ଦେଶରେ ପ୍ରଥମ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ଭୋପାଳ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ନେଇ ଟ୍ୱିଟ୍‌ କରି ନିଜେ ଶିବରାଜ ଏହା ଜଣାଇଛନ୍ତି। ନିଜର ସହଯୋଗୀମାନଙ୍କୁ ମଧ୍ୟ କରୋନା ଟେଷ୍ଟ କରିବାକୁ ସେ କହିଛନ୍ତି।

“ମୋର କରୋନା ଲକ୍ଷଣ ଥିଲା, ଟେଷ୍ଟ ପରେ ରିପୋର୍ଟ ପଜିଟିଭ ଆସିଛି। ମୋ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି, ସେମାନେ ଟେଷ୍ଟ କରାନ୍ତୁ। ନିକଟ ସଂପର୍କୀୟ କ୍ୱାରେଣ୍ଟିନ୍‌ରେ ଯାଆନ୍ତୁ ବୋଲି” ଶିବରାଜ କହିଛନ୍ତି।

Leave A Reply

Your email address will not be published.