇଁ ଜନାର୍ଦ୍ଦନ ପତିଙ୍କୁ ନିଜର ପ୍ରାର୍ଥୀ…
Read More...

ବିଜେଡିରୁ ଇସ୍ତଫା ଦେଲେ ଦାମଙ୍କ ଝିଅ ପ୍ରୀତିନନ୍ଦା

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଲେ ଦାମଙ୍କ ଝିଅ । ବାପା ବିଜେପିରେ ଯୋଗ ଦେବାର ଦୁଇ ଦିନ ନ ହେଉଣୁ ବିଜେଡି ଛାଡିଛନ୍ତି ଦାମଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ । ବ୍ୟକ୍ତିଗତ କାରଣ ଦର୍ଶାଇ ପ୍ରୀତିନନ୍ଦା ବିଜେଡିରୁ ଇସ୍ତଫା…
Read More...

ବିଜେପିର ‘ମୈଁ ଭି ଚୌକିଦାର’ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପିର ନୂଆ ଅଭିଯାନ ‘ମୈଁ ଭି ଚୌକିଦାର’ ବା ‘ମୁଁ ବି ଚୌକିଦାର’ ଆରମ୍ଭ କରିଛନ୍ତି। ସେ ଟ୍ୱିଟର୍‌ରେ ଏକ ଭିଡିଓ ମଧ୍ୟ ରିଲିଜ୍‌ କରି କହିଛନ୍ତି,…
Read More...

ବିଜେଡି ଛାଡିବେ ବ୍ରହ୍ମପୁର ସାଂସଦ ସିଦ୍ଧାନ୍ତ ମହାପାତ୍ର !

ବ୍ରହ୍ମପୁର: ଟିକେଟ୍ ପାଇଁ ବିଜେଡିରେ ବିଦ୍ରୋହ  । ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ବିଜେଡି ଛାଡିବା ପରେ ଏବେ ବ୍ରହ୍ମପୁର ସାଂସଦ ସିଦ୍ଧାନ୍ତ ମହାପାତ୍ର ବିଜେଡି ଛାଡିବା ନେଇ ସଜବାଜ ହେଉଥିବା ଚର୍ଚ୍ଚା ହେଉଛି  । ଏହି…
Read More...

ପଦ୍ମ ଧରିଲେ ନବରଙ୍ଗପୁର ସାଂସଦ ବଳଭଦ୍ର

ନୂଆଦିଲ୍ଲୀ : ମଙ୍ଗଳବାର ଦିନ ବିଜେଡିରୁ ଇସ୍ତଫା ଦେଇଥିବା ନବରଙ୍ଗପୁର ସାଂସଦ ବଳଭଦ୍ର ମାଝି ବିଜେପିରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜେପିର ମୁଖ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ…
Read More...

କଂଗ୍ରେସ ଛାଡ଼ିଲେ ସାଲେପୁର ବିଧାୟକ ପ୍ରକାଶ

ଭୁବନେଶ୍ୱର: ବହୁ କଳ୍ପନାଜଳ୍ପନା ପରେ ଶେଷରେ କଂଗ୍ରେସ ଛାଡ଼ିଲେ ସାଲେପୁର ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା। ସେ ତାଙ୍କ ଇସ୍ତଫାପତ୍ର କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କୁ ପଠାଇ ଦେଇଛନ୍ତି।ପ୍ରକାଶ ତାଙ୍କ ଇସ୍ତଫାପତ୍ରରେ…
Read More...

ଆଜି ବସିବ ବିଜେପିର ସଂସଦୀୟ ଦଳ ବୈଠକ :ଘୋଷଣା ହୋଇପାରେ ପ୍ରଥମ ପର୍ଯ୍ୟାୟର ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ:ଆଜି ବସୁଛି ବିଜେପିର ଗୁରୁତ୍ୱପୂର୍ଣ୍ଣ ସଂସଦୀୟ ଦଳ ବୈଠକ । ଏହ ବୈଠେକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଅମିତ ଶାହଙ୍କ ସମେତ ଅନେକ ଦିଗ୍ଗଜ ନେତା ସାମଲି ହେବେ । ଲୋକସଭା…
Read More...

ବିଜେପିରେ ଯୋଗଦେଲେ ପୂର୍ବତନ ବିଧାୟକ ସରୋଜ ପାଢୀ, ପୂର୍ବତନ ମହିଳା କମିସନ ସଦସ୍ୟା ତିଳୋତ୍ତମା ନାୟକ

ଭୁବନେଶ୍ୱର: ଗଂଜାମ ଜିଲ୍ଲାର ଆସିକାର ପୂର୍ବତନ ବିଧାୟକ ସରୋଜ ପାଢ଼ୀ ଓ ପୂର୍ବତନ ମହିଳା କମିସନ୍‌ ସଦସ୍ୟା ତିଳୋତ୍ତମା ନାୟକ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।ରାଜ୍ୟ ବିଜେପି କାର୍ଯ୍ୟାଳୟରେ…
Read More...

ବିଜେପିରେ ସାମିଲ୍ ହେଲେ ଅରବିନ୍ଦ ଶର୍ମା

ନୂଆଦିଲ୍ଲୀ:  ଲୋକସଭା ନିର୍ବାଚନ ୨୦୧୯ ପୂର୍ବରୁ ହରିୟାଣା ବିଜେପି ପାଇଁ ଏକ ବଡ ଖବର ଆସିଛି । ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବ ସାଂସଦ ଅରବିନ୍ଦ ଶର୍ମା ଏବେ ହାତ ଛାଡି ପଦ୍ମଫୁଲ ଧରିଛନ୍ତି । ସେ ହରିୟାଣା…
Read More...

ବିଜେଡିରୁ ଇସ୍ତଫା ଦେଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫା ପତ୍ର ପଠାଇବା ସହ ବିଜେଡିକୁ ବାଏ ବାଏ କରିଛନ୍ତି ସୁକାନ୍ତ । ଦଳରେ ତାଙ୍କୁ ଅଣଦେଖା…
Read More...

ବିଜେପି ସାହାଯ୍ୟରେ ଓଡ଼ିଶାରୁ ଭ୍ରଷ୍ଟାଚାର ଶାସନ ହଟିବ:ଦାମ

ଭୁବନେଶ୍ୱର: ଆଜିଠାରୁ ଗେରୁଆ ଗଡ଼ରୁ ଶୁଭିବ ଦାମଙ୍କ ଶାଣିତ ସ୍ୱର । ଏବେ ରାଜ୍ୟ ସରକାରଙ୍କ ଉପରେ ବର୍ଷିବେ ଦାମ ରାଉତ । ବିଜେପିରେ ସାମିଲ ହେବା ପରେ ବରିଷ୍ଠ ନେତା ଦାମୋଦର ରାଉତ ଆଜି ଭୁବନେଶ୍ୱର ଫେରିଛନ୍ତି । ବିଜୁ…
Read More...

ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଚୟନ ପାଇଁ ବିଜେପିର ବୈଠକ

ଭୁବନେଶ୍ୱର: ଆସନ୍ତା ମାସରେ ଲୋକସଭା ଓ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବିଜେପିରେ ନିର୍ବାଚନୀ ତତ୍ପରତା ଦେଖା ଦେଇଛି। ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଚୟନ ନେଇ ବୈଠକ ଅନୁଷ୍ଠିତ ହେବ। ବରିଷ୍ଠ ବିଧାୟକ,…
Read More...