Browsing Category

Politics

ବିଜେପିରେ ସାମିଲ ହେଲେ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର

ବିଜେପିରେ ସାମିଲ୍ ହେଲେ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର। ଖାଲି ସାମିଲ୍ ହୋଇନାହାନ୍ତି, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ପ୍ରଚାର କରିଛନ୍ତି। ଗୋଶାଳା ପଡ଼ିଆରୁ ବାହାରିଥିବା ବିରାଟ୍…
Read More...

ଯେତେ ଇଞ୍ଜେକସନ ଦେଲେ ବି ଓଡ଼ିଶାରେ ଫୁଲ ଫୁଟିବନି: ପାଣ୍ଡିଆନ

ବାଲିକୁଦା-ଏରସମାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ବିଶାଳ ଜନସଭାକୁ ସମ୍ବୋଧିତ କରି ବିରୋଧୀ ବିଜେପିକୁ କଡା ଟାର୍ଗେଟ କରିଛନ୍ତି । ପାଣ୍ଡିଆନ କହିଛନ୍ତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ…
Read More...

ବିରୋଧୀମାନେ ନିର୍ବାଚନବେଳେ ପର୍ଯ୍ୟଟକ ଭଳି ଆସିବେ, ନିର୍ବାଚନ ସରିଗଲେ ଖୋଜିଲେ ବି ମିଳିବେ ନାହିଁ: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଶେଷ ହୋଇଛି ନିର୍ବାଚନ। ବାକି ଥିବା ଦୁଇଟି ପର୍ଯ୍ୟାୟରେ ନିଜ ଦଳର ପ୍ରାର୍ଥୀଙ୍କୁ ବଳ ଦେବାକୁ ପ୍ରଚାରକୁ ଜୋରଦାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଆଜି ବିଜେଡି ସୁପ୍ରିମୋ ନବୀନ…
Read More...

ବିକାଶ ପ୍ରସଙ୍ଗରେ ବିରୋଧୀ ଦଳ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧାରେ ଆଜି ବିଜେଡି ପାଇଁ ଭୋଟ୍ ମାଗିଛନ୍ତି । ଖୋର୍ଦ୍ଧା ହାବେଳୀ ପଡ଼ିଆରୁ ଜନସଭାକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ…
Read More...

ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ଦଳ ସଭାପତିଙ୍କୁ ଇସ୍ତଫା ପତ୍ର ଦେଇ ଦଳ ଛାଡିଛନ୍ତି ସିମୁଳିଆ ବିଧାୟକ। ଭିଡିଓ ବାର୍ତ୍ତାରେ ଦେଲେ ସୂଚନା ।ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ…
Read More...

ଆଦିବାସୀ ଭାଇ, ଭଉଣୀଙ୍କ ଉପରେ ଥିବା ୫୦ ହଜାର ପୋଲିସ କେସ ରଦ୍ଦ କରିବାକୁ ଆମ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି:…

କେନ୍ଦୁଝରର ପାଟଣା ନିର୍ବାଚନ ମଣ୍ଡଳୀରେ ଆଜି ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ୍ । ପ୍ରଚାର କରିବା ସହ ସେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଥିଲେ । ଆଉ କହିଥିଲେ, ଆମ ମୁଖ୍ୟମନ୍ତ୍ରୀ ଆଦିବାସୀ ଭାଇ ଭଉଣୀମାନଙ୍କୁ ବହୁତ…
Read More...

ଭୁବନେଶ୍ୱର ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ଭୋଟ୍ ମାଗିଲେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ଭୋଟ୍ ମାଗିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି, ମନ୍ମଥ ରାଉତରାୟ ଜଣେ ସଫଳ ପାଇଲଟ୍ ଥିଲେ । ରାଜଧାନୀବାସୀଙ୍କ ସେବା ପାଇଁ ନିଜ ମାଟିକୁ…
Read More...

ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’

ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ' କରିଛନ୍ତି । ହଜାର ହଜାର ସମର୍ଥକଙ୍କ ଗହଣରେ ନବୀନ ପଟ୍ଟନାୟକ ରାଜଧାନୀର ପଳାଶପଲ୍ଲୀରୁ ରୋଡ ସୋ' ଆରମ୍ଭ କରିଛନ୍ତି । ଭୁବନେଶ୍ୱର ଲୋକସଭା ଆସନ…
Read More...

ବିରୋଧୀ ନେତା ମିଛ କହୁଛନ୍ତି, ଅପପ୍ରଚାର କରୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି, ଆପଣ ଜାଣିଛନ୍ତି କୁମ୍ଭୀର କିଏ…

ଭୁବନେଶ୍ୱର(ବ୍ୟୁରୋ):ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାଲେପୁର, ମାହାଙ୍ଗା, ଆଳି, ରାଜନଗର, ମହାକାଳପଡା ଓ ପାଟକୁରାରେ ନିର୍ବାଚନ ପ୍ରଚାର…
Read More...

ନବୀନ ବାବୁ ଶପଥ ନେବା ଦିନ ତାଙ୍କୁ ୩ଟି ଗିଫ୍ଟ ଦିଅନ୍ତୁ ପ୍ରଧାନମନ୍ତ୍ରୀ: ପାଣ୍ଡିଆନ୍

ଅନୁଗୁଳ ଏବଂ କଟକରେ ଜନସଭା କରି ବିଜେଡି ସରକାର ଉପରେ ମୋଦୀ ବର୍ଷିବା ପରେ ମାହାଙ୍ଗାରେ ଏହାର ଜବାବ ରଖିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ୍ । ସିଧାସଳଖ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିବା ସହିତ ପାଣ୍ଡିଆନ୍ କହିଛନ୍ତି,…
Read More...

୨୫ ବର୍ଷ ପରେ ଓଡିଶା ନୂଆ ଇତିହାସ ରଚିବାକୁ ଯାଉଛି: ମୋଦୀ

ଅନୁଗୁଳ ପରେ କଟକରୁ ମଧ୍ୟ ବିଜେଡି ସରକାର ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସିଧାସଳଖ ରତ୍ନଭଣ୍ଡାର ପ୍ରସଙ୍ଗ ଉଠେଇବା ସହିତ, ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳେଇ ଯାଇଛି ବୋଲି କିଛି ଲୋକ କହିବା ଆରମ୍ଭ କଲେଣି ବୋଲି…
Read More...

୧୦ ଜୁନରେ ଓଡ଼ିଆ ପୁଅ ବା ଝିଅ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ: ମୋଦି

୨ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପୁରୀ ବଡ଼ଦାଣ୍ଡରେ କରିଛନ୍ତି ବିଶାଳ ରୋଡ ସୋ' । ଏହାପରେ ସେ ସିଧାସଳଖ ଅନୁଗୁଳରେ…
Read More...

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିର୍ବାଚନ ଋଣନୀତି ନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେବେ। ଆଜି ରାଜଭବନରେ ରାତ୍ରୀଯାପନ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…
Read More...

ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ

କୁଚିଣ୍ଡାରେ କେନ୍ଦ୍ରମନ୍ତ୍ରୀଙ୍କୁ ଶାଣିତ ଆକ୍ରମଣ କଲେ ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ସବୁ କାମରେ ରାଜନୈତିକ ଫାଇଦା ଦେଖନ୍ତି, ଆମ ମୁଖ୍ୟମନ୍ତ୍ରୀ ସେବାରେ ବିଶ୍ୱାସ ରଖନ୍ତି ବୋଲି କହିଛନ୍ତି ପାଣ୍ଡିଆନ । ୧୦ ବର୍ଷରେ…
Read More...