ଭୁବନେଶ୍ୱର: ରାଜ୍ୟରେ ଆଜି ୫୨୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୬ ହଜାର ୯୭୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଜରିଆରେ ଏହି ସୂଚନା ଦିଆଯାଇଛି।
16 from Sambalpur
14 from Kendrapara
13 from Puri
9 from Ganjam
9 from Keonjhar
9 from Rayagada
8 from Koraput
7 from Nayagarh
6 from Bhadrak
6 from Kalahandi
3 from Jharsuguda
3 from Malkangiri
2 from Dhenkanal
2 from Nabarangpur
1 from Deogarh
9 from State Pool— H & FW Dept Odisha (@HFWOdisha) December 8, 2020
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ବଲାଙ୍ଗୀର ଜିଲ୍ଲାରୁ ସର୍ବାଧିକ ୫୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସମ୍ବଲପୁର ଜିଲ୍ଲାରୁ ୧୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ ଜଣ, ପୁରୀ ଜିଲ୍ଲାରୁ ୧୩ ଜଣ, ଗଂଜାମ, କେନ୍ଦୁଝର, ରାୟଗଡ଼ା ଜିଲ୍ଲାରୁ ୯ ଜଣ ଲେଖାଏଁ, କେରାପୁଟ ଜିଲ୍ଲାରୁ ୮ ଜଣ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ଭଦ୍ରକ, କଳାହାଣ୍ଡି ଜିଲ୍ଲାରୁ ୬ ଜଣ ଲେଖାଏଁ, ଝାରସୁଗୁଡ଼ା, ମାଲକାନଗିରି ଜିଲ୍ଲାରୁ ୩-୩ ଜଣ, ଢେଙ୍କାନାଳ, ନବରଂଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଦେବଗଡ଼ ଜିଲ୍ଲାରୁ ଜଣେ ଓ ରାଜ୍ୟପୁଲରୁ ୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଂଜ ଜିଲ୍ଲାରୁ ୫୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ ଜଣ, କଟକ ଜିଲ୍ଲାରୁ ୪୫ ଜଣ, ଅନୁଗୁଳ ଜିଲ୍ଲାରୁ ୩୨ ଜଣ, ଯାଜପୁର ଜିଲ୍ଲାରୁ ୨୯ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ ଜଣ, ବରଗଡ଼, ନୂଆପଡ଼ା ଜିଲ୍ଲାରୁ ୨୪ ଜଣ ଲେଖାଏଁ ଓ ଜଗତସିଂହପୁର ଜିଲ୍ଲାରୁ ୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
