ଉଲ୍ଲେଖଯୋଗ୍ୟ, ଆଜି ଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ କଂଗ୍ରେସ କମିଟି କାର୍ଯ୍ୟାଳୟରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ରାହୁଲ ଗାନ୍ଧୀ, ଦଳର ବରିଷ୍ଠ ନେତା ଏକେ ଆଣ୍ଟୋନୀ, ଅହମଦ ପଟେଲ ଏବଂ ବହୁ ବିଶିଷ୍ଟ ନେତା ଉପସ୍ଥିତ ଥିଲେ।
