Browsing Category

Politics

ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ନପାରିବା ୨୫ ବର୍ଷ ଶାସନର ରୂପାନ୍ତରଣ କି ? – ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର(ବ୍ୟୁରୋ):ସ୍ୱାଧୀନତାର ୭୬ ବର୍ଷ ପରେ ବି ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ପାରୁନି । ନୂଆପିଢିର ପିଲା ଅପପୁଷ୍ଟିର ଶୀକାର ହେଉଛନ୍ତି । ସରକାରୀ ଡାକ୍ତରଖାନାରେ ଡାକ୍ତର ନାହାନ୍ତି । ଏହା ୨୫ ବର୍ଷ ଶାସନର ରୂପାନ୍ତରଣ କି…
Read More...

ରାଉରକେଲା ଆସନରୁ ନିର୍ବାଚନ ଲଢ଼ିବେ ଦିଲ୍ଲୀପ ରାୟ

ରାଉରକେଲା ବିଧାନସଭା ଆସନରୁ ନିର୍ବାଚନ ଲଢ଼ିବେ ଦିଲ୍ଲୀପ ରାୟ। ବିଜେପି ଟିକେଟରେ ସେ ଏଠାରୁ ହେବେ ପ୍ରାର୍ଥୀ। ଆଜି ଏଭଳି କିଛି ସୂଚନା ଦେଇଛନ୍ତି ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ।ଶ୍ରୀ ଓରାମ କହିଛନ୍ତି, ଦିଲ୍ଲୀପ ବାବୁଙ୍କ…
Read More...

ରାଜ୍ୟରେ ଡବଲ ଇଞ୍ଜିନ ସରକାର ହେଲେ ମହିଳାଙ୍କୁ ମିଳିବ ମାସିକ ଏକ ହଜାର ଟଙ୍କା ଭତ୍ତା: ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟରେ ଡବଲ ଇଞ୍ଜିନ ସରକାର ହେଲେ ମହିଳାଙ୍କୁ ମିଳିବ ମାସିକ ଏକ ହଜାର ଟଙ୍କା ଭତ୍ତା । ଦେବଗଡ ନିର୍ବାଚନୀ ସଭାରେ ଏପରି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିସହ ଏମଏସପିରେ ଧାନ କ୍ୱିଟାଲ…
Read More...

ମିଶ୍ରଣ ପର୍ବ: ଜି.ଉଦୟଗିରିର ପୂର୍ବତନ ବିଧାୟିକା ଶ୍ରୀମତୀ ଅଜୟନ୍ତୀ ପ୍ରଧାନ କଂଗ୍ରେସ ଛାଡି ବିଜେପିରେ ହେଲେ ସାମିଲ

ଭୁବନେଶ୍ୱର(ବ୍ୟୁରୋ): ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜି. ଉଦୟଗିରିର ପୂର୍ବତନ ବିଧାୟିକା ଶ୍ରୀମତୀ ଅଜୟନ୍ତୀ ପ୍ରଧାନ ନିଜ ଶତାଧିକ ସମର୍ଥକଙ୍କ ଗହଣରେ କଂଗ୍ରେସ ଦଳ ଛାଡି ଆନୁଷ୍ଠାନିକ ଭାବେ…
Read More...

ବିଜେଡି ଛାଡିଲେ ପୂର୍ବତନ ସାଂସଦ ପ୍ରଭାସ ସିଂ

ବିଜେଡି ଛାଡିଲେ ପୂର୍ବତନ ସାଂସଦ ପ୍ରଭାସ ସିଂ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରଭାସ । ନବୀନ ନିବାସ ଆସି ନିଜ ଇସ୍ତଫା ପତ୍ର ଦେଇଛନ୍ତି ପ୍ରଭାସ ସିଂ । ଗତ ୨୦୧୪ରୁ ୨୦୧୯ ଯାଏଁ ବରଗଡରୁ ବିଜେଡି ସାଂସଦ ଥିଲେ…
Read More...

ରେକର୍ଡ ମାର୍ଜିନ ସାଙ୍ଗକୁ ତିନି ଚତୁର୍ଥାଂଶ ଆସନରେ ଜିତିବ ବିଜେଡି: ପାଣ୍ଡିଆନ

ଭୁବନେଶ୍ବର(ବ୍ୟୁରୋ): ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ତିନି ଚତୁର୍ଥାଂଶ ଆସନରେ ରେକର୍ଡ ମାର୍ଜିନରେ ବାଜିମାତ କରିବ ବୋଲି ଆକଳନ କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ନବୀନ ଓଡିଶା ଏବଂ 5Tଅଧ୍ୟକ୍ଷ…
Read More...

ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ବିଜେଡିରେ ସାମିଲ ହୋଇଛନ୍ତି ଗଣେଶ୍ୱର ବେହେରା। ଆଜି ସେ ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଛନ୍ତି। ତାଙ୍କର ଅନେକ ସମର୍ଥକ ମଧ୍ୟ ଶଙ୍ଖ ଧରିଛନ୍ତି। ୪ ଦିନ ତଳେ କଂଗ୍ରେସ ଛାଡ଼ିଥିଲେ ଗଣେଶ୍ୱର। ସେ କଂଗ୍ରେସର ଜଣେ ବରିଷ୍ଠ ନେତା…
Read More...

କଂଗ୍ରେସ ନିର୍ବାଚନୀ ଇସ୍ତାହାର ଜରିଆରେ ମିଛ କଥା ସବୁ କହିଛି: ମୋଦି

ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ମନଇଚ୍ଛା ବର୍ଷିଛନ୍ତି। କଂଗ୍ରେସ ଲୋକସଭା ନିର୍ବାଚନ ପାଇଁ ଜାରି କରିଥିବା ଇସ୍ତାହାରକୁ ମୋଦି ମିଛର ଗନ୍ଥା ଘର ଓ ପ୍ରତିଟି…
Read More...

ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର

ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନରେ ବିଜେଡି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଏବଂ ଦଳର ନେତାଙ୍କ ଉପସ୍ଥିତିରେ ଶଙ୍ଖ ଧରିଲେ କିଛି ସମୟ ପୂର୍ବରୁ  ବିଜେପି ଛାଡ଼ିଥିବା ଲେଖାଶ୍ରୀ ।…
Read More...

ସମ୍ବଲପୁର ସମେତ ଓଡ଼ିଶାର ସବୁ ସହରରେ ଓ୍ୱେଲଥ୍ କ୍ରିଏସନ କରିବାର ଦାୟିତ୍ୱ ନେବା – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର/ସମ୍ବଲପୁର(ବ୍ୟୁରୋ):ଓଡ଼ିଶା ପ୍ରାନ୍ତୀୟ ମାରୱାଡ଼ି ଯୁବାମଞ୍ଚ ସମ୍ବଲପୁର ସମେତ ଓଡ଼ିଶାର ସବୁ ସହରରେ ଓ୍ୱେଲଥ୍ କ୍ରିଏସନ କରିବା ପାଇଁ ଉଦ୍ୟମ କରିବାକୁ ଆହ୍ୱାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…
Read More...

ଅକ୍ଳାନ୍ତ ପରିଶ୍ରମ ମାଧ୍ୟମରେ ବିଜେପିକୁ ବିରାଟ ବଟ୍ଟବୃକ୍ଷରେ ପରିଣତ କରିଥିବା ବରିଷ୍ଠ ନେତାଗଣ ଏବଂ…

ଭୁବନେଶ୍ୱର/ସମ୍ବଲପୁର(ବ୍ୟୁରୋ): ବିଜେପି ଆଜି ଓଡ଼ିଶା ସମେତ ଦେଶବାସୀଙ୍କ ପାଇଁ ସେବା, ସମର୍ପଣ ଏବଂ ବିଶ୍ୱାସର ସମକକ୍ଷ ହୋଇଛି ବୋଲି ଶନିବାର ଭାରତୀୟ ଜନତା ପାର୍ଟିର ସ୍ଥାପନା ଦିବସ ଅବସରରେ ସମ୍ବଲପୁର ଜିଲ୍ଲା ବିଜେପି…
Read More...

ବୀର ସୁରେନ୍ଦ୍ର ସାଏଙ୍କ ଅନୁଯାୟୀ ରମେଶ ସାଏ ବିଜେପିରେ ଯୋଗଦେଇ ଓଡ଼ିଆ ଅସ୍ମିତା ସାଙ୍ଗରେ ଯିବାର ନିଷ୍ପତି ନେଇଛନ୍ତି…

ଆଠମଲ୍ଲିକ(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଆଠମଲ୍ଲିକର ତୃଣମୂଳ ସ୍ତରର କାର୍ଯ୍ୟକର୍ତ୍ତାଙ୍କୁ ଭେଟି ନିର୍ବାଚନୀ ପ୍ରଚାର ଉପରେ ବିଚାରବିମର୍ଶ କରିବା ସହ ଆୟୋଜିତ ମଶ୍ରଣ ପର୍ବରେ ଆଠମଲ୍ଲିକ ବିଧାୟକ…
Read More...

ପ୍ରକାଶ ପାଇଲା ବିଜେଡିର ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା

ପ୍ରକାଶ ପାଇଲା ୯ ବିଧାନସଭା ଆସନ ପାଇଁ ବିଜେଡିର ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯ ପ୍ରାର୍ଥୀଙ୍କର ନାମ ତାଲିକା ପ୍ରକାଶ କରିଛନ୍ତି । ରେଙ୍ଗାଲିରୁ ସୁଦର୍ଶନ ହରିପାଲ, ରାଉରକେଲା-ସାରଦା…
Read More...

ପଦ୍ମ ଧରିଲେ ରଜତ ଚୌଧୁରୀ ଓ ବିଶ୍ୱ ଭୂଷଣ ଦାସ

ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ବିଜେପି ସଭାପତିଙ୍କ ଉପସ୍ଥିତିରେ ପଦ୍ମ ଧରିଲେ  ରଜତ ଚୌଧୁରୀ ଏବଂ ବିଶ୍ୱ ଭୂଷଣ ଦାସ । ପୂର୍ବତନ ଯୁବ କଂଗ୍ରେସ ସଭାପତି ହେଉଛନ୍ତି ରଜତ ଚୌଧୁରୀ । ଶହ ଶହ ସମର୍ଥକଙ୍କ ସହ ବିରାଟ ବାଇକ୍…
Read More...