ଭୁବନେଶ୍ୱର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଶ୍ଚିମ ଓଡିଶାବାସୀଙ୍କୁ ନୂଆଁଖାଇର ଅଭିନନ୍ଦନ ଜଣାଇଛନ୍ତି ।
ନୂଆଁଖାଇ ଜୁହାର୍ 🙏
କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭକାମନା । ଏହି ଅବସରରେ ମା’ ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି। #NuakhaiJuhar pic.twitter.com/DhCaFokZ6N
— Dharmendra Pradhan (@dpradhanbjp) August 23, 2020
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଟୁଇଟ ମାଧ୍ୟମରେ ନୂଆଁଖାଇ ଜୁହାର କରିଛନ୍ତି । କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭକାମନା । ଏହି ଅବସରରେ ମା’ ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ଧର୍ମେନ୍ଦ୍ର।
