Browsing Category

Politics

ଯୁବପିଢ଼ିଙ୍କ ସ୍ୱପ୍ନ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ସର୍ବଦା ପ୍ରତିଶ୍ରୁତିବଦ୍ଧ: ବିଜେଡି

ବିଜୁ ଯୁବ ଜନତା ଦଳର ନିର୍ବାଚନୀ ପ୍ରସ୍ତୁତି ବୈଠକ ଆଜି ଶଙ୍ଖଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଜୁ ଯୁବ ଜନତା ଦଳର ସଭାପତି ତଥା ବିଧାୟକ ଡଃ ବ୍ୟୋମକେଶ ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଜୁ ଯୁବ ଜନତା ଦଳର…
Read More...

ବିଜେପିରେ ମିଶିଲେ ଭର୍ତ୍ତୃହରି ମହତାବ ଓ ସିଦ୍ଧାନ୍ତ ମହାପାତ୍ର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ ଓ ସିଦ୍ଧାନ୍ତ ମହାପାତ୍ର । ଦିଲ୍ଲୀରେ ବିଜେପିର ମୁଖ୍ୟ କାର୍ଯ୍ୟାଳୟରେ ଦଳରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ଭର୍ତ୍ତୃହରି ଓ ସିଦ୍ଧାନ୍ତ । ଭର୍ତ୍ତୃହରି ଗତ ୨୨ ତାରିଖରେ…
Read More...

ଲୋକସଭା ନିର୍ବାଚନ; ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ବିଜେଡି ଆଜି ପୁଣି ବାକିଥିବା ଲୋକସଭା ଆସନର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଯେଉଁ ଛଅଟି ଆସନର ପ୍ରାର୍ଥୀ ଘୋଷଣା ହୋଇଛି ସେମାନେ ହେଲେ..…
Read More...

ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଶେଷରେ ଅପେକ୍ଷାର ଘଟିଲା ଅନ୍ତ । ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପାର୍ଥୀ ତାଲିକା…
Read More...

ବିଜେଡିରେ ମିଶିଲେ ମନ୍ମଥ ରାଉତରାୟ

ବିଜେଡିରେ ମିଶିଲେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପୁଅ ମନ୍ମଥ ବିଧିବଦ୍ଧ ଭାବେ ବିଜେଡି ଦଳରେ ସାମିଲ ହୋଇଛନ୍ତି । ବିରାଟ ରାଲିରେ ଆସି ଶଙ୍ଖ ଭବନରେ ଆୟୋଜିତ ବିଜେଡିର…
Read More...

ବିଜେଡି ଛାଡ଼ିଲେ ପୂର୍ଣ୍ଣଚନ୍ଦ୍ର ସେଠୀ

ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ନେଇ ଦଳରୁ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି ନିଜର ଇସ୍ତଫା ପତ୍ର । ଇସ୍ତଫା ଦେବାର କାରଣ ସମ୍ପର୍କରେ କିଛି…
Read More...

ମିଳିଲାନି ଟିକେଟ୍, ସ୍ବାଧୀନ ଭାବେ ଲଢ଼ିବେ ଖାରବେଳ ସ୍ବାଇଁ

ମିଳିଲାନି ବିଜେପି ଟିକେଟ୍ । ସ୍ବାଧୀନ ଭାବରେ ଲଢ଼ିବେ ଐର ଖାରବେଳ ସ୍ବାଇଁ । ଆଜି ପ୍ରେସମିଟରେ ଏହି ଘୋଷଣା କରିଛନ୍ତି । ଗତକାଲି ଓଡ଼ିଶା ବିଜେପି ପାଇଁ ୧୮ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି । ବାଲେଶ୍ବର ପାଇଁ ଖାରବେଳ…
Read More...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଓଡ଼ିଶାର ୨୧ଟି ଲୋକସଭା ଆସନରୁ ୧୮ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ତେବେ କନ୍ଧମାଳ, କଟକ ଓ ଯାଜପୁର ଆଦି ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ନାହିଁ । ଭୁବନେଶ୍ୱର ଲୋକସଭା ଆସନ ପାଇଁ…
Read More...

ବିଜେଡିରୁ ଇସ୍ତଫା ଦେଲେ ଭର୍ତ୍ତୁହରି ମହତାବ

ବିଜେଡିରୁ ଇସ୍ତଫା ଦେଇଛନ୍ତି ଭର୍ତ୍ତୁହରି ମହତାବ । ଏ ନେଇ ସେ ପ୍ରେସମିଟ କରି ସୂଚନା ଦେଇଛନ୍ତି  । ସେ କହିଛନ୍ତି ଯେ, ଭଗ୍ନ ହୃଦୟର ସହ ବିଜେଡିରୁ ଇସ୍ତଫା ଦେଇଛି । ଅପରାହ୍ନ ୪ଟାରେ ପଠାଇଛି ଚିଠି । ବନ୍ଧନରେ ରହିଲା ଭଳି…
Read More...

ଓଡ଼ିଶା ଫେରି ଏଭଳି ଉତ୍ତର ରଖିଲେ ମନମୋହନ ସାମଲ

ବିଜେପି ଓ ବିଜେଡି ମେଣ୍ଟକୁ ନେଇ ସସପେନ୍ସ ଜାରି ରହିଥିବାବେଳେ ଓଡିଶା ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।ରାଜ୍ୟରେ ମେଣ୍ଟ ନେଇ କୌଣସି ସ୍ପଷ୍ଟ ପ୍ରତିକ୍ରିୟା ଦେଲେନାହିଁ। କେବଳ କହିଲେ ପୂର୍ବରୁ ଅମିତ…
Read More...

ବିଜେଡି-ବିଜେପି ମେଣ୍ଟ ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯାଇନି: ଅମିତ ଶାହା

ଓଡିଶାରେ ବିଜେଡି-ବିଜେପି ମେଣ୍ଟକୁ ନେଇ ଏବେ ବି ଦ୍ଵନ୍ଦ  ରହିଥିବାବେଳେ ଏହି ପ୍ରଶ୍ନକୁ ନେଇ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଦେଇଛନ୍ତି ବଡ ବୟାନ । ଜାତୀୟ ଗଣମାଧ୍ୟମ ସଂସ୍ଥା ନ୍ୟୁଜ୍ ୧୮ର କନକ୍ଲେଭରେ ଯୋଗ ଦେଇ ଅମିତ…
Read More...

ଶଙ୍ଖ ଧରିଲେ ଅଧିରାଜ ପାଣିଗ୍ରାହୀ

ଶଙ୍ଖ ଧରିଲେ ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ଶଙ୍ଖ ଭବନରେ ପହଞ୍ଚି ବିଧିବଦ୍ଧ ଭାବେ ହେଲେ ସାମିଲ । କାଲି କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଅଧିରାଜ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ…
Read More...

ଲୋକସଭା ନିର୍ବାଚନ ପାଇଁ ବାହାରିଲା ପ୍ରଥମ ପର୍ଯ୍ୟାୟ ବିଜ୍ଞପ୍ତି

ଲୋକସଭା ନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି । ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛନ୍ତି ନିର୍ବାଚନ କମିଶନ । ଏପ୍ରିଲ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ରହିଛି । ଏଥିପାଇଁ ମାର୍ଚ୍ଚ ୨୭…
Read More...

ଉଭୟ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଷ୍ଟେଟସମ୍ୟାନ:ଭି.କେ ପାଣ୍ଡିଆନ

ବିଜେଡି ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ବଡ ବୟାନ । ନେଟୱାର୍କ ୧୮ କନକ୍ଲେଭରେ ସାମିଲ ହୋଇ ଉଭୟ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କୁ ଷ୍ଟେଟସମ୍ୟାନ ବୋଲି କହିଛନ୍ତି ପାଣ୍ଡିଆନ୍ ।…
Read More...