Browsing Category
Politics
ବିଜେପି ଛାଡିଲେ ଭୃଗୁ ବକ୍ସିପାତ୍ର
ବିଜେପି ଛାଡିଲେ ଭୃଗୁ ବକ୍ସିପାତ୍ର । ବୁଧବାର ଭାରତୀୟ ଜନତା ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଭୃଗୁ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ଏହି ଇସ୍ତଫା…
Read More...
Read More...
ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ବଡ଼ ଦାୟିତ୍ୱ
ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ବଡ଼ ଦାୟିତ୍ୱ । ବିଜେଡି ତାଙ୍କୁ ନିର୍ବାଚନୀ ଇସ୍ତାହାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦେଇଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଏହି ଗୁରୁତ୍ୱ ଦାୟିତ୍ୱ ଦେଇଛି ।…
Read More...
Read More...
ବିଜେପିରେ ଯୋଗ ଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନ ଅଧ୍ୟକ୍ଷା ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟା…
ଭୁବନେଶ୍ୱର(ବ୍ୟୁରୋ): ଓଡ଼ିଶାର ବିକାଶ ପାଇଁ ବିଜେପି ଲଢ଼େଇ କରିବ । ରାଜ୍ୟର ପ୍ରତ୍ୟେକ ପ୍ରାନ୍ତରୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ବିଭିନ୍ନ ରାଜନୈତିକ ଦଳ, ସାମାଜିକ ସଂଗଠନର ସଦସ୍ୟ, ପ୍ରତିଷ୍ଠିତ ବ୍ୟକ୍ତିବିଶେଷମାନେ…
Read More...
Read More...
ଡବଲ ଇଞ୍ଜିନ ସରକାର ହେଲେ ବିକଶିତ ଓଡ଼ିଶା ହୋଇପାରିବ : ତପନ କୁମାର ଚାନ୍ଦ
ଦେଶର ଉନ୍ନତିରେ ଶିଳ୍ପ କ୍ଷେତ୍ରର ବଡ ଭୂମିକା ରହିଛି । କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ର ଦେଶରେ ନିଯୁକ୍ତି ସୃଷ୍ଟି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକାବହନ କରେ । ଆଜି ଦେଶରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ରରୁ ନେଇ…
Read More...
Read More...
୮ ଲୋକସଭା ଓ ୪୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
୨୦୨୪ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ୮ ଲୋକସଭା ଓ ୪୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡା ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ…
Read More...
Read More...
ଓଡ଼ିଶାର ୧୧୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି
ଭୁବନେଶ୍ୱର(ବ୍ୟୁରୋ):୨୦୨୪ ନିର୍ବାଚନ ପାଇଁ ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି । ବଳକା ୩୫ ଆସନରେ ବିଜେପି ପ୍ରାର୍ଥୀ ଘୋଷଣା କରିନାହିଁ । ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିବା ଅନେକ ନେତାଙ୍କୁ…
Read More...
Read More...
ବିଜେପିରେ ମିଶିଲେ ଅନୁଭବ ମହାନ୍ତି
ବିଜେପିରେ ମିଶିଲେ ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି । ଦିଲ୍ଲୀ ସ୍ଥିତ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଅନୁଭବ ବିଜେପି ଦଳରେ ସାମିଲ ହୋଇଛନ୍ତି । ବିଜେପିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି ।…
Read More...
Read More...
ବିଜେପିରେ ସାମିଲ ହେଲେ ଆକାଶ ଦାସ ନାୟକ
ବିଜେପିରେ ସାମିଲ ହେଲେ ପୂର୍ବତନ କୋରେଇ ବିଜେଡି ବିଧାୟକ ତଥା ଅଭିନେତା ଆକାଶ ଦାସ ନାୟକ।ଆକାଶ ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ। କୋରେଇ ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ନିଜ ସ୍ୱାଭିମାନ ପାଇଁ ବିଜେଡି ଛାଡ଼ିଥିଲେ ବୋଲି…
Read More...
Read More...
ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ୱାଳ
ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ମିଶ୍ରଣ ପର୍ବରେ ସାମିଲ ହୋଇଛନ୍ତି ଚିରଞ୍ଜୀବ ବିଶ୍ୱାଳ । ଶନିବାର ଦିନ କଂଗ୍ରେସ ଦଳରୁ ଇସ୍ଥଫା ଦେଇଥିଲା ଚିରଞ୍ଜୀବ…
Read More...
Read More...
ଓଡ଼ିଶାର ଆଉ ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ବିଜେପି
୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେପି ଓଡିଶାରେ ବାକି ଥିବା ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଯାଜପୁର, କନ୍ଧମାଳ ଓ କଟକ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଯାଜପୁରରୁ ରବିନ୍ଦ୍ର ନାରାୟଣ, କନ୍ଧମାଳରୁ…
Read More...
Read More...
କଂଗ୍ରେସ ଛାଡ଼ିଲେ ଚିରଞ୍ଜିବୀ ବିଶ୍ୱାଳ
କଂଗ୍ରେସ ଛାଡ଼ିଲେ ଜଗତସିଂହପୁରର ଟାଣୁଆ ନେତା ଚିରଞ୍ଜିବୀ ବିଶ୍ୱାଳ । ୨୦୦୪ରୁ ୨୦୦୯ ତିର୍ତ୍ତୋଲ ବିଧାୟକ ଏବଂ ୨୦୧୪ରୁ ୨୦୧୯ ଯାଏଁ ଜଗତସିଂହପୁର ବିଧାୟକ ଭାବେ କଂଗ୍ରେସ ଗଡ଼ ସମ୍ଭାଳିଥିଲେ ଚିରଞ୍ଜିବୀ । ଏପରିିକି ବିଧାନସଭାରେ…
Read More...
Read More...
ସ୍ୱାଧୀନ ଭାବେ ନିର୍ବାଚନ ଲଢିବେ ସୁରଙ୍କ ବଡ ପୁଅ ସିଦ୍ଧାର୍ଥ ରାଉତରାୟ
ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ସୁରଙ୍କ ବଡ ପୁଅ ସିଦ୍ଧାର୍ଥ ରାଉତରାୟ । ନିମାପଡା ନୁହେଁ ବରଂ ଜଟଣୀରୁ ସେ ନିର୍ବାଚନ ଲଢିବାକୁ ଘୋଷଣା କରିଛନ୍ତି । ସାନ ଭାଇ ମନ୍ମଥ ରାଉତରାୟ ବିଜେଡିରେ ସାମିଲ ହେବା ପରେ,…
Read More...
Read More...
ବିଜେଡି ଛାଡ଼ିଲେ ଆକାଶ ଦାସ ନାୟକ
ବିଜେଡି ଛାଡ଼ିଲେ ଆକାଶ ଦାସ ନାୟକ । ଆଜି ସେ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖରୁ ପଠାଇଛନ୍ତି ଇସ୍ତଫାପତ୍ର । ଯାଜପୁର ଜିଲ୍ଲା କୋରେଇରୁ ଥରେ ବିଧାୟକ ଥିଲେ ଆକାଶ ଦାସନାୟକ ।୨୦୧୪ରୁ ୨୦୧୯…
Read More...
Read More...
ବିଜେଡି ଛାଡ଼ିଲେ ସାଂସଦ ଅନୁଭବ ମହାନ୍ତି
ବିଜେଡି ଛାଡ଼ିଲେ କେନ୍ଦ୍ରାପଡ଼ା ବିଜେଡି ସାଂସଦ ଅନୁଭବ ମହାନ୍ତି । ଦଳ ଛାଡ଼ିବା ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଲେଖିଲେ ଚିଠି । କାରଣ ସମ୍ପର୍କରେ ନଲେଖି ଇସ୍ତଫା ପତ୍ରକୁ ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ…
Read More...
Read More...
