ଦିଲ୍ଲୀପ ତିର୍କୀଙ୍କୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଦାୟିତ୍ୱ

ଭୁବନେଶ୍ୱର  : ଦିଲ୍ଲୀପ ତିର୍କୀଙ୍କୁ ମିଳିଲା ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଦାୟିତ୍ୱ।। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି। ଭାରତୀୟ ହକି ଟିମ୍‌ର ପୂର୍ବତନ ଅଧିନାୟକ ଦିଲ୍ଲୀପ ତିର୍କୀ ୨୦୧୨ ମସିହାରେ ବିଜେଡି ଟିକେଟରେ ରାଜ୍ୟସଭାକୁ ଯାଇଥିଲେ। ସେ ଚଳିତ ବର୍ଷ ଏପ୍ରିଲ ମାସରେ ରାଜ୍ୟସଭାରୁ ଅବସର ନେଇଥିଲେ।

Leave A Reply

Your email address will not be published.